Monthly Archives

June 2024

ଏ. ପି.ଏସ୍. କଲେଜ ରୋତରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତ୍, ଜିଲ୍ଲା-ବଲାଙ୍ଗିରରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ତଥା କାର୍ଯ୍ୟକ୍ରମ ଅଧିକାରୀ ଡକ୍ଟର ସନ୍ତୋଷ କୁମାର ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଯୋଗ ଶିବିରରେ
Read More...

ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ହାଇସ୍କୁଲରେ ଦଶମ ଆନ୍ତର୍ଜାତୀୟ ଯୋଗ ଦିବସ ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ଡୁଙ୍ଗୁରିପାଲି ଏବିଇଓ ଗୁଞ୍ଜୁଲୁ ମିର୍ଦ୍ଧା ମୁଖ୍ୟଅତିଥି ଭାବରେ
Read More...

ସହଯୋଗ ଫାଉଣ୍ଡେସନ୍ ଏବଂ ବଲାଙ୍ଗିର ନଗରପାଳିକା ଯୁଗଳ ଭାବେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କଲେ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସାମାଜିକ ସଂଗଠନ ସହଯୋଗ ଫାଉଣ୍ଡେସନ୍ ଏବଂ ବଲାଙ୍ଗିର ନଗରପାଳିକା ଯୁଗଳ ଭାବେ ବଲାଙ୍ଗିର ରାଜେନ୍ଦ୍ର ପାର୍କରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କଲେ । ଏହି କାର୍ଯ୍ୟକ୍ରମରେ ଯୋଗ ଗୁରୁ ସୁଜିତ କୁମାର ସାହୁ ଯୋଗ ଅଧିବେଶନର ଅନୁଷ୍ଠାନ କଲେ । ବଲାଙ୍ଗିର
Read More...

ଜେଏସ୍‌ଏମ୍‌ର ବାଣିଜ୍ୟ, କଳା ଓ ବିଜ୍ଞାନ ମହାବିଦ୍ୟାଳୟ ଦ୍ୱାରା ଶୀତଳ ଷଷ୍ଠୀ ପାଳନ ଉପଲକ୍ଷେ ସରବତ ପାଣି ବଣ୍ଟନ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ପ୍ରତିବର୍ଷ ବଲାଙ୍ଗିର ଏବଂ ଓଡ଼ିଶାର ଅନ୍ୟାନ୍ୟ ସ୍ଥାନରେ ଶୀତଳ ଷଷ୍ଠୀ ପାଳନ କରାଯାଏ । ଏହି ଉତ୍ସବରେ ଭଗବାନ ଶିବ ଏବଂ ଦେବୀ ପାର୍ବତୀଙ୍କ ଈଶ୍ୱରୀୟ ବିବାହ ସ୍ମରଣ କରାଯାଇଥାଏ । ଏହା ଏକ ପାଞ୍ଚ ଦିନିଆ ପର୍ବ 'ପତ୍ର ପେଣ୍ଡି' ରୀତିନୀତି ସହିତ ଆରମ୍ଭ ହୋଇଥାଏ
Read More...

ପୂର୍ବ ଶତ୍ରୁତା ପାଇଁ ସମ୍ପର୍କୀୟ ଭାଇ ନେଲା ବଡ଼ ଭାଇର ଜୀବନ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ସମ୍ପର୍କରେ ଲାଗିଲା ରକ୍ତର ଛିଟା । ପୂର୍ବ ଶତ୍ରୁତା ଏବଂ ଜମିବାଡ଼ି ବିବାଦକୁ ନେଇ ସମ୍ପର୍କୀୟ ସାନ ଭାଇ ବଡ଼ ଭାଇର ଜୀବନ ନେଇଛି । ପଥରରେ ଛେଚି ନିର୍ମମ ଭାବେ ହତ୍ୟା କରିଛି । ଏଭଳି ଏକ ସାଙ୍ଘାତିକ ଘଟଣା ଘଟିଛି ସିନ୍ଧେକେଲା ଥାନା ଝଳପ ପଂଚାୟତ ସାଲେବରଟ
Read More...

ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଖଗସାରେ ୧୦ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଶ୍ୱବ୍ୟାପି ୧୦ତମ ଆନ୍ତର୍ଜାତିକ ଯୋଗ ଦିବସ ପାଳନ ହେଇଯାଛି । ସମଗ୍ର ବିଶ୍ୱର ଜନସାଧାରଣଙ୍କ ଯୋଗ ପ୍ରତି ଦୃଷ୍ଟି ଆକର୍ଷଣ ସକାଶେ ଏହି ଦିବସର ଆବିର୍ଭାବ । କଥାରେ ଅଛି 'ସ୍ୱାସ୍ଥ୍ୟ ହିଁ ସମ୍ପଦ', ଏହାର ମୁଖ୍ୟ ଉତ୍ସ ହେଉଛି ଯୋଗ । ଯୋଗ ଦ୍ୱାରା ଶାରୀରିକ ଓ
Read More...

ପାଇକମାଲରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ନୃସିଂହନାଥ ମନ୍ଦିର ପରିସରରେ ଆନ୍ତର୍ଜାତୀୟ ୧୦ତମ ଯୋଗ ଦିବସ ପାଳିତ ହୋଇଯାଇଛି । ଏନେଇ ଅନୁଷ୍ଠିତ ଉଦ୍‌ଘାଟନ ସଭାରେ ବିଡିଓ ପ୍ରଫୁଲ୍ଲ କୁମାର ଓଡୁ ସଭାପତିତ୍ୱ କରିଥିବା ବେଳେ ପଦ୍ମପୁର ଏଡିଏମ୍‌ ଚୌହାନ କୁମାର ମୋତିରାମ ମୁଖ୍ୟ ଅତିଥି ଭାବେ
Read More...

ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ମହିମୁଣ୍ଡା, (କେପିଏନ୍‌ଏସ୍‌) : ଦଶମ ଆନ୍ତର୍ଜାତୀୟ ଯୋଗ ଦିବସ ଉପଲକ୍ଷେ ମହିମୁଣ୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମହିମୁଣ୍ଡାରେ ଛାତ୍ରଛାତ୍ରୀମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ହେବା ସହ ଏକ ଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ଦୁର୍ଯ୍ୟୋଧନ ପ୍ରଧାନଙ୍କ ନେତୃତ୍ୱରେ
Read More...

ଏସ୍‌ପିସିବି ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ରାଉରକେଲା ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ଆଜି ସ୍ଥାନୀୟ ନେହେରୁ ପାର୍କ ପରିସରରେ ପାଳିତ ହୋଇଯାଇଛି । ବିଭାଗୀୟ ଅତିରିକ୍ତ ପରିବେଶ ବୈଜ୍ଞାନିକ ତଥା ଆଞ୍ଚଳିକ ଅଧିକାରୀ ଡ଼. ଅନୁପ କୁମାର
Read More...

ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ

ବୌଦ୍ଧ, (ଜୟାନନ୍ଦ ମିଶ୍ର) : ବୌଦ୍ଧ ଜିଲ୍ଲାରେ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ଏକ ପ୍ରସ୍ତୁତି ବୈଠକ ଗୁରୁବାର ଦିନ ଜିଲ୍ଲାପାଳ ଜେ. ସୋନାଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ
Read More...