Daily Archives

ବାଣିଜ୍ୟ ଓ ପରିଚାଳନା କ୍ଷେତ୍ରରେ ନୂତନ ସମ୍ଭାବନା ସମ୍ପର୍କୀତ ଦୁଇଦିନିଆ ଆନ୍ତର୍ଜାତୀୟ ଆଲୋଚନା ଚକ୍ର ଉଦ୍‌ଯାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ, ରାଉରକେଲାର ସ୍ନାତକୋତ୍ତର ବାଣିଜ୍ୟ ବିଭାଗ ପକ୍ଷରୁ ‘ବାଣିଜ୍ୟ ଓ ପରିଚାଳନା କ୍ଷେତ୍ରରେ ନୂତନ ସମ୍ଭାବନା’ ଶୀର୍ଷକ ଦୁଇଦିନିଆ ଆନ୍ତର୍ଜାତୀୟ ଆଲୋଚନାଚକ୍ର ଉଦ୍‌ଯାପିତ ହୋଇଯାଇଛି । ଜୁଲାଇ ୪ ଓ ୫ ଦୁଇଦିନ ଧରି ଆୟୋଜିତ
Read More...

ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ ପକ୍ଷରୁ ବନ ମହୋତ୍ସବ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସାରା ରାଜ୍ୟରେ ଜୁଲାଇ ମାସ ପ୍ରଥମ ସପ୍ତାହରେ ପାଳନ ହେଉଛି ବନ ମହୋତ୍ସବ । ପରିବେଶକୁ ସବୁଜିମାରେ ଭରିଦେବା ସହିତ ଅଧିକରୁ ଅଧିକ ବୃକ୍ଷରୋପଣ କରିବା ହେଉଛି ଏହି ମହୋତ୍ସବ ପାଳନର ଉଦ୍ଦେଶ୍ୟ । ଏହି କ୍ରମରେ ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ, ରାଉରକେଲା
Read More...

ଫକୀର ଚରଣ ପାଢ଼ୀଙ୍କ ପୁସ୍ତକ ‘ଅସୀମର ରଙ୍ଗ ନୀଳ’ ଲୋକାର୍ପିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ବର୍ଷିଆନ ସାରସ୍ୱତ ସାଧକ ପଚାଶ ଖଣ୍ଡ ପୁସ୍ତକର ସ୍ରଷ୍ଟା ତଥା ସାହିତ୍ୟର ସମସ୍ତ ବିଭାଗରେ ଲେଖନୀ ଚାଳନା କରିଆସୁଥିବା ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ବୋଳକଣା ଗ୍ରାମର ଫକୀର ଚରଣ ପାଢ଼ୀଙ୍କ ପୁସ୍ତକ 'ଅସୀମର ରଙ୍ଗ ନୀଳ' ଗୋପବନ୍ଧୁଙ୍କ
Read More...

ଐତିହାସିକ ରାଜଧର୍ମ ପରମ୍ପରା ସମ୍ପନ୍ନ ଛତ୍ରପୁରର ନିଆରା ରଥଯାତ୍ରା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରର ଐତିହାସିକ ରାଜଧର୍ମ ପରମ୍ପରା ଅକ୍ଷୁର୍ଣ୍ଣ ରହିଥିବା ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ରଥଯାତ୍ରା ବର୍ଣ୍ଣାଢ଼୍ୟ ସମାରୋହରେ ସମାହିତ ହୋଇଯାଇଛି । ପ୍ରକାଶ ଥାଉକି, ଯେ' ଛତ୍ରପୁର ତାଡେପଲ୍ଲୀ ସାହିସ୍ଥ ରାଜାଘର ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ
Read More...

ଅବସରପ୍ରାପ୍ତ ପୋଷ୍ଟ ମାଷ୍ଟର ଘାସିରାମ ଦାସଙ୍କ ପରଲୋକ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଅବସରପ୍ରାପ୍ତ ପୋଷ୍ଟ ମାଷ୍ଟର ଘାସିରାମ ଦାସ(୮୬)ଙ୍କ ପରଲୋକ ହୋଇଯାଇଛି । ଗତକାଲି ଶନିବାର ତାଙ୍କ ନିଜ ଘର ଗୋବିନ୍ଦ ପାଲିରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ । ଅବିଭକ୍ତ ସମ୍ବଲପୁର ଜିଲ୍ଲାର ଜଣେ ଦକ୍ଷ ପୋଷ୍ଟ ମାଷ୍ଟର ଭାବରେ ତାଙ୍କର ବେଶ ଖ୍ୟାତି
Read More...

ନୃସିଂହନାଥ ରଥଯାତ୍ରାରେ ବରଗଡ ସାଂସଦ ପ୍ରଦୀପ ପୁରୋହିତ ଛେରା ପହରା କଲେ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ନୃସିଂହନାଥ ମନ୍ଦିରରେ ରବିବାର ଭକ୍ତ ମାନଙ୍କର ପ୍ରବଳ ଭିଡ ହୋଇଥିଲା । ତିନି ଠାକୁର ମାନଙ୍କୁ ବ୍ରଜ୍ଝହ୍ମଣ ସମାଜର କର୍ମକର୍ତ୍ତା ମାନେ ନୂତନ ବସ୍ତ୍ର ପିନ୍ଧାଇ ବେଶଭୁଷା କରି ଫୁଲ ଚନ୍ଦନ ତୁଳସୀ ମାଳା ସହ
Read More...

ବେଲପଡାରେ ‘ଏକ ପେଡ୍‌ ମାଁ କେ ନାମ’ କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଙ୍ଗୋମୁଣ୍ଡା ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡା ପିଏଚ୍‌ସି ଠାରେ 'ଏକ ପେଡ୍‌ ମାଁ କେ ନାମ' କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମେଡିକାଲ୍‌ ଅଫିସର ଡାକ୍ତର ଅମିର ମେହେର, ସମ୍ମାନିତ ଅତିଥି ଭାବରେ ଡାକ୍ତର ବିଶ୍ୱମ୍ଭର ମେହେର ଓ ଉଦ୍ୟାନ ବିଭାଗର
Read More...

‘ବାଟ୍ କଢୁଆଲ୍’ ସମ୍ବଲପୁରୀ ପତ୍ରିକା ଲୋକାର୍ପଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଅନ୍ତର୍ଗତ ବୁବୁଡା ଗ୍ରାମରେ ସୁରେନ୍ଦ୍ର ମେହେରଙ୍କ ସଂପାଦନାରୁ 'ବାଟ୍ କଢୁଆଲ୍' ସମ୍ବଲପୁରୀ ବାର୍ଷିକ ସାହିତ୍ୟ ପତ୍ରିକା ପ୍ରକାଶିତ ହୋଇ ଆସୁଥିଲା । ରଥଯାତ୍ରା ଅବସରରେ ବାଟ୍ କଢୁଆଲ୍ ପତ୍ରିକାର ନବ କଳେବର କରାଯାଇଛି ତଥା ବାର୍ଷିକ
Read More...

ସଇଁତଲା କେନ୍ଦୁପତ୍ର ରେଞ୍ଜ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ସ୍ଥିତ କେନ୍ଦୁପତ୍ର ରେଞ୍ଜ କାର୍ଯ୍ୟାଳୟ ପରିସରରେ ୭୫ତମ ବନ ମହୋତ୍ସବ କାର୍ଯ୍ୟକ୍ରମ ମହାସମାରୋହ ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ମୁଖ୍ୟ ଅତିଥି ଭାବରେ ଟିଟିଲାଗଡ଼ କେନ୍ଧୁଲିପ୍‌ ଡିଭିଜନର ଡିଏଫ୍‌ଓ ରଞ୍ଜିତ କୁମାର ମଲ୍ଲିକ
Read More...

ଡେଲାଙ୍ଗରେ ଶ୍ରୀ ଜଗନ୍ନାଥଙ୍କ ଘୋଷଯାତ୍ରା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଜଗତର ନାଥ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା ଅନୁକରଣରେ ଡେଲାଙ୍ଗ ବ୍ଲକର ପୁରପଲ୍ଲୀରେ ଆଜି ଅନୁଷ୍ଠିତ ହୋଇଯାଇଛି ପବିତ୍ର ରଥଯାତ୍ରା । ପୁରୀ ଜିଲ୍ଲାର ସର୍ବବବୃହତମ ଗ୍ରାମ ଘୋରଡିଆର ପତିତପାବନ ମନ୍ଦିରରୁ
Read More...