shyamal
Daily Archives

ଲୋକଙ୍କ ନିକଟତର ହୋଇ କାମ କରିବାକୁ ନିର୍ଦ୍ଦେଶ ଦେଲେ ବିଧାୟକ କଳିକେଶ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନ ୧୧ଟା ସମୟରେ ବଲାଙ୍ଗିର ସର୍କିଟ ହାଉସ ଠାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏହି ସମୀକ୍ଷା ବୈଠକ ବସିଥିଲା । ଏଥିରେ ବଲାଙ୍ଗିର ଜିଲ୍ଲା ପରିଷଦ ସଭାପତି ଦେବକୀ
Read More...

‘ଏକ ପେଡ୍‌ ମା’ କେ ନାମ’ କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଭାଲୁମୁଣ୍ଡା ଠାରେ ଶ୍ରମିକ ଶକ୍ତି ସଂଘ ତରଫରୁ ଆୟୋଜିତ 'ଏକ ପେଡ୍‌ ମା' କେ ନାମ' କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ସମ୍ମାନୀତ ଅତିଥି ଭାବରେ ଭାଲୁମୁଣ୍ଡା ସରପଂଚ
Read More...

ପାରିବାରିକ କଳହର କୁପରିଣତି : ବାପାର ବୋମାମାଡ଼ରେ ପୁଅ ମୃତ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି । ପାରିବାରିକ କଳହକୁ ନେଇ ପରିବାର ମଧ୍ୟରେ ବାପା-ପୁଅ ମଧ୍ୟରେ ବୋମା ମାଡ଼ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ, ଭବାନୀପୁର ପଞ୍ଚାୟତ ଅନ୍ତର୍ଗତ ଶାନ୍ତିନଗରରେ ସଠ ରାଉତରାୟଙ୍କ ପରିବାର ବହୁ ବର୍ଷ ଧରି
Read More...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ବିମ୍ସଟେକ୍ ବିଦେଶ ମନ୍ତ୍ରୀଗଣ

ବିଭିନ୍ନ କ୍ଷେତ୍ରରେ ଆଞ୍ଚଳିକ ସହଯୋଗକୁ ଆହୁରି ସୁଦୃଢ଼ କରିବା ଉପରେ ପ୍ରଧାନମନ୍ତ୍ରୀଙ୍କ ଆଲୋଚନାବିମ୍ସଟେକ୍ ପ୍ରତି ଭାରତର ପ୍ରତିବଦ୍ଧତାକୁ ଦୋହରାଇଲେ ପ୍ରଧାନମନ୍ତ୍ରୀଆଗାମୀ ବିମ୍ସଟେକ୍ ଶିଖର ସମ୍ମିଳନୀ ପାଇଁ ଥାଇଲାଣ୍ଡକୁ ସମ୍ପୂର୍ଣ୍ଣ ସମର୍ଥନ ଜଣାଇଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ,
Read More...

୫ମ ତୁରେକେଲା ପଂଚାୟତ ସମିତି ବୈଠକ

୮ଟି ବିଭାଗ ଉପରେ ଆଲୋଚନାବ୍ଲକର ୧୯ ଗୋଟି ପଂଚାୟତର ସାମୁହିକ ବିକାଶ ପାଇଁ ଦଳମତ ନିର୍ବିଶେଷରେ ସମସ୍ତଙ୍କ ସହଯୋଗ ଆବଶ୍ୟକ-ବିଧାୟକ ଶ୍ରୀ ବାଗ କଣ୍ଟାବାଞ୍ଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲା ପଂଚାୟତ ସମିତିର ୫ମ ବୈଠକ ଶୁକ୍ରବାର ଦିନ ଅପରାହ୍ନରେ ପଂଚାୟତ ସମିତି ସଭା
Read More...

ମେଲଛାମୁଣ୍ଡା ଗ୍ରାମପଞ୍ଚାୟତରେ ବନ ମହୋତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଅନ୍ତର୍ଗତ ମେଲଛାମୁଣ୍ଡା ଗ୍ରାମ ପଞ୍ଚାୟତରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ମେଲଛାମୁଣ୍ଡା ସରପଞ୍ଚ ପ୍ରତ୍ୟୁଷ ରଞ୍ଜନ ଭୋଇଙ୍କ ସଭାପତିତ୍ୱରେ ଆୟୋଜିତ ଏକ ବୈଠକରେ ପ୍ରକୃତିବଂଧୁ ମୀନକେତନ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ
Read More...

ସାଂସଦ ପ୍ରଦୀପ ପୁରୋହିତଙ୍କୁ ଦେବଦତ୍ତ କ୍ଲବରେ ସମ୍ବର୍ଦ୍ଧନା

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଗାଇସିଲେଟ ବ୍ଲକ କେନ୍ଦୁଭଟା ସ୍ଥିତ ଦେବଦତ୍ତ କ୍ଲବରେ ନବ ନିର୍ବାଚିତ ବରଗଡ଼ ଲୋକସଭା ସାଂସଦ ପ୍ରଦୀପ ପୁରୋହିତଙ୍କୁ କ୍ଲବର ସମ୍ପାଦକ କାହ୍ନୁଚରଣ ମାଝି ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଥିଲେ । ଏହି ଅବସରରେ ଏକ ବୈଠକ ଅନୁଷ୍ଠିତ
Read More...

ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

କଳାହାଣ୍ଡି, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସ୍ଥିତ ସରସ୍ୱତୀ ଶିଶୁ ମନ୍ଦିର, ବ୍ରଜବିହାର ଠାରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ କଲାହାଣ୍ଡି ଜିଲ୍ଲା କ୍ରୀଡା ଅଧିକାରୀ ରୂପସିଂ ରାଉତ, ଦକ୍ଷିଣ ସମ୍ଭାଗ ସମ୍ପାଦକ ଦୁଷ୍ମନ୍ତ ରଥ,
Read More...

ଉପମୁଖ୍ୟମନ୍ତ୍ରୀଙ୍କୁ ସାମ୍ବାଦିକ ସଂଘ ତରଫରୁ ସମ୍ବର୍ଦ୍ଧନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ତରଫରୁ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ପାଟଣାଗଡ଼ ବିଧାୟକ କନକ ବର୍ଦ୍ଧନ ସିଂହଦେଓଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଜିଲ୍ଲା ସାମ୍ବାଦିକ ସଂଘର ସଭାପତି ଶିବପ୍ରସାଦ ପରିଡ଼ାଙ୍କ ସଭାପତିତ୍ୱରେ ଆୟୋଜିତ
Read More...

୧୪ ତାରିଖରୁ ଘୂର୍ଣ୍ଣିବଳୟ : ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ଆସନ୍ତା ୧୩ ତାରିଖରୁ ବର୍ଷା ପରିମାଣ ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଉତ୍ତର ପଶ୍ଚିମ ଓ ପାଶ୍ୱର୍ବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୪ ତାରିଖ ପାଖାପାଖି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ଲଘୁଚାପ ରୂପ ମଧ୍ୟ ନେଇପାରେ । ଏହାର
Read More...