Monthly Archives

June 2024

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବିଶ୍ୱ ଯୋଗ ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଶ୍ରୀରାମନଗର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ବିଶ୍ୱ ଯୋଗ ଦିବସ ପାଳିତ ହୋଇଯାଇଛି । ଶିଶୁ ମନ୍ଦିରର ଶିଶୁ ଓ ଆଚାର୍ଯ୍ୟ, ଅଚାର୍ଯ୍ୟାଗଣ ସାମୂହିକ ଯୋଗ କ୍ରିୟା କରି ଯୋଗର ମହତ୍ତ୍ୱକୁ ଉପଲବ୍ଧି କରିଥିଲେ । ବର୍ତ୍ତମାନ
Read More...

୨୦୨୪-୨୫ ଶିକ୍ଷାବର୍ଷର ପ୍ରଥମ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଚଳିତ ଶିକ୍ଷା ବର୍ଷ ୨୦୨୪-୨୫ର ପ୍ରଥମ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ରାଜ୍ୟର ପ୍ରତ୍ୟେକ କ୍ଲଷ୍ଟରରେ ଆଜି ଅନୁଷ୍ଠିତ ହେଉଥିବା ବେଳେ ଗୁଡଭେଲା ବ୍ଲକ୍‌ରେ ମଧ୍ୟ ସମସ୍ତ କ୍ଲଷ୍ଟରେ ଅନୁଷ୍ଠିତ ହୋଇଥିଲା । ତୁଷୁରା ଏନ୍. ଏ. ସି କ୍ଲଷ୍ଟର ସ୍ତରୀୟ ବୈଠକ ତୁଷୁରା
Read More...

କ୍ଲଷ୍ଟର ସ୍ତରୀୟ ମାସିକ ମିଟିଂ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗ୍ରୀଷ୍ମବକାସ ପରେ ଆଜି ସମଗ୍ର ବରଗଡ ଶିକ୍ଷାଜିଲ୍ଲାର ବିଭିନ୍ନ ସ୍ଥାନରେ କ୍ଲଷ୍ଟର ସ୍ତରୀୟ ମାସିକ ମିଟିଂ ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଆଜି ରାଜବୋଡାସମ୍ବର ବ୍ଲକ୍ ଶିକ୍ଷାଅଧିକାରୀ ଲୋକନାଥ ଭୋଇ ବିଭିନ୍ନ କ୍ଲଷ୍ଟର ପରିଦର୍ଶନ କରି ମିଟିଂ
Read More...

ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବରଗଡ, (ନିରୋଜ କୁମାର ପାଣୀ) : ଆଜି ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବରଗଡ ଜିଲ୍ଲା ପ୍ରଶାସନ ତରଫରୁ ସ୍ଥାନୀୟ ରାଣା ପ୍ରତାପ ହାଇସ୍କୁଲ ନିକଟସ୍ତ ବହୁମୂଖୀ ଇଣ୍ଡୋର ଷ୍ଟାଡିୟମ୍‌ ଠାରେ ସାମୁହିକ ଯୋଗାଭ୍ୟାସ ଶିବିର ଅନୁଷ୍ଠିତ ହୋଇଯାଇଛି । ଯୋଗ ପ୍ରଦର୍ଶନୀରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ
Read More...

ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟ ପଦ୍ମପୁର ପରିସର ମଧ୍ୟରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଅଧ୍ୟକ୍ଷା ଶ୍ରୀମତୀ କଳ୍ପନାରାଣୀ ନାଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ପରିଚାଳନା କମିଟିର ସଭାପତି ଅଖିଳ ଚନ୍ଦ୍ର ପୁରୋହିତ ମୁଖ୍ୟଅତିଥି
Read More...

ଜମରତଲାରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଜମରତଲା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଦଶମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ରାଜେଶ କୁମାର ଖମାରୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନେ ବିଭିନ୍ନ ଯୋଗାଭ୍ୟାସ
Read More...

ବାସନ୍ତୀ ପାଠାଗାରରେ ଆନ୍ତର୍ଜାତୀକ ଯୋଗ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାରରେ ଆନ୍ତର୍ଜାତୀକ ଯୋଗ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ପାଠାଗାରର କାର୍ଯ୍ୟକାରୀ ସଭାପତି ତଥା ଯୋଗଗୁରୁ ବିକ୍ରମ ଚନ୍ଦ୍ର ଆଚାର୍ଯ୍ୟଙ୍କ ଆବାହକତ୍ଵ ତଥା ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ବଙ୍ଗୋମୁଣ୍ଡାରେ ବ୍ଲକ ସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ଆଜି ବିଶ୍ୱ ପାଳନ କରୁଛି ଯୋଗ ଦିବସ । ଏହି ପରିପ୍ରେକ୍ଷୀରେ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ପ୍ରଶାସନ ପକ୍ଷରୁ ସ୍ଥାନୀୟ ଖେଳ ପଡିଆରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି । ଏଥିରେ ବଙ୍ଗୋମୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବାସନ୍ତୀ
Read More...

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳନ ହୋଇଯାଇଛି । ସୁସ୍ଥ ଶରୀର ପାଇଁ ଯୋଗ ଓ ପ୍ରଣାୟାମର ଆବଶ୍ୟକତା ରହିଛି । ଏହି ଅବସରରେ ଶିଶୁ ମନ୍ଦିର ପରିସରରେ ଦୀନବନ୍ଧୁ ଦେହେରୀ ଗୁରୁଜୀ ଓ ପ୍ରଦୀପ ରାଜହଂସ ଗୁରୁଜୀ
Read More...

ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ବିଦ୍ୟାଳୟରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହା ବିଦ୍ୟାଳୟରେ 'ଦଶମ ଆନ୍ତର୍ଜାତୀୟ ଯୋଗ ଦିବସ' ଉପଲକ୍ଷେ ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ତତ୍ତ୍ଵାବଧାନରେ 'ଯୋଗ ଦିବସ' ପାଳିତ ହୋଇଯାଇଛି । ଯୋଗ ପ୍ରଶିକ୍ଷକ ଦେବେନ୍ଦ୍ର ସାହୁ ଏବଂ ଅଧ୍ୟାପକ ଅଙ୍କିତ କୁମାର ଦାସ
Read More...