Monthly Archives

June 2024

ଉଚ୍ଚ ଶକ୍ତି ସଂପନ୍ନ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଶ୍ରମିକ ମୃତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ଜଣେ ଡାକ୍ତରଙ୍କ ଘରେ ଗଛ କାଟିବା ସମୟରେ ଉଚ୍ଚ ଶକ୍ତି ସଂପନ୍ନ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଶ୍ରମିକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ବଲାଙ୍ଗିର ଡୁଙ୍ଗୁରିପଡ଼ାରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି । ସୂଚନା ଅନୁସାରେ ଏଠି
Read More...

ଘୁଷୁରାମୁଣ୍ଡାରେ ବିଷାକ୍ତ ସାପ କାମୁଡ଼ାରେ ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କ ଅକାଳ ବିୟୋଗ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଗୁଡିଘାଟ ପଞ୍ଚାୟତ ଘୁଷୁରାମୁଣ୍ଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏକ ବିଷାକ୍ତ ସାପ କାମୁଡି ଦେବାରୁ ଜଣେ ଚତୁର୍ଥ ଶ୍ରେଣୀରେ ପାଠ ପଢୁଥିବା ଛାତ୍ରୀଙ୍କ ଅକାଳ ବିୟୋଗ ଘଟିଛି । ଗ୍ରାମର କିଶୋର
Read More...

ଅବସରକାଳୀନ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜବୋଡାସମ୍ବର ବ୍ଲକ୍ ଅନ୍ତର୍ଗତ ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରୁ ଆଜି ଅବସର ଗ୍ରହଣ କରିଥିବା ଶିକ୍ଷକ, ଶିକ୍ଷୟତ୍ରୀ ବିବେକାନନ୍ଦ ମହାପାତ୍ର (ସି. ଏମ୍‌. ୟୁ. ପି. ଏସ୍‌. ପଦ୍ମପୁର), ବିନୋଦ ବିହାରୀ ରଥ, (ସରକାରୀ ୟୁ. ପି. ଏସ୍‌. ଦର୍ବେକେଲା),
Read More...

ସଙ୍କୁଳ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଉଦ୍‌ଯାପିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଠାରେ ଗତ ବୁଧବାର ଠାରୁ ଆରମ୍ଭ ହୋଇଥିବା ସାମୁହିକ ସଙ୍କୁଳ ଆଚାର୍ଯ୍ୟ କାର୍ଯ୍ୟଶାଳା ଉଦ୍‌ଯାପିତ ହୋଇଯାଇଛି । ପ୍ରଧାନ ଆଚାର୍ଯ୍ୟ ତଥା ସଙ୍କୁଳ ସଂଯୋଜକ ଶିବ ବାରିକ ଅତିଥି ପରିଚୟ ତଥା ଉଦ୍ଦେଶ୍ୟ କଥନ କରିଥିଲେ ।
Read More...

ପେପର୍‌ ଲେସ୍‌ ହେବ ବିଧାନସଭା

ଭୁବନେଶ୍ୱର : ସଂପୂର୍ଣ୍ଣ ଡିଜିଟାଲାଇଜେସନ୍‌ ହେବ ଓଡ଼ିଶା ବିଧାନସଭା । ବିଧାନସଭାକୁ ପେପର୍‌ ଲେସ୍‌ କରିବା ପାଇଁ 'ନେଭା' ଦାୟିତ୍ୱ ନେଇଥିବା ସୂଚନା ମିଳିଛି । ଏ ଦିଗରେ କାମ ଆରମ୍ଭ ହୋଇଯାଇଥିବା କହିଛନ୍ତି ବାଚସ୍ପତି ସୁରମା ପାଢ଼ୀ । ପୁରୁଣା ଓ ନୂଆ ସମସ୍ତ ବିଧାୟକଙ୍କୁ 'ନେଭା' ତରଫରୁ
Read More...

ମମତା ଯୋଜନାର ମହାଘୋଟାଲା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଦହିଗାଁ ପଞ୍ଚାୟତ ଦହିଗାଁ (କ)କେନ୍ଦ୍ରର ଅଙ୍ଗନୱାଡି ଦିଦି ଗନ୍ଧବୀ ସାହୁ ମମତା ଯୋଜନର ଟଙ୍କା ହେରଫେର କରିଥିବା ଅଭିଯୋଗ ହୋଇଛି । ଦହିଗାଁର ମମିତା ବରିହା (୩୧) ସ୍ୱାମୀ ସୁକୁମାର ବରିହା ଅଭିଯୋଗ ଅନୁଯାୟୀ ମମତା ଯୋଜନାର ୭ ହଜାର ଟଙ୍କା
Read More...

ପାଇକମାଲ ବ୍ଲକ କୃଷି ଉପଦେଷ୍ଟା କମିଟି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପାଇକମାଲ କୃଷି କାର୍ଯ୍ୟାଳୟ ପରିସର ମଧ୍ୟରେ ବ୍ଲକ କୃଷକ ଉପଦେଷ୍ଟା କମିଟିର ଚଳିତ ବର୍ଷ ପାଇଁ ପ୍ରଥମ ବୈଠକ ଆୟୋଜିତ ହୋଇଯାଇଛି । ଏହି ବୈଠକରେ କୃଷି ଓ ଆନୁଷଙ୍ଗିକ ବିଭାଗର ସମସ୍ତ ବ୍ଲକସ୍ତରୀୟ ଅଧିକାରୀ ଯୋଗଦାନ କରି କୃଷି ବିଭାଗ, ଉଦ୍ୟାନ କୃଷି
Read More...

ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ କଂସର ପଞ୍ଚାୟତ ଅନ୍ତର୍ଗତ ଗଡ଼ଭାଟି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗଡ଼ଭାଟି ଶିକ୍ଷକ ମୋହନଲାଲ ସାହୁ (ବାବୁଲାଲ)ଙ୍କୁ ସ୍କୁଲ ପକ୍ଷରୁ ବିଦାୟୀ ସମ୍ବର୍ଦ୍ଧନା ଦିଆଯାଇଥିଲା । ଗଡ଼ଭାଟି ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକତା
Read More...

ତ୍ରିଦିବସୀୟ ସଂକୁଳ ଆଚାର୍ଯ୍ୟ କାର୍ଯ୍ୟଶାଳା ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର କୁସୁନାପାଲି ଠାରେ ସଂକୁଳ ସ୍ତରୀୟ ତ୍ରିଦିବସୀୟ ଆଚାର୍ଯ୍ୟ କାର୍ଯ୍ୟଶାଳା ସନ୍ଧ୍ୟା ସମୟରେ ଉଦ୍‌ଘାଟିତ ହୋଇଯାଇଛି । ପ୍ରଥମ ଦିବସରେ ସୁନିଲ ଅଗ୍ରୱାଲ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ଓ ହରିହର ସାହୁ ସନ୍ଧ୍ୟା
Read More...

ଲୋକସଭା ବାଚସ୍ପତି ଓ ବିଭିନ୍ନ କେନ୍ଦ୍ରମନ୍ତ୍ରୀ ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାର ବିକାଶ ପାଇଁ କେନ୍ଦ୍ରମନ୍ତ୍ରୀ ମାନଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀରଥଯାତ୍ରା ପାଇଁ ୩୧୫ଟି ସ୍ଵତନ୍ତ୍ର ଟ୍ରେନର ବ୍ୟବସ୍ଥା ସହିତ ୧୫ ହଜାର ଲୋକଙ୍କ ପାଇଁ ରହିବାର ବ୍ୟବସ୍ଥା କରାଯିବନୂଆ ଓଡ଼ିଶା ଗଠନ ଦିଗରେ କେନ୍ଦ୍ରର ସହାୟତା ନୂଆ ଅଧ୍ୟାୟ ସୃଷ୍ଟି କରିବ - ମୁଖ୍ୟମନ୍ତ୍ରୀ
Read More...