Monthly Archives

June 2024

ଲୋୟର ସୁକତେଲ କଲୋନୀରେ ଅସାମାଜିକ ବ୍ୟକ୍ତିଙ୍କ ପ୍ରାଦୁର୍ଭାବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଲୋୟର ସୁକତେଲ ଥଇଥାନ କଲୋନୀରେ ଗତ କିଛିଦିନ ହେଲା ଅସାମାଜିକ ତତ୍ତ୍ଵଙ୍କ ପ୍ରାଦୁର୍ଭାବ ବଢ଼ିବା ସହିତ ଚୋରୀ ଘଟଣା ବୃଦ୍ଧି ପାଇବାରେ ଲାଗିଛି । କଲୋନୀରେ ନିର୍ମାଣାଧୀନ ଘର ଗୁଡିକରୁ ରୀତିମତ ଚୋରୀ ହେଉଥିବା ବେଳେ ସନ୍ଧ୍ୟା ସମୟରେ ନିଶାଖୋର ଯୁବକ
Read More...

କପ୍ତିପଦାରେ କାଳବୈଶାଖୀର ତାଣ୍ଡବ

ମୟୂରଭଞ୍ଜ : ରାତିର କାଳବୈଶାଖୀ ସବୁ ଉଜାଡ଼ି ଦେଇଛି। ଖଣ୍ଡ ଖଣ୍ଡ ହୋଇ ପଡ଼ିଛି ଘରର ଆଜବେଷ୍ଟସ୍। ଘର ଉପରେ ଭାଙ୍ଗି ପଡ଼ିଛି ଗଛ। ମୟୂରଭଞ୍ଜ କପ୍ତିପଦା ବ୍ଲକ ସୁଡସୁଡିଆ ଗାଁରେ ତାଣ୍ଡବ ରଚିଛି କାଳବୈଶାଖୀ । ବର୍ଷା-ପବନ ଯୋଗୁଁ ବିଦ୍ୟାଳୟ ଘର ଉପରେ ବଡ଼ବଡ଼ ଗଛ ଉପୁଡ଼ି ପଡ଼ିଛି । ଗଛ ପଡ଼ିଲୋକଙ୍କ ଘର
Read More...

ଆଜିଠୁ ଯୁକ୍ତ ଦୁଇ ଅନଲାଇନ୍ ନାମଲେଖା ପାଇଁ ଆବେଦନ

ଭୁବନେଶ୍ୱର : ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆରମ୍ଭ ହେଉଛି । ଦିନ ୧୧ଟାରୁ ସାମସ୍ ପୋର୍ଟାଲରେ ଉପଲବ୍ଧ ହେବ କମନ ଆପ୍ଲିକେସନ୍ ଫର୍ମ । କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ କରିବେ ଛାତ୍ରଛାତ୍ରୀ । ଜୁଲାଇ ୬ ତାରିଖ ସୁଦ୍ଧା
Read More...

ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ଅବସରପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଠାରେ ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ସଭାପତି ରଶ୍ମିରଞ୍ଜନ ପୁଟେଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ସତ୍ୟ ମହିମା ସଂସ୍କୃତ ବିଦ୍ୟାପୀଠ ଖଇରାର ବରିଷ୍ଠ ଶିକ୍ଷକ ଡ. ନାରାୟଣ ମିଶ୍ରଙ୍କୁ
Read More...

ରାଞ୍ଚିରେ ସମ୍ମାନ ସମାରୋହ ଓ ରାଷ୍ଟ୍ରିୟ ପ୍ରତିଭା ଖୋଜ ଆସନ୍ତା ୯ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ହାପି ମୋମେଣ୍ଟସ୍‌ ଅଫ୍ ଇଣ୍ଡିଆ ତରଫରୁ ସମ୍ମାନ ସମାରୋହ ଓ ରାଷ୍ଟ୍ରିୟ ପ୍ରତିଭା ଖୋଜ କାର୍ଯ୍ୟକ୍ରମ ଆସନ୍ତା ୯ ତାରିଖ ଦିନ ଝାଡ଼ଖଣ୍ଡ ରାଜ୍ୟର ରାଜଧାନୀ ରାଞ୍ଚି ଠାରେ ଅନୁଷ୍ଠିତ ହେବ ବୋଲି ଜଣାପଡିଛି । ଦୁଇଟି ପର୍ଯ୍ୟାୟରେ ହେବାକୁ
Read More...

ମୃତକଙ୍କ ଘାତକ ପତ୍ନୀ ପ୍ରମୋଦିନୀଙ୍କ ସହ ୨ ଅଭିଯୁକ୍ତ ଗିରଫ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ସ୍ୱାମୀଙ୍କ ହତ୍ୟା ପାଇଁ ଷଡ଼ଯନ୍ତ୍ର କଲା ସ୍ତ୍ରୀ । ପ୍ରେମିକ ସହ ପ୍ଲାନିଂ କରି ସ୍ୱାମୀଙ୍କ ଜୀବନ ନେଲା । ସ୍ୱାମୀଙ୍କ ଜୀବନ ରକ୍ଷା ପାଇଁ କାଳେ କାଳେ ଯୁଗେ ଯୁଗେ ଧର୍ମପତ୍ନୀ ଯମରାଜ ସହ ମଧ୍ୟ ଯୁଝିବାକୁ ପ୍ରସ୍ତୁତ ହେଉଥିବା ବେଳେ ସ୍ୱାମୀ ପାଇଁ
Read More...

ବିଶ୍ୱ ଖାଦ୍ୟ ସୁରକ୍ଷା ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପ୍ରତିବର୍ଷ ୭ ଜୁନ୍ ରେ 'ବିଶ୍ୱ ଖାଦ୍ୟ ସୁରକ୍ଷା ଦିବସ' (ଡବ୍ଲୁଏଫଏସ୍‌ଡି) ପାଳନ କରାଯାଏ । ମିଳିତ ଜାତିସଂଘ ଖାଦ୍ୟ ନିରାପତ୍ତାର ଗୁରୁତ୍ୱ ତଥା ଏହାର ଆବଶ୍ୟକତାକୁ ଆଲୋକିତ କରିବା ପାଇଁ ଏହି ଦିନ ପ୍ରତିଷ୍ଠା କରିଥିଲା । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ
Read More...

ନବ ନିର୍ବାଚିତ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

କଣ୍ଟାବାଞ୍ଜି, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲାର ବହୁ ଚର୍ଚ୍ଚିତ କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡ଼ି ପକ୍ଷରୁ ବିଧାୟକ ପ୍ରାର୍ଥୀ ରୂପେ ପ୍ରତିଦ୍ୱନ୍ଦିତା କରୁଥିବା ଖୋଦ୍‌ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗ ଶୋଚନୀୟ ଭାବେ
Read More...

୧୦ ତାରିଖ ସୁଦ୍ଧା ଓଡ଼ିଶା ଛୁଇଁବ ମୌସୁମୀ : ସୂଚନା ଦେଲେ ପାଣିପାଗ କେନ୍ଦ୍ର

ଭୁବନେଶ୍ୱର : ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଖୁବ୍ ଶୀଘ୍ର ଏଥିରୁ ମୁକ୍ତି ମିଳିବ ବୋଲି ଜଣାଯାଛି । ଚଳିତଥର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିର୍ଦ୍ଧାରିତ ସମୟର ପୂର୍ବରୁ ଆଣ୍ଡମାନ ଏବଂ କେରଳ ଛୁଇଁଥିବା ବେଳେ ଆଗାମୀ ୧୦ ତାରିଖ ସୁଦ୍ଧା ଓଡ଼ିଶା ଛୁଇଁପାରେ ମୌସୁମୀ ।
Read More...

ସାଧାରଣ ନିର୍ବାଚନ ୨୦୨୪ରେ ମତଦାନ କେନ୍ଦ୍ର ଠାରେ ୬୫. ୭୯% ମତଦାନ ହାର ରେକର୍ଡ

ସାଧାରଣ ନିର୍ବାଚନର ସପ୍ତମ ପର୍ଯ୍ୟାୟରେ ୬୩.୮୮% ମତଦାନ ହାର ରେକର୍ଡ ଭୁବନେଶ୍ୱର, (ପିଆଇବି) : ସାଧାରଣ ନିର୍ବାଚନ ୨୦୨୪ର ସପ୍ତମ ପର୍ଯ୍ୟାୟରେ ଦେଶର ୫୭ଟି ସଂସଦୀୟ କ୍ଷେତ୍ରରେ ମତଦାନ କେନ୍ଦ୍ରଗୁଡ଼ିକରେ ୬୩.୮୮% ମତଦାନ ହାର ରେକର୍ଡ କରାଯାଇଛି । ଭାରତର ନିର୍ବାଚନ ଆୟୋଗଙ୍କ ପକ୍ଷରୁ ୧
Read More...