Daily Archives

ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ଓମ୍‌ ଭ୍ୟାଲି ସ୍କୁଲର ଛାତ୍ରଛାତ୍ରୀଙ୍କ ଦ୍ୱାରା ସଚେତନତା ରେଲି ଆୟୋଜିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ଟିଟିଲାଗଡ଼ ଓମ୍‌ ଭ୍ୟାଲି ଜୁନିଅର ୱିଂ ସର୍ଗିଗୁଡା ତରଫରୁ ଲୋକଙ୍କୁ ସଚେତନ କରାଇବା ଉଦ୍ଦେଶ୍ୟରେ ଏକ ସଚେତନତା ରେଲି ସ୍ଥାନୀୟ ସ୍ଵାଧୀନପଡ଼ା ହନୁମାନ ମନ୍ଦିର ନିକଟରୁ ବାହାରି ସହର ପରିକ୍ରମା କରି ଗଛର ମହତ୍ତ୍ଵ,
Read More...

ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କର ପରଲୋକ

ଭୁବନେଶ୍ୱର : କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକ(୯୩)ଙ୍କର ପରଲୋକ ହୋଇଛି । ଭୁବନେଶ୍ୱର ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ସେ କାକଟପୁର ନିର୍ବାଚନ ମଣ୍ଡଳୀରୁ ୭ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ସୁରେନ୍ଦ୍ର ନାୟକ କୃଷି ଓ
Read More...

ପାଇକମାଲକୁ ରଥଯାତ୍ରା ଆସିବା ପୂର୍ବରୁ ସ୍ୱଚ୍ଚ କରାଯାଉ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ନୃସିଂହନାଥକୁ ଲାଗି ରହିଛି ପାଇକମାଲ ସହର । ଆଗକୁ ଓଡ଼ିଶାର ପ୍ରସିଦ୍ଧ ଘୋଷଯାତ୍ରା ପାଇକମାଲ ସହର ବର୍ତ୍ତମାନ ରାସ୍ତାର ଉଭୟ ପାଶ୍ୱର୍ରେ ଅଳିଆ ଆବର୍ଜନା ପଡି ରହିଛି । ପ୍ରଶାସନ ସାଜିଛି ନିଦାବିଷ୍ଣୁ ।
Read More...

ଗର୍ଜନବାହାଲରେ ଗୁଳିକାଣ୍ଡ : ୧୦ ଜଣ ଆହତ

ସୁନ୍ଦରଗଡ଼ : ଗର୍ଜନବାହାଲ ଗୁଳିକାଣ୍ଡ ଘଟଣାରେ ୧୦ ଅଟକ ହୋଇଛନ୍ତି । ଗୁରୁବାର ସନ୍ଧ୍ୟାରେ ହେମଗିରି ଥାନା ଗର୍ଜନବାହାଲରେ ୨ ଗୋଷ୍ଠୀ ସଂଘର୍ଷରୁ ଗୁଳିମାଡ଼ ହୋଇଥିଲା । କୋଇଲା ବ୍ୟବସାୟକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା । ଏହି ଘଟଣାରେ ପ୍ରାୟ୧୦ ଜଣ ଆହତଙ୍କୁ ସୁନ୍ଦରଗଡ଼ ଓ
Read More...

ଟିଟିଲାଗଡ଼ ନାଗରିକ ମଞ୍ଚ ଓ ବଣିକ ସଂଘ ତରଫରୁ ନୂତନ ବିଧାୟକ ନବୀନ ଜୈନଙ୍କୁ ସମ୍ବର୍ଦ୍ଧନା

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଇତି ମଧ୍ୟରେ ୨୦୨୪ ନିର୍ବାଚନ ସରିଯାଇଛି । ଟିଟିଲାଗଡ଼ ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥୀନୀ ଶ୍ରୀମତୀ ଟୁକୁନି ସାହୁଙ୍କୁ ହରାଇ ବିଜେପି ପ୍ରାର୍ଥୀ ନବୀନ ଜୈନ ବିଜୟୀ ହୋଇଛନ୍ତି । ନବୀନ ଜୈନ ଜିତିବା ପରେ ପୁର୍ବରୁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ
Read More...

ରାଜ୍ୟ ସରକାରଙ୍କ ଓଜନ ଓ ମାପ ବିଭାଗ ପକ୍ଷରୁ ଡେଲାଙ୍ଗରେ ବିଭିନ୍ନ ସ୍ଥାନରେ ଅଚାନକ ଚଢ଼ାଉ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଖାଉଟିମାନଙ୍କୁ ଓଜନ ଓ ମାପରେ ଠକେଇ ନେଇ ଉପଭୋକ୍ତାଙ୍କ ପକ୍ଷରୁ ବାରମ୍ବାର ଅଭିଯୋଗ ହେବା ପରେ ଗୁରୁବାର ପୁରୀ ଜିଲ୍ଲା ଓଜନ ଓ ମାପ ବିଭାଗର ସହକାରୀ ନିୟନ୍ତ୍ରକ ଅକ୍ଷୟ କୁମାର ଭୋଇଙ୍କ ନେତୃତ୍ଵରେ ଡିସିଏଲ୍‌ଏମ୍‌ ପ୍ରଗତି ନାୟକ ଓ ସହକାରୀ କ୍ଷେତ୍ର
Read More...

ବିଦ୍ୟାଳୟରେ ବନ ମହୋତ୍ସବ ଓ ତାଳ ଚାରାରୋପଣ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ଷ୍ଟେସନ ବଜାରସ୍ଥିତ ରାଧାକାନ୍ତ ବିଦ୍ୟାପୀଠ ପରିସରରେ ବନ ମହୋତ୍ସବ ୨୦୨୪ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ଅଜୟ କୁମାର ଭୋଇ ଓ ଶାରିରୀକ କ୍ରୀଡା ପ୍ରଶିକ୍ଷକ ନଟବର ସେଠୀଙ୍କ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ
Read More...

ପ୍ରଦୀପ ମହାରଥୀଙ୍କ ୬୯ତମ ଜନ୍ମ ବାର୍ଷିକ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ କଲ୍ୟାଣପୁର ପଞ୍ଚାୟତରେ ଅବସ୍ଥିତ ପ୍ରଦୀପ ମହାରଥୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗୁରୁବାର ଦିବଂଗତ ପିପିଲି ବିଧାୟକ ତଥା ପ୍ରାକ୍ତନ ମନ୍ତ୍ରୀ ଶ୍ରୀ ମହାରଥୀଙ୍କ ୬୯ତମ ଜନ୍ମଜୟନ୍ତୀ ଉତ୍ସବ ଆନନ୍ଦ ଉଲ୍ଲାସର ସହ ପାଳିତ
Read More...

ଗଞ୍ଜାମ ଜିଲ୍ଲାରେ ପାଳିତ ହେଉଥିବା ରଥଯାତ୍ରା ସମ୍ପର୍କିତ ପ୍ରସ୍ତୁତି ବୈଠକ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବିଗତବର୍ଷମାନଙ୍କ ପରି ଚଳିତ ବର୍ଷ ମଧ୍ୟ ଗଞ୍ଜାମ ଜିଲ୍ଲାରେ ପାଳିତ ହୋଇ ଆସୁଥିବା ରଥଯାତ୍ରା କିପରି ଶୃଙ୍ଖଳିତ ଭାବେ ପରିଚାଳିତ ହେବ ସେ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ରଥଯାତ୍ରା
Read More...

‘ମାଁ ପାଇଁ ଗଛଟିଏ’ ଆହ୍ୱାନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ସବୁଜ ବନାନୀ, କୃତ୍ରିମ ଜଙ୍ଗଲ ସୃଷ୍ଟି କରି ମୁକ୍ତ,ସୁସ୍ଥ ପରିବେଶ ଗଠନ କରିବାପାଇଁ ଛତ୍ରପୁର ଜେଲ୍ ରୋଡ଼ ଅଞ୍ଚଳରେ ବୃକ୍ଷରୋପଣ କାର୍ଯ୍ୟ କରାଯାଇ ଏକ ନିଆରା ସଚେତନତା ସୃଷ୍ଟି କରାଯାଇଛି । ଲୋକଟିଏ ଗଛଟିଏ, 'ମାଁ ପାଇଁ ଗଛଟିଏ' ଆହ୍ୱାନ ଦିଆଯାଇଛି
Read More...