shyamal
Daily Archives

୧୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା : ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ପ୍ରବଳ ବର୍ଷା ହେବ । ଆଜି ପଶ୍ଚିମ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୧୩ ତାରିଖରେ ବଲାଙ୍ଗିର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇପାରେ । ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଁ ଭାଁ
Read More...

ବ୍ରାହ୍ମଣଡିହି ପ୍ରାଥମିକ ବିଦ୍ୟାଳୟରେ ବୃକ୍ଷରୋପଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ସ୍ଥିତ ବ୍ରାହ୍ମଣଡିହି ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପ୍ରଧାନ ଶିକ୍ଷକ ଗୁରୁବାରୁ ମିରିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱ ଅବଧାନରେ ସ୍କୁଲ ପରିସରରେ ବୃକ୍ଷରୋପଣ କରାଯାଇଥିଲା । ଏହି
Read More...

ନିଖିଳ ଉତ୍କଳ ଖଣ୍ଡାୟତ କ୍ଷତ୍ରିୟ ମହାସଭାର ନୂତନ କମିଟି ଗଠନ

ରାଉରକେଲା, (ସସ୍ମିତା ପ୍ରଧାନ) : ନିଖିଳ ଉତ୍କଳ ଖଣ୍ଡାୟତ କ୍ଷତ୍ରିୟ ମହାସଭା ଇସ୍ପାତ ନଗର କମିଟିର ଆସନ୍ତା ୩ ବର୍ଷ ପାଇଁ ନୂତନ କମିଟି ସଭାପତିଙ୍କ ଅନୁମୋଦନ କ୍ରମେ ଗଠନ କରାଯାଇଛି । ସେକ୍ଟର ୩ ସ୍ଥିତ ଖଡ୍ଗ ଭବନ ଠାରେ ବରିଷ୍ଠ ଉପସଭାପତି ଉପେନ୍ଦ୍ର କୁମାର ନାୟକଙ୍କ ସଭାପତିତ୍ୱରେ ଆୟୋଜିତ
Read More...

ଘୋଷଯାତ୍ରାରେ ଲୋକ ମହୋତ୍ସବ ପାଳିତ

ପୁରୀ : କୈବଲ୍ୟ ସାହିତ୍ୟ ସଂସଦ ତରଫରୁ ପବିତ୍ର ଘୋଷଯାତ୍ରା ଅବସରରେ ବଡ଼ଦାଣ୍ଡ, ପୁରୀ ଠାରେ ୪୮ତମ କାର୍ଯ୍ୟକ୍ରମ 'ଘୋଷଯାତ୍ରା ଲୋକ ମହୋତ୍ସବ ୨୦୨୪' ଅନୁଷ୍ଠିତ ହୋଇଯାଇଛି । ଆଧ୍ୟାତ୍ମିକ ଗବେଷଣାତ୍ମକ ସାହିତ୍ୟକୁ ବିଶ୍ଵରେ ପ୍ରଚାର କରିବା ଏବଂ ଜଗନ୍ନାଥ ସଂସ୍କୃତିର ପ୍ରଚାର କରିବା ପାଇଁ
Read More...

କୋଶଳ ପ୍ରବାହର ମହା ପ୍ରଭାବ : ହାଇସ୍କୁଲ ପଡ଼ା ଅସୁବିଧା ଖବର ପ୍ରସାରଣର ୨୪ ଘଣ୍ଟା ନ ପୂରୁଣୁ କାର୍ଯ୍ୟ ଆରମ୍ଭ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଗତକାଲି ଅର୍ଥାତ ବୁଧବାର ଅପରାହ୍ନରେ ହାଇସ୍କୁଲ୍ ପଡ଼ାରେ ପିଏଚ୍‌ଡି ବିଭାଗ ବାରା କାର୍ଯ୍ୟ କରାଯାଇଥିବା ସ୍ଥାନକୁ ନପୋତିବା ଯୋଗୁଁ ସ୍ଥାନୀୟ ଲୋକେ ଅସୁବିଧାର ସମ୍ମୁଖିନ ହେଉଥିବା ଆମ ପ୍ରତିନିଧିଙ୍କୁ ହାଇସ୍କୁଲ ପଡ଼ାବାସୀ ଅବଗତ କରାଇଥିଲେ । ଆମ
Read More...

ଚୁଡାପାଲିରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ଚୁଡାପାଲି, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଚୁଡାପାଲିରେ ଆଜି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ସ୍ୱାଗତ ସମ୍ୱର୍ଦ୍ଧନା ପ୍ରଦାନ କରାଯାଇଛି । ପୂର୍ବାହ୍ନ ୮.୪୫ ସମୟରେ ଗ୍ରାମର ମୁଖ୍ୟ ରାସ୍ତା ପାଶ୍ୱରେ ଓଡ଼ିଆ ପରମ୍ପରା ମୁତାବକ ପାଦ ପ୍ରକ୍ଷାଳନ,
Read More...

ନୋବେଲ୍‌ ବିଜେତା ମିଃ ଆଣ୍ଟୋନ ଜେଲିଙ୍ଗରଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୋବେଲ୍‌ ବିଜେତା ତଥା ଅଷ୍ଟ୍ରିଆର ପ୍ରସିଦ୍ଧ ପଦାର୍ଥ ବିଜ୍ଞାନୀ ମିଃ ଆଣ୍ଟୋନ ଜେଲିଙ୍ଗରଙ୍କୁ ସାକ୍ଷାତ କରିଛନ୍ତି । ଜେଲିଙ୍ଗର କ୍ୱାଣ୍ଟମ ମେକାନିକ୍ସ ଉପରେ ତାଙ୍କ କାର୍ଯ୍ୟ ପାଇଁ ପ୍ରସିଦ୍ଧ ଏବଂ ୨୦୨୨ରେ ପଦାର୍ଥ ବିଜ୍ଞାନ ପାଇଁ
Read More...

ଅଷ୍ଟ୍ରୀୟ ଇଣ୍ଡୋଲୋଜିଷ୍ଟଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୪ ଜଣ ଅଗ୍ରଣୀ ଅଷ୍ଟ୍ରୀୟ ଇଣ୍ଡୋଲୋଜିଷ୍ଟ (ଭାରତୀୟ ଭାଷା, ସାହିତ୍ୟ ଓ ସଂସ୍କୃତି ଗବେଷକ) ଏବଂ ଭାରତୀୟ ଇତିହାସ ଓ ବିଚାରଧାରାର ବିଦ୍ୱାନଙ୍କୁ ଭେଟିଛନ୍ତି । ସେ ବୌଦ୍ଧ ଦର୍ଶନର ପଣ୍ଡିତ ତଥା ଭାଷାବିତ୍ ଡକ୍ଟର ବିର୍ଗିତ କେଲନର;
Read More...

ଗାଇସିଲେଟରେ ସମ୍ବର୍ଦ୍ଧିତ ହେଲେ ନବନିର୍ବାଚିତ ସାଂସଦ ଓ ବିଧାୟକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଲୋକସଭା ନିର୍ବାଚନ ମଣ୍ଡଳୀର ନବନିର୍ବାଚିତ ସାଂସଦ ପ୍ରଦୀପ ପୁରୋହିତ ଓ ବିଜେପୁର ନିର୍ବାଚନ ମଣ୍ଡଳୀର ବିଧାୟକ ସନତ ଗଡତିଆଙ୍କୁ ଗାଇସିଲେଟ ବ୍ଲକରେ ଭାରତୀୟ ଜନତା ପାର୍ଟି ଗାଇସିଲେଟ, ବ୍ଲକ ପ୍ରଶାସନ, ନାଗରିକ କମିଟି, ୟୁଥ କ୍ଲବ, ବରିଷ୍ଠ ନାଗରିକ
Read More...

ଅଧାରୁ ପାଠପଢ଼ା ଛାଡି ଦାଦନ ଖଟିବାକୁ ବାହାରକୁ ଯାଉଥିବା ଯୁବକ, ଯୁବତୀ ମାନଙ୍କ ତାଲିକା ପ୍ରସ୍ତୁତ କର : ସାଂସଦ ଡ.…

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ପଞ୍ଚାୟତ ସମିତିର ଅଷ୍ଟମ ବୈଠକ ଅଧ୍ୟକ୍ଷା ଶ୍ରୀମତୀ କୀରଣ କୁମାରୀ ଦାସଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି । ବ୍ରହ୍ମପୁର ସାଂସଦ ଡକ୍ଟର ପ୍ରଦୀପ ପାଣିଗ୍ରାହୀ, ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ଉପାଧ୍ୟକ୍ଷା ଏସ୍‌. ଶାରଦା
Read More...