Daily Archives

ବନ ମହୋତ୍ସବ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : 'ବନ ମହୋତ୍ସବ' ଭାରତରେ ଏକ ବାର୍ଷିକ ବୃକ୍ଷରୋପଣ ପର୍ବ ଯାହା ପ୍ରତିବର୍ଷ ଜୁଲାଇ ମାସର ପ୍ରଥମ ସପ୍ତାହରେ ପାଳନ କରାଯାଏ । ଏହି ସପ୍ତାହବ୍ୟାପୀ ପର୍ବ ସମୟରେ ନାଗରିକମାନେ ସବୁଜ ବନାନୀକୁ ପ୍ରୋତ୍ସାହିତ କରିବା ଏବଂ ଏକ ସ୍ଥାୟୀ ଭବିଷ୍ୟତ ପାଇଁ ଲକ୍ଷ୍ୟ
Read More...

ସୃଷ୍ଟି ଓ ସ୍ରଷ୍ଟା ସାହିତ୍ୟ ସଂସଦର ବାର୍ଷିକୋତ୍ସବ

ଭବାନୀପାଟଣା, (ହେମନ୍ତ ସାହୁ) : ସୃଷ୍ଟି ଓ ସ୍ରଷ୍ଟା ସାହିତ୍ୟ ସଂସଦର ସାରସ୍ୱତ ସମାରୋହର ଓ ପ୍ରଥମ ବାର୍ଷିକ ଉତ୍ସବ ଭବାନୀପାଟଣା ବ୍ଲକ ହଲ୍ ଠାରେ ଅନୁଷ୍ଠିତ ହୋଇଯାଇଛି । ସାହିତ୍ୟରୁ ଆନନ୍ଦ ମିଲେ । ଯେଉଁଠି ଭଲ ପାଇବା ନାହିଁ ସେଠି ସାହିତ୍ୟ ନାହଁ । ସାହିତ୍ୟ ସଂପର୍କକୁ ଯୋଡେ । ସ୍ମରଣୀୟ
Read More...

ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଶାନ୍ତିନଗର ସ୍ଥିତ ମାଉସୀ ମାଁ ମନ୍ଦିର ଠାରେ କମିଟିର ସଭାପତି ଡା. ଦେବାଶିଷ ରଥଙ୍କ ସଭାପତିତ୍ୱରେ ଚଳିତ ବର୍ଷ ୨୦୨୪ ରଥଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଆସନ୍ତା ୦୭.୦୭ ୨୦୨୪ ରବିବାର ରଥଯାତ୍ରା ଦିନ ଅପରାହ୍ନ ୬ଟା
Read More...

ଗୁରୁ ଭଗବାନ ସାହୁଙ୍କ ମହୋତ୍ସବ ଅନୁଷ୍ଠିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଆମ ଭାଷା କଳା ସଂସ୍କୃତିର ପ୍ରଚାରକ, ଗୋଟିଏ ଦିନରେ ନୂଆଖାଇ ପାଳନର ମହାନାୟକ, ଲୋକ ମହୋତ୍ସବର ଜନକ, ଓଡ଼ିଶାର ନାଟ୍ୟ ମହର୍ଷି ଗୁରୁ ଭଗବାନ ସାହୁଙ୍କର ୯୪ତମ ଜନ୍ମୋତ୍ସବକୁ ଲୋଇସିଂହା ବଲାଙ୍ଗିର ସୁର ସଙ୍ଗମ ପକ୍ଷରୁ ଅହମ୍ମଦ ନିସାରଙ୍କ ସଭାପତିତ୍ୱରେ ଏବଂ
Read More...

ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେଲେ

ଭୁବନେଶ୍ୱର : ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି । ସେ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ହୋଇଛନ୍ତି ।
Read More...

୫୦ ବର୍ଷର ପୁରାତନ ପ୍ରାଥମିକ ବିଦ୍ୟାଳୟ ପ୍ରତି ଶିକ୍ଷା ବିଭାଗର ବୈମାତୃକ ମନୋଭାବ କାହିଁକି ?

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ବପଲମେଣ୍ଡି (ଲା) ଗ୍ରାମପଞ୍ଚାୟତର ସଲାଗୁଡ଼ା ଗ୍ରାମରେ ୧୯୭୫ ମସିହାରେ ନିର୍ମାଣ ହୋଇଥିବା ବିଦ୍ୟାଳୟଟି ଏବେ ବହୁ ସମସ୍ୟା ମଧ୍ୟରେ ଗତି କରୁଛି । ବିଦ୍ୟାଳୟ ନିର୍ମାଣର ୫୦ ବର୍ଷ
Read More...