ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସ୍ଵାଗତ ସମାରୋହ ସଭା
ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ୍ ଆଦିବାସୀ ସଂଘ ପକ୍ଷରୁ ନବନିର୍ବାଚିତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସ୍ଵାଗତ ସମାରୋହ ସଭା ଅନୁଷ୍ଠିତ ହୋଇଯାଇଛି । ବୁରାଟ ସ୍ଥିତ ସେବା ଜଗତ ସଭା ଗୃହରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଭାରତର ଯଶସ୍ୱୀ!-->…
Read More...
Read More...