Monthly Archives

June 2024

କେନ୍ଦୁପତ୍ର ଗୋଦାମରେ ଲାଗିଲା ନିଆଁ : ଲକ୍ଷାଧିକ ଟଙ୍କାର ପତ୍ର ପୋଡି ନଷ୍ଟ

ମାଲକାନଗିରି : ଏମ୍‌ଭି-୩ ଗ୍ରାମରେ ଥିବା କେନ୍ଦୁପତ୍ର ଗୋଦାମରେ ଲାଗିଲା ନିଆଁ । ଗତକାଲି ରାତିରେ ଅଚାନକ କେନ୍ଦୁପତ୍ର ଗୋଦାମରେ ନିଆଁ ଲାଗିଯାଇଥିଲା । ଦେଖୁ ଦେଖୁ ସମ୍ପୂର୍ଣ୍ଣ ଗୋଦାମ ପୋଡିଯାଇଥିଲା । ଆଜି ସକାଳେ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଂଚି ନିଆଁ ଲିଭାଇଥିଲେ । ଲକ୍ଷାଧିକ…
Read More...

କୋରାଲ୍ ବା ପ୍ରବାଳ‌ ତ୍ରିକୋଣ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : କୋରାଲ୍ ତ୍ରିକୋଣ ପ୍ରାୟ ୩୨ ଲକ୍ଷ ୧୮ ହଜାର ୭୦୦ କିଲୋ ମିଟରରୁ ଅଧିକ ଅଞ୍ଚଳ ବ୍ୟାପି ରହିଥିବା ଏକ ସାମୁଦ୍ରିକ ଦୃଶ୍ୟପଟ୍ଟ ଯାହା ପଶ୍ଚିମ ପ୍ରଶାନ୍ତ ମହାସାଗରରେ ଅବସ୍ଥିତ । ପୃଥିବୀର ୭୫ %ରୁ ଅଧିକ ଜାତିର କୋରାଲ୍ ଏଥିରେ ବାସ କରନ୍ତି । ୧୯୫୦…
Read More...

ସ୍ୱପ୍ନେଶ୍ୱର ବାବାଙ୍କର ପତର ପେଣ୍ଡି ଉତ୍ସବ ସମ୍ପୂର୍ଣ୍ଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଦେବାଦୀ ଦେବ ଶ୍ରୀ ଶ୍ରୀ ସ୍ଵପ୍ନେଶ୍ଵର ମହାଦେବ ଏବଂ ଜଗତ ଜନନୀ ମାତା ପାର୍ବତୀଙ୍କର ପବିତ୍ର ବିବାହ ଉତ୍ସବ ହେଉଛି ଶୀତଳ ଷଷ୍ଠୀ ଉତ୍ସବ । ଏହି ଉତ୍ସବକୁ ବହୁ ଆଡମ୍ବର ଏବଂ ଭକ୍ତି ଭାବରେ ପାଳନ କରିଥାନ୍ତି ଲୋକେ । ସେହି ପରିପ୍ରେକ୍ଷୀରେ ପଦ୍ମପୁର…
Read More...

ସଙ୍କୁଳସ୍ତରୀୟ ତିନିଦିନିଆ ସାମୁହିକ ଆଚାର୍ଯ୍ୟ ପ୍ରଶିକ୍ଷଣ ଉଦ୍‌ଘାଟିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ ଶ୍ରୀରାମନଗର ଠାରେ ଅବସ୍ଥାପିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶିକ୍ଷା ବିକାଶ ସମିତି, ଓଡିଶାଙ୍କ ଯୋଜନା ଅନୁସାରେ ଛତ୍ରପୁର ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ ପ୍ରଶିକ୍ଷଣ କର୍ମଶାଳା ଉଦ୍‌ଘାଟିତ ହୋଇଯାଇଛି ।…
Read More...

ରାଉରକେଲାରେ ସୁରେନ୍ଦ୍ର ପରିବାର ଗଠନ

ରାଉରକେଲା, (ସସ୍ମିତା ପ୍ରଧାନ) : କଥା ସମ୍ରାଟ ସୁରେନ୍ଦ୍ର ମହାନ୍ତିଙ୍କର ସ୍ମୃତିକୁ ଉଜ୍ଜୀବିତ କରି ରାଉରକେଲା ସହରର କିଛି ସାହିତ୍ୟ ପ୍ରେମୀ ମାନଙ୍କୁ ନେଇ ଆଜି ଏକ ନୂତନ ଅନୁଷ୍ଠାନ ସୁରେନ୍ଦ୍ର ପରିବାର ନାମରେ ଗଠନ କରାଗଲା । ଏହାର ପ୍ରଥମ ସଭା ଓ ବନ୍ଧୁ ମିଳନ ଆମ୍ବାଗାନ ସ୍ଥିତ ସରୋବର ସଭା…
Read More...

ୟୁଥ୍ ହଷ୍ଟେଲର ବିଶ୍ୱ ପରିବେଶ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ୟୁଥ୍ ହଷ୍ଟେଲ ଆସୋସିଏସନ୍ ଅଫ୍ ଇଣ୍ଡିଆ, ରାଉରକେଲା ୟୁନିଟ୍ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳନ କରାଯାଇଥିଲା । ଏହି ଅବସରରେ ସେକ୍ଟର -୫ ସ୍ଥିତ ଦୀପିକା ଇଂଲିଶ ମିଡିୟମ ସ୍କୁଲରେ ରାଉରକେଲାର ବିଭିନ୍ନ ବିଦ୍ୟାଳୟର ୧୨୫ ଜଣ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ…
Read More...

ବିଦ୍ୟୁତ୍‌ ସଂଯୋଗ ବିଛିନ୍ନ : +୨ ନାମଲେଖା ଆବେଦନ ବାଧାପ୍ରାପ୍ତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ସ୍ଥିତ ହରିଶଙ୍କର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ତିନିଦିନ ହେବ ବିଦ୍ୟୁତ୍‌ ଯୋଗାଣ ବନ୍ଦ ହୋଇଥିବା ଜାଣିବାକୁ ମିଳିଛି । ବିଦ୍ୟୁତ୍‌ ଯୋଗାଣ ବନ୍ଦ ଯୋଗୁଁ ବିଦ୍ୟାଳୟର ସମସ୍ତ କାର୍ଯ୍ୟ ଠପ୍‌ ହୋଇପଡିଛି । ଫଳରେ ବିଦ୍ୟାଳୟ କର୍ମଚାରୀ, ଛାତ୍ରଛାତ୍ରୀ…
Read More...

ବିଶ୍ୱଶାନ୍ତି ବିଷ୍ଣୁ ମହାଯଜ୍ଞ ଶୁଭସ୍ତମ୍ଭ ଶୋଭାଯାତ୍ରା ଦ୍ୱିତୀୟ ଦିନରେ ପୁରୀ ଜଗନ୍ନାଥଙ୍କ ବଡ଼ପଣ୍ଡା ଆଜ୍ଞାମାଳ ଦେଲେ

ବୌଦ୍ଧ, (ଜୟାନନ୍ଦ ମିଶ୍ର) : ବୌଦ୍ଧଜିଲ୍ଲା ମାଳିକା ବର୍ଣ୍ଣିତ ପୀଠ ସିଦ୍ଧ ତପୋ ସେବାବନ ସିଦ୍ଧ ଗୁରୁ ମଠ, ଡମ୍ବରୁଗଡ଼ ଠାରେ ଆସନ୍ତା କାର୍ତ୍ତିକ ମାସରେ ଏକ ବିରାଟ ବିଶ୍ୱଶାନ୍ତି ବିଷ୍ଣୁ ମହାଯଜ୍ଞ ଅନୁଷ୍ଠିତ ହେବ । ଏହି ଯଜ୍ଞ ସାକାର ସହିତ ପ୍ରଚାର ପ୍ରସାର ନିମନ୍ତେ ଶ୍ରୀ ଜଗନ୍ନାଥ ଓ…
Read More...

କେଉଁଟ, କୈବର୍ତ୍ତ, ଧିବର ହଟାଓ କ୍ରିୟାନୁଷ୍ଠାନ କମିଟିର ରାଜ୍ୟ ଆବାହକ ଡିଙ୍ଗର କୁମ୍ଭାରଙ୍କ ପ୍ରେସ୍‌ ବିଜ୍ଞପ୍ତି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସାଧାରଣ ନିର୍ବାଚନ ଦୀର୍ଘ ୨୫ ବର୍ଷର ବିଜେଡି ସରକାର ବିରୋଧରେ ଏକ ଦୃଢ ଜନମତ । ଏହି ଜନମତ ପଶ୍ଚିମ ଓଡିଶା ପ୍ରତି ସାମଗ୍ରିକ ଅବହେଳା ସହିତ ଦଳିତ ବିରୋଧି କାର୍ଯ୍ୟକଳାପର ଏକ ପ୍ରତିଫଳନ ମାତ୍ର । ହୁଏତ ହେଇପାରେ ଉପକୂଳ ଅଂଚଳରେ ପାଣ୍ଡିଆନ୍‌ ବାବୁଙ୍କ…
Read More...

ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘର ବୈଠକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆଜି ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ବୈଠକରେ ସଂଘର ସଭାପତି ରଶ୍ମିରଞ୍ଜନ ପୁଟେଲଙ୍କ ସଭାପତିତ୍ୱରେ ଏକ ସାଧାରଣ…
Read More...