Daily Archives

ମିଶନ ପ୍ଲାଣ୍ଟେସନ୍‌ ବୃକ୍ଷ ହିଁ ଜୀବନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ମିଶନ ପ୍ଲାଣ୍ଟେସନ୍‌ ବୃକ୍ଷ ହିଁ ଜୀବନ, ବୃକ୍ଷ ବିନା ଜୀବଜଗତ ବଞ୍ଚିବା ଅସମ୍ଭବ, ଆଧୁନିକ ଯୁଗରେ ମଣିଷ ସୌନ୍ଦର୍ଯ୍ୟକୁ ପ୍ରାଥମିକତା ଦେବା କାରଣରୁ ବର୍ଷ ବର୍ଷ ଧରି ଲୋକଙ୍କୁ ଛାଇ ଯୋଗାଉ ଥିବା ଗଛକୁ ମଧ୍ୟ କାଟି ଧ୍ୱସଂ କରାଯାଉଛି । ଯାହା ଫଳରେ ପ୍ରତ୍ୟେକ
Read More...

ନିଷାନ୍ ସାହିତ୍ୟ ସଂସଦ ତୁଷୁରା, ବଲାଙ୍ଗିର ଆନୁକୂଲ୍ୟରେ ଆଦ୍ୟ ଆଷାଢ଼ କବିତା ଆସର ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ନିଷାନ୍‌ ସାହିତ୍ୟ ସଂସଦ ତୁଷୁରା ବଲାଙ୍ଗିର ଆନୁକୂଲ୍ୟରେ ରବିବାର ଅପରାହ୍ନ ପାଞ୍ଚଟା ସମୟରେ ଆଭାସୀ ମାଧ୍ୟମରେ ଆଦ୍ୟ ଆଷାଢ଼ କବିତା ଆସର ଓ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଶ୍ୟାମସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ
Read More...

ନୂତନ ଅପରାଧିକ ଆଇନ ସମ୍ପର୍କରେ ସୂଚନା ଦେଲେ ବଲାଙ୍ଗିର ଏସ୍‌ପି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ନୂତନ ଅପରାଧିକ ଆଇନର କାର୍ଯ୍ୟକାରିତା ସମ୍ପର୍କରେ ବିସ୍ତୃତ ସୂଚନା ଦେଇଛନ୍ତି ବଲାଙ୍ଗିର ଏସପି ଋଷିକେଶ ଖିଲାରୀ । ଆଜି ପୂର୍ବାହ୍ନ ୧୦ଟା ସମୟରେ ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟଳୟ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଏ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମର
Read More...

ସୋମବାର ସକାଳେ ଶାଶୁ ଘରକୁ ବିଜେକଲେ ମା’ ରାମାୟଣାମ୍ମା ଠାକୁରାଣୀ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ସୋମବାର ପ୍ରତ୍ୟୁଷରେ ଠାକୁରାଣୀ ଶାଶୁଘର ପାଦ ଥାପିଥିଲେ । ଭକ୍ତମାନଙ୍କ ଦ୍ୱାରା ଦେବୀଙ୍କୁ ପାଛୋଟି ନେଇ ଦେବୀଙ୍କୁ ରତ୍ନ ସିଂହାସନ ଆରୋହଣ କରାଇଥିଲେ । ଅପୂର୍ବ ଆନନ୍ଦର ଲହରୀ ମଧ୍ୟରେ ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା' ରାମାୟଣାମ୍ମାଙ୍କ
Read More...

ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଅମ୍ବାଭୋନା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ଜିଲ୍ଲାପାଳ ଆଦିତ୍ୟ ଗୋଏଲ୍‌ ଏବଂ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ
Read More...

ତ୍ରିଦିବସୀୟ ବ୍ଲକସ୍ତରୀୟ କୌଶଳୀ ପ୍ରଶିକ୍ଷଣ ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବର୍ତ୍ତମାନର କମ୍ପ୍ୟୁଟର ଓ ଇଣ୍ଟରନେଟ୍‌ ଯୁଗ ସହତାଳ ମିଳାଇ ଭବିଷ୍ୟତର ଆହ୍ୱାନକୁ ସମ୍ମୁଖୀନ ହେବା ଲକ୍ଷ୍ୟ ନେଇ ନୂତନ ଭାବରେ ହାଇସ୍କୁଲ ସ୍ତରୀୟ ଆକାଂକ୍ଷୀ ପାଠ୍ୟକ୍ରମରେ ଅନ୍ତର୍ଭୁକ୍ତ କୌଶଳୀ ପାଠ୍ୟକ୍ରମ ସମ୍ପର୍କିତ ପ୍ରଶିକ୍ଷଣ ପଦ୍ମପୁର ସରକାରୀ
Read More...

ଖଡିଆଳ ଉପ କାରାଗାର ପରିସର ମଧ୍ୟରେ ନୂତନ ଅପରାଧିକ ଆଇନ କାର୍ଯ୍ୟକାରିତ ଓ ସଚେତନ ଶିବିର ଅନୁଷ୍ଠିତ

ନୂଆପଡ଼ା, (ନିରାକାର ମେହେର) : ଜିଲ୍ଲା ଖଡିଆଳ ଉପ କାରାଗାର ପରିସର ମଧ୍ୟରେ ନୂତନ ଅପରାଧିକ ଆଇନ କାର୍ଯ୍ୟକାରିତା ସଚେତନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ବରିଷ୍ଠ ସାମ୍ବାଦିକ ତପନ ଦାଶ ଯୋଗ ଦେଇ ନୂତନ ଅପରାଧିକ ଆଇନ ଦେଶର ନାଗରିକଙ୍କୁ ପ୍ରାଥମିକତା ଦେଇ ନ୍ୟାୟ ପ୍ରଦାନ ଦିଗରେ
Read More...

ଭିନ୍ନକ୍ଷମ ମାନଙ୍କ ଉପରେ ଗୋଷ୍ଠୀ ଭିତ୍ତିକ ସଚେତନତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଟାଟା ପାୱାର ପଶ୍ଚିମାଞ୍ଚଳ ଶାଖା ସହାୟତାରେ ଶ୍ରଦ୍ଧା ଆନୁକୁଲ୍ୟରେ ଭିନ୍ନକ୍ଷମ ମାନଙ୍କ ଅଧିକାର ଉପରେ ବିଶ୍ରା ବ୍ଲକର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗୋଷ୍ଠୀ ଭିତ୍ତିକ ସଚେତନତା କାର୍ଯ୍ୟକ୍ରମ ଶ୍ରଦ୍ଧାର ସଭାପତି ପଶୁପତିନାଥ ଚାଟାର୍ଜୀଙ୍କ ପୌରହିତରେ
Read More...

ପାଣ୍ଡ୍ରିଡୁଙ୍ଗୁରି ଠାରେ ବନ ମହୋତ୍ସବ ସପ୍ତାହ ପାଳିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବନାଞ୍ଚଳ ଅନ୍ତର୍ଗତ ଲୋଇସିଂହା ସେକ୍ସନର ପାଣ୍ଡ୍ରିଡୁଙ୍ଗୁରି ଠାରେ କାମ୍ପା ଓ ଏଏନ୍ଆଇ ପ୍ଲାଣ୍ଟଟେସନ ମଧ୍ୟରେ ବନ ମହୋତ୍ସବ ସପ୍ତାହ ପାଳିତ ହୋଇଯାଇଛି । ଲୋଇସିଂହା ବନାଞ୍ଚଳ ଅଧିକାରୀ ପାଉଲ୍ ହରପାଲ ଏବଂ ଫରେଷ୍ଟର ବାବୁଲା ଦାସଙ୍କ ଉପସ୍ଥିତିରେ
Read More...

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଗଞ୍ଜାମ ଜିଲ୍ଲାରୁ ଶୁଭାରମ୍ଭ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ରାଜ୍ୟରେ ଆରମ୍ଭ ହୋଇଛି ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ । ସମନ୍ୱୀତ ସ୍ୱାସ୍ଥ୍ୟ ସର୍ବେକ୍ଷଣ ଅଭିଯାନ କାର୍ଯ୍ୟକ୍ରମକୁ ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଗଞ୍ଜାମ ଜିଲ୍ଲାରୁ ଶୁଭାରମ୍ଭ କରିଛନ୍ତି । ଏନେଇ ବ୍ରହ୍ମପୁର ସ୍ଥିତ
Read More...