Daily Archives

ଟିଟିଲାଗଡ଼ ଏସ୍‌ସିଡ଼ି ସେଣ୍ଟରର ଭିନ୍ନକ୍ଷମ ଶିଶୁଙ୍କ ସହ ପାଳିଲେ ଜନ୍ମଦିନ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଆଜିକାଲିର ଆଧୁନିକ ଯୁଗରେ ନିଜ ନିଜର ଛୁଆଙ୍କ ଜନ୍ମ ଦିନ ପାଳିବା ପାଇଁ କେତେ କଣ ନକରୁଛନ୍ତି କିନ୍ତୁ ଟିଟିଲାଗଡ଼ର କମରୁଦିନ ଅଲି ଅହମଦ୍‌ ନିଜର ପୁଅର ଜନ୍ମ ଦିନ ପାଳନ ଘରେ ନକରି ଭିନ୍ନକ୍ଷମ ଶିଶୁଙ୍କ ସହ ପାଳନ କରିବାକୁ ଇଚ୍ଛା କରି ପରିବାରରେ କହିଥିଲେ
Read More...

ସିଂହିଯୁବା ହାଇସ୍କୁଲରେ ବନ ମହୋତ୍ସବ ପାଳିତ

ବିନିକା, (କେପିଏନ୍‌ଏସ୍‌) ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଅନ୍ତର୍ଗତ ସିଂହିଯୁବା ହାଇସ୍କୁଲରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ଗଛ ଆମର ଦେବତା, ଗଛ ଆମର ମାଁ, ଗଛ ଜନ ଓ ଜଙ୍ଗଳରେ ଜୀବନ ସଂଚାରଣ କରିଥାଏ ଓ ପରିବେଶକୁ ସବୁଜିମାରେ ଭାରି ରଖିଥାଏ ବୋଲି ପ୍ରଧାନଶିକ୍ଷକ ରବିଚନ୍ଦ୍ର
Read More...

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେଲେ ରାଷ୍ଟ୍ରପତି

ଭୁବନେଶ୍ୱର, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱରଠାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀ ସମାରୋହରେ ଯୋଗ ଦେଇଛନ୍ତି । ଏହି ଅବସରରେ ରାଷ୍ଟ୍ରପତି କହିଥିଲେ ଯେ, ଜଣେ ବ୍ୟକ୍ତି କେତେ ଦିନ ବଞ୍ଚିବ ତାହା ଗୁରୁତ୍ୱପୂର୍ଣ୍ଣ ନୁହେଁ; ବରଂ
Read More...

ଛତ୍ରପୁର ବିଜେପି କାର୍ଯ୍ୟାଳୟରେ ଡ. ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କର ୧୨୫ତମ ଜୟନ୍ତୀ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବିଜେପି କାର୍ଯ୍ୟାଳୟରେ ଡ. ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କର ୧୨୫ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏଥିରେ ବରିଷ୍ଠ ଆଇନଜୀବୀ ନରସିଂହ ପାଢୀ ସଭାପତିତ୍ୱ କରିଥିଲେ ଓ ମୁଖ୍ୟବକ୍ତା ଭାବେ ପ୍ରଦୀପ କୁମାର ପାଢୀ ଯୋଗଦେଇ ଡ. ମୁଖାର୍ଜୀଙ୍କ
Read More...

ରାଜଯୋଗୀନି ବ୍ରହ୍ମା କୁମାରୀ ବିଜୟଲକ୍ଷ୍ମୀଙ୍କ ୩୮ତମ ଜନ୍ମଦିନ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଛତ୍ରପୁର ଶାଖା ଶାନ୍ତି ଅନୁଭୂତି ଭବନ କେନ୍ଦ୍ର ସଞ୍ଚାଳିକା ରାଜଯୋଗୀନି ବ୍ରହ୍ମା କୁମାରୀ ବିଜୟଲକ୍ଷ୍ମୀ ଭଉଣୀଙ୍କ ୩୮ ତମ ଜନ୍ମଦିନ ଆଶ୍ରମ ପରିସରରେ ଶନିବାର ପାଳିତ ହୋଇଯାଇଛି ।
Read More...

ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ

ବରଗଡ, (ନିରୋଜ କୁମାର ପାଣୀ) : ବରପାଲି ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ପଦ୍ମିନୀ ଦାସଙ୍କ ଉପସ୍ଥିତିରେ ବନମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏ ଅବସରରେ ମୁଖ୍ୟ ଅତିଥି ଭାବେ ବିଜେପୁର ନିର୍ବାଚନ ମଣ୍ଡଳୀର ନବନିର୍ବାଚିତ ବିଧାୟକ ସନତ କୁମାର ଗଡତିଆ,
Read More...