Monthly Archives

June 2024

ଇସ୍ପାତ୍ ସାହିତ୍ୟ ସଂସଦ ଆନୁକୂଲ୍ୟରେ ଗୀତି କବିତା ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଇସ୍ପାତ ସାହିତ୍ୟ ସଂସଦ ଆନୁକୂଲ୍ୟରେ ଗୀତି କବିତା ଆସର ଓ ଆଲୋଚନା ସଭା ସଂସଦର ସଭାପତି ବ୍ରଜେନ୍ଦ୍ର ଦାଶଙ୍କ ପୌରୋହିତ୍ୱ ଓ ସାଧାରଣ ସମ୍ପାଦକ ନୃସିଂହ ଚରଣ ବିଶ୍ୱାଳଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି ।
Read More...

ଶ୍ରମିକନେତା ବନମାଳୀ ଧୁପାଳଙ୍କ ସ୍ମୃତିରେ ନିଃଶୁଳ୍କ ସ୍ୱାସ୍ଥ୍ୟସେବା ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ ଜିଲ୍ଲାର ବିଶିଷ୍ଟ ଶ୍ରମିକନେତା, ସମାଜସେବୀ ତଥା ସୁଖଦୁଃଖର ସାଥୀ କମ୍ରେଡ ବନମାଳୀ ଧୁପାଳଙ୍କ ତୃତୀୟ ଶ୍ରାଦ୍ଧବାର୍ଷିକୀ ଉପଲକ୍ଷେ ନିଃଶୁଳ୍କ ମେଗା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ ହୋଇଯାଇଛି । ସାଥୀ ବନମାଳୀ ଧୁପାଳ ଚାରିଟେବୁଲ ଟ୍ରଷ୍ଟ
Read More...

ମଲାଡ଼ ଗ୍ରାମରେ ମାଗଣା ପରଳ ଚକ୍ଷୁ ପରୀକ୍ଷା ଶିବିର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ମଲାଡ଼ ଗ୍ରାମ ପଞ୍ଚାୟତ ଏବଂ ଶଙ୍କର ଚକ୍ଷୁ ଚିକିତ୍ସାଳୟ ସମରଝୋଳ ହିଞ୍ଜିଳିକାଟୁର ମିଳିତ ଆନୁକୂଲ୍ୟରେ ଏକ ମାଗଣା ପରଳ ଚକ୍ଷୁ ପରୀକ୍ଷା ଶିବିର କାର୍ଯ୍ୟକ୍ରମ ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମର ଚୈତନ୍ୟ ଠାକୁର କୋଠଘର ପରିସରରେ ଅନୁଷ୍ଠିତ କରାଯାଇଛି
Read More...

ରାଜ୍ୟଗୁଡ଼ିକୁ ଟିକସ ହସ୍ତାନ୍ତର କିସ୍ତି ବାବଦରେ ୧,୩୯,୭୫୦ କୋଟି ଟଙ୍କା ଦେଲେ କେନ୍ଦ୍ର ସରକାର

ଟିକସ ହସ୍ତାନ୍ତର ବାବଦରେ ଓଡ଼ିଶାକୁ ମିଳିବ ୬୩୨୭ କୋଟି ୯୨ ଲକ୍ଷ ଟଙ୍କାଆଜିର କିସ୍ତିକୁ ମିଶାଇ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୨୦୨୪ ଜୁନ୍ ୧୦ ତାରିଖ ସୁଦ୍ଧା ରାଜ୍ୟଗୁଡ଼ିକୁ ମୋଟ ୨,୭୯,୫୦୦ କୋଟି ଟଙ୍କା ହସ୍ତାନ୍ତର ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ଟିକସ
Read More...

ମୋଦୀଙ୍କ ମନ୍ତ୍ରୀମଣ୍ଡଳରେ କାହାକୁ ମିଳିଲା କେଉଁ ବିଭାଗ

ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ କ୍ରମେ ରାଷ୍ଟ୍ରପତି କେନ୍ଦ୍ର ମନ୍ତ୍ରୀ ପରିଷଦର ନିମ୍ନଲିଖିତ ସଦସ୍ୟମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି :- ନୂଆଦିିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନିମ୍ନ ବିଭାଗ ଓ ମନ୍ତ୍ରଣାଳୟ ଦାୟିତ୍ୱରେ ମଧ୍ୟ ରହିବେ:ପ୍ରଧାନମନ୍ତ୍ରୀ
Read More...

ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏୱାଇ) ଅଧୀନରେ ୩ କୋଟି ଗ୍ରାମୀଣ ଓ ସହରାଞ୍ଚଳ ଗୃହ ନିର୍ମାଣ ପାଇଁ ସହାୟତା…

ଭୁବନେଶ୍ୱର, (ପିଆଇବି) : ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏୱାଇ) ଅଧୀନରେ ୩ କୋଟି ଗ୍ରାମୀଣ ଓ ସହରାଞ୍ଚଳ ଗୃହ ନିର୍ମାଣ ପାଇଁ ସହାୟତା ପ୍ରଦାନ କରିବେ କେନ୍ଦ୍ର ସରକାର । କେନ୍ଦ୍ର କ୍ୟାବିନେଟ ଏ ସଂକ୍ରାନ୍ତ ପ୍ରସ୍ତାବକୁ ଅନୁମୋଦନ କରିଛି । ଯୋଗ୍ୟ ଗ୍ରାମୀଣ ଓ ସହରାଞ୍ଚଳ ପରିବାରକୁ
Read More...

ଆନ୍ତର୍ଜାତୀୟ ଖେଳ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ମିଳିତ ଜାତିସଂଘର ସାଧାରଣ ସଭା ଚଳିତ ବର୍ଷ ଠାରୁ ଏକ ନୂତନ 'ଆନ୍ତର୍ଜାତୀୟ ଖେଳ ଦିବସ' ସୃଷ୍ଟି କରିବାକୁ ଏକ ସଂକଳ୍ପ ଗ୍ରହଣ କରିଛି । ୨୦୨୪ରୁ ଆରମ୍ଭ ହେଉଥିବା ପ୍ରତିବର୍ଷ ଜୁନ୍ ୧୧ରେ ଏହି ଦିବସ ପାଳନ ଅନୁଷ୍ଠିତ ହେଉଛି । ରାଇଟ୍ ଟୁ ପ୍ଲେ, ଏକ
Read More...

ଓଡ଼ିଶାକୁ ମିଳିଲା ମୋଦୀ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ବିଭାଗ

ଭୁବନେଶ୍ୱର : ଓଡ଼ିଶାର ତିନି ଜଣ ସାଂସଦ ମୋଦୀ ସରକାରଙ୍କ ନୂତନ ମନ୍ତ୍ରୀ ମଣ୍ଡଳରେ ସାମିଲ୍‌ ହୋଇଥିବା ବେଳେ ଓଡ଼ିଶାକୁ ମିଳିଛି ଗୁରୁତ୍ୱପୂର୍ଣ୍ଣ ବିଭାଗ । ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶିକ୍ଷା ବିଭାଗ, ସୁନ୍ଦରଗଡ଼ ସାଂସଦ ଜୁଏଲ୍‌ ଓରାମ୍‌ଙ୍କୁ ଆଦିବାସୀ କଲ୍ୟାଣ ବିଭାଗ ଓ
Read More...

ବୌଦ୍ଧ ରଥଯାତ୍ରା ପ୍ରସ୍ତୁତି ବୈଠକ

ବୌଦ୍ଧ, (ଜୟାନନ୍ଦ ମିଶ୍ର) : ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ଗୃହଠାରେ ଆଗାମୀ ରଥଯାତ୍ରାକୁ ମହାସମାରୋହରେ ପାଳନ କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଜେ. ସୋନାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଉପଜିଲ୍ଲାପାଳ ପ୍ରଭାସ ଚନ୍ଦ୍ର ଦଣ୍ଡସେନା
Read More...

କୁଲାଡ଼-ବ୍ୟାଘ୍ରଦେବୀଙ୍କ ଯାତ୍ରାର ଅଷ୍ଟମ ସନ୍ଧ୍ୟା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ରିଜର୍ଭ ପୋଲିସ ଲାଇନ୍‌ରେ ଅନୁଷ୍ଠିତ ହେଉଥିବା ମା' କୁଲାଡ଼-ବ୍ୟାଘ୍ରଦେବୀଙ୍କ ଯାତ୍ରା ଗତ ୩ ତାରିଖରେ ଆରମ୍ଭ ହୋଇ ସୋମବାର ଅଷ୍ଟମ ସନ୍ଧ୍ୟାରେ ପହଞ୍ଚିଛି । ସୋମବାର ସନ୍ଧ୍ୟାରେ ମା' ବ୍ୟାଘ୍ରଦେବୀ ଆଡ଼ପ
Read More...