Monthly Archives

June 2024

ରାହୁଲ ଗାନ୍ଧୀ ହେବେ ଲୋକସଭାରେ ବିରୋଧୀ ଦଳ ନେତା

ନୂଆଦିଲ୍ଲୀ : ଲୋକସଭାରେ ରାହୁଲ ଗାନ୍ଧୀଙ୍କୁ ବିରୋଧୀ ଦଳ ନେତା ପାଇଁ କଂଗ୍ରେସ ପକ୍ଷରୁ ପ୍ରସ୍ତାବ ପାରିତ ହୋଇଛି । କଂଗ୍ରେସ କାର୍ଯ୍ୟକାରିଣୀରେ ସର୍ବସମ୍ମତି କ୍ରମେ ଏହି ପ୍ରସ୍ତାବ ପାରିତ ହୋଇଥିବା ସୂଚନାରେ କୁହାଯାଇଛି । ଏନେଇ କେସି ବେଣୁଗୋପାଳ ଓ ଅଜୟ ରାୟ ସୂଚନା ଦେଇଛନ୍ତି । ଚଳିତ ଥର
Read More...

ମୋ ବସ୍‌କୁ ପଛପଟରୁ ଧକ୍କା ଦେଲା ଟ୍ରକ୍‌ : ୨୦ ଆହତ

ଭୁବନେଶ୍ୱର : କଟକ-ଭୁବନେଶ୍ୱରରେ ସର୍ବସାଧାରଣଙ୍କ ପାଇଁ ପରିବହନର ଅନ୍ୟତମ ମାଧ୍ୟମ ହୋଇଥିବା ଏକ ‘ମୋ ବସ୍‌’ ଆଜି ଅପରାହ୍ଣରେ ଦୁର୍ଘଟଣାଗ୍ରସ୍ତ ହୋଇଛି । କଟକ ତେଲେଙ୍ଗାପେଣ୍ଠ ନିକଟରେ ମୋ ବସ୍‌କୁ ଦୁଇଟି ଦ୍ରୁତଗାମୀ ଟ୍ରକ୍‌ ଧକ୍କା ଦେଇଛି । ୧୬ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା
Read More...

ରାମୋଜି ରାଓଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ, (ପିଆଇବି) : ରାମୋଜି ଫିଲ୍ମ ସିଟିର ପ୍ରତିଷ୍ଠାତା ରାମୋଜି ରାଓଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ, ରାମୋଜି ରାଓ ଜଣେ ଦୂରଦୃଷ୍ଟି ସମ୍ପନ୍ନ ବ୍ୟକ୍ତି ଯିଏ ଭାରତୀୟ ଗଣମାଧ୍ୟମରେ ବିପ୍ଳବ ଆଣିଥିଲେ ।
Read More...

ବ୍ରାହ୍ମଣୀ ନଦୀରେ ବୁଡ଼ି ଦୁଇ କଲେଜ ଛାତ୍ର ମୃତ

ରାଉରକେଲା : ବ୍ରାହ୍ମଣୀ ନଦୀରେ ପୁଣି ଅଘଟଣ ଘଟିଛି । ଗାଧୋଇବାକୁ ଯାଇଥିବାବେଳେ ଦୁଇ ଜଣ ବୁଡ଼ି ଯାଇଛନ୍ତି । ମୃତ ଛାତ୍ର ଦ୍ୱୟ ହେଲେ ରଜତ ସାହୁ (୨୧) ଓ ସମୀର ସୁକୁମାର ନାୟକ (୨୩) । ସୂଚନା ଅନୁସାରେ ରାଉରକେଲା ଏନ୍‌ଆଇଟିକୁ ଇଣ୍ଟରନ୍‌ସିପ୍‌ ପାଇଁ ଆସିଥିବା ସମ୍ବଲପୁର ବିଶ୍ୱବିଦ୍ୟାଳୟ
Read More...

ପଦ୍ମ ଧରିଛନ୍ତି ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର : ସବୁ ଚର୍ଚ୍ଚାର ଅନ୍ତ ଘଟିଛି । ବିଜେଡି ଟିକେଟ୍‌ରେ ୫ ଥର ସାଂସଦ ହୋଇଥିବା ପ୍ରସନ୍ନ ପାଟ୍ଟଶାଣୀ ଏବେ ପଦ୍ମ ଧରିଛନ୍ତି । ଦିଲ୍ଲୀରେ ଥିବା ନବ ନିର୍ବାଚିତ ସାଂସଦ ଓ ବରିଷ୍ଠ ବିଜେପି ନେତାଙ୍କ ସହ କାନ୍ଧରେ ବିଜେପି ଉତ୍ତରୀୟ ପକାଇଥିବା ପ୍ରସନ୍ନ ପାଟ୍ଟଶାଣୀଙ୍କ ଫଟୋ ଏବେ
Read More...

ବଲାଙ୍ଗିର ଜିଲ୍ଲାର କେଉଁ ବିଧାୟକ ହେବେ ମନ୍ତ୍ରୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଶାରେ ବିଜେପି ବାଜିମାତ୍‌ କରିବା ପରେ ସରକାର ଗଢ଼ିବାକୁ ଯାଉଛି । ତେବେ ବିଜେପି ମନ୍ତ୍ରୀ ମଣ୍ଡଳରେ ବଲାଙ୍ଗିର ଜିଲ୍ଲାର ବିଜେପି ବିଧାୟକ ମାନଙ୍କ ମଧ୍ୟରୁ କିଏ ସାମିଲ୍‌ ହେବେ, ଏହାକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି । ଚଳିତ ନିର୍ବାଚନରେ ବିଜେଡ଼ି
Read More...

ନବୀନ ନିବାସରେ ବିଜେଡ଼ିର ବରିଷ୍ଠ ନେତାଙ୍କ ଭିଡ଼

ଭୁବନେଶ୍ୱର : ନବୀନ ନିବାସରେ ବିଜେଡ଼ିର ବରିଷ୍ଠ ନେତାଙ୍କ ଭିଡ଼ ଦେଖିବାକୁ ମିଳିଛି । ନବୀନ ନିବାସରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗ ଦେଇଛନ୍ତି ବିଜେଡ଼ିର ବରିଷ୍ଠ ନେତାମାନେ । ବୈଠକରେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସହ ଭି.କେ.ପାଣ୍ଡିଆନ୍‌ ମଧ୍ୟ ଉପସ୍ଥିତ ଥିବା ଖବର ମିଳୁଛି
Read More...

ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପରେ ବିସ୍ଫୋରଣ : ୩ ମୃତ

ନୂଆଦିଲ୍ଳୀ : ଦିଲ୍ଲୀର ଏକ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପରେ ବିସ୍ଫୋରଣ ଘଟି ତିନି ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଆହତ ହୋଇଥିବା କୁହାଯାଉଛି । ଶନିବାର ସକାଳେ ନରେଲା ଶିଳ୍ପାଞ୍ଚଳରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି ।
Read More...

ଆସନ୍ତାକାଲି ଶପଥ ନେବେ ମୋଦୀ

ନୂଆଦିଲ୍ଲୀ : ଆସନ୍ତାକାଲି ଶପଥ ନେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୋଦୀଙ୍କ ଶପଥ ଗ୍ରହଣ ସମାରୋହ ପାଇଁ ଦିଲ୍ଲୀ ରବିବାର ଦିନ ହାଇ ଆଲର୍ଟରେ ରହିବ । ପାରାମିଲିଟାରୀ କର୍ମଚାରୀ, ଏନଏସଜି କମାଣ୍ଡୋ, ଡ୍ରୋନ୍ ଏବଂ ସ୍ନାଇପରଙ୍କର ପରି ବହୁ ଉଚ୍ଚ ସ୍ତରୀୟ ସୁରକ୍ଷା ଏହି କାର୍ଯ୍ୟକ୍ରମ ପାଇଁ
Read More...

କୁକୁଡାଖଣ୍ଡି ବ୍ଲକ ଅଧ୍ୟକ୍ଷଙ୍କ ଦେହାନ୍ତ : ବିଭିନ୍ନ ମହଲରେ ଶୋକ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର କୁକୁଡାଖଣ୍ଡି ବ୍ଲକ ଅଧ୍ୟକ୍ଷ କାମାକ୍ଷା ପ୍ରସାଦ ପାତ୍ରଙ୍କ ଦେହାନ୍ତ ହୋଇଯାଇଛି । ସେ କିଛି ଦିନ ହେଲା ଶାରୀରିକ ଅସୁସ୍ଥରେ ପୀଡ଼ିତ ଥିଲେ । ସେ ବିଶାଖାପାଟଣାର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ
Read More...