Daily Archives

ବଲାଙ୍ଗିର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଡିଏଫ୍‌ଓଙ୍କ ସମ୍ମିଳନୀ କକ୍ଷଠାରେ ଓଡ଼ିଶା ସରକାରଙ୍କ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲାର ବିଭିନ୍ନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଉପମୁଖ୍ୟମନ୍ତ୍ରୀ ସମୀକ୍ଷା
Read More...

ସାପ କାମୁଡ଼ାରେ ଜଣେ ବୃଦ୍ଧା ମୃତ

ନୂଆପଡ଼ା : ନୂଆପଡ଼ା ଜିଲ୍ଲା ବୋଡ଼େନ ଥାନା ଅନ୍ତର୍ଗତ ଲିଟିସର୍ଗି ପଞ୍ଚାୟତ ସ୍ଥିତ ଦହନାପାଲି ଗାଁର ଜଣେ ବୃଦ୍ଧାଙ୍କୁ ଏକ ବିଷଧର ସାପ କାମୁଡ଼ିବାରୁ ମୃତ୍ୟୁବରଣ କରିଛନ୍ତି । ଖବର ଅନୁସାରେ, ଦହନାପାଲି ଗାଁର କଳମେ ବେୱା (୭୦) ନାମକ ବୃଦ୍ଧା ଜଣକ ନିଜ ଗାଈ ଗୁହାଳକୁ ଗୋବର ଗୋଟେଇବାକୁ ଯାଇଥିବା
Read More...

ବ୍ରହ୍ମନାଦ କଳା ପରିଷଦର ଭଜନ ସନ୍ଧ୍ୟା

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ କୋଏଲ ନଗର ସି ବ୍ଲକ୍ ସ୍ଥିତ ଶ୍ରୀଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ବ୍ରହ୍ମନାଦ କଳା ପରିଷଦ ତରଫରୁ ଏକ ଭଜନ ସନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅଶ୍ୱିନୀ କୁମାର ସିଂହ ଓ ଜ୍ୟୋସ୍ନା ନନ୍ଦଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ସିଆଇଟିୟୁର ସର୍ବଭାରତୀୟ ଦାବି ଦିବସରେ ବିଶାଳ ଶ୍ରମିକ ଶୋଭାଯାତ୍ରା ଓ ବିକ୍ଷୋଭ

ରାଉରକେଲା, (ସସ୍ମିତା ପ୍ରଧାନ) : ସି. ଆଇ. ଟି. ୟୁ. କେନ୍ଦ୍ର କମିଟି ଆହ୍ୱାନରେ ଆଜି ଦେଶ ତମାମ ଶ୍ରମିକ, କୃଷକ ଓ ସାଧାରଣ ମେହନତି ମଣିଷର ୧୯ ଦଫା ଦାବିକୁ ନେଇ ଜିଲ୍ଲାପାଳ, ଉପଜିଲ୍ଲାପାଳ, ବ୍ଲକ୍ ସ୍ତରରେ ବିଡିଓଙ୍କ ଜରିଆରେ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଶୋଭାଯାତ୍ରା ଓ ବିକ୍ଷୋଭ
Read More...

ଭିନ୍ନକ୍ଷମ ହିରୋ ସୁନାଙ୍କୁ ଆବାସ ଘର ସାତ ସପନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର (ଡୁଡୁକା) ବ୍ଲକ କୁଟାସିଂହା ପଂଚାୟତ ଡୁଙ୍ଗୁରିପାଲି ଗାଁର ବାସିନ୍ଦା ହିରୋ ସୁନା (୩୭) ଜନ୍ମରୁ ସେ ଭିନ୍ନକ୍ଷମ ଅଟନ୍ତି । ଡାହାଣ ଗୋଡ଼ ସରୁ ହୋଇ ବାମ ଗୋଡ଼ରୁ ଛୋଟ ଥିବାରୁ ଠିକ୍‌ରେ ଚାଲି ପାରନ୍ତି ନାହିଁ କି କୌଣସି କାମ ଧନ୍ଦା
Read More...

ସହ ଯୋଗ ଶିକ୍ଷକ ପ୍ରଶିକ୍ଷଣ ଜିଲ୍ଲାରେ ଶୁଭାରମ୍ଭ

ରାଉରକେଲା, (ସସ୍ମିତା ପ୍ରଧାନ) : ପତଞ୍ଜଳୀ ହରିଦ୍ଵାର ଯୋଗପୀଠ ନିର୍ଦ୍ଦେଶ ଅନୁସାରେ ଆଜି ଓଡ଼ିଶାର ସମସ୍ତ ଜିଲ୍ଲାରେ ସହ ଯୋଗ ଶିକ୍ଷକ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଛି । ଏହି ପରିପ୍ରେକ୍ଷୀରେ ସୁନ୍ଦରଗଡ଼ ଜିଲ୍ଲାରେ ସୁନ୍ଦରଗଡ ଜିଲ୍ଲା ପତଞ୍ଜଳୀ ଯୋଗ ପରିବାର ଆନୁକୁଲ୍ୟରେ ରାଉରକେଲା ଷ୍ଟିଲ
Read More...

ବିଶ୍ୱ କାଗଜ ବ୍ୟାଗ୍ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପ୍ରତିବର୍ଷ ୧୨ ଜୁଲାଇରେ 'ବିଶ୍ୱ କାଗଜ ବ୍ୟାଗ୍ ଦିବସ' ପାଳନ କରାଯାଏ । ଏହି ଦିବସ ପାଳନର ଉଦ୍ଧେଶ୍ୟ ହେଉଛି ପ୍ଲାଷ୍ଟିକ ବ୍ୟାଗ ବଦଳରେ କାଗଜ ବ୍ୟାଗ ବ୍ୟବହାର ବିଷୟରେ ସଚେତନତା ସୃଷ୍ଟି କରିବା । ଯେହେତୁ ଆମେ ପ୍ଲାଷ୍ଟିକ୍ ବ୍ୟାଗ୍‌ର ବିପଦ ବିଷୟରେ
Read More...

ସାଂସଦ ପ୍ରଦୀପ ଓ ବିଧାୟକ ନୀହାରଙ୍କୁ ସମ୍ବର୍ଦ୍ଧିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଭେଡେନ ବ୍ଲକ ଥୁଆପାଲି ଛକ ଠାରେ ନୂତନ ଭାବେ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି ବରଗଡ ସାଂସଦ ପ୍ରଦୀପ କୁମାର ପୁରୋହିତ ଓ ଅତାବିରା ନିର୍ବାଚନ ମଣ୍ଡଳୀର ବିଧାୟକ ନୀହାର ରଞ୍ଜନ ମହାନନ୍ଦଙ୍କୁ ପୁଷ୍ପମାଲ୍ୟ ଓ ଅଙ୍ଗବସ୍ତ୍ର ଦେଇ
Read More...

ହେରା ପଞ୍ଚମୀରେ ଲକ୍ଷ୍ମୀ ଭାଙ୍ଗିଲେ ରଥ

ପଦ୍ମପୁର, (ନିରୋଜ କୁମାର ପାଣୀ) : ନୃସିଂହନାଥ ମନ୍ଦିରରୁ ମହାଲକ୍ଷ୍ମୀ ତାଙ୍କ ରଥରେ ବାହାରି ପାଇକମାଲ ମାଉସୀ ମାଁ ମନ୍ଦିର ନିକଟକୁ ଆସିଥିଲେ । ମାଉସା ମାଁ ଘର ସମୁଖରେ ଥିବା ମହାପ୍ରଭୁ ଜଗନ୍ନାଥଙ୍କ ରଥକୁ ରାଗରେ ଭାଙ୍ଗିଥିଲେ । ସ୍ୱିତିୟା ଦିନ ମହାପ୍ରଭୁ ଜଗନ୍ନାଥ ତାଙ୍କ ବଡଭାଇ,
Read More...

ହାର୍‌ଭେଷ୍ଟ୍ ପ୍ଲସ୍ ବାୟୋ ଫର୍ଟିଫାଏଡ ଧାନ ବିହନ ବଣ୍ଟନ

ବିଜେପୁର, (ହେମନ୍ତ ସାହୁ) : ବରଗଡ଼ ଜିଲ୍ଲା ବିଜେପୁର ସ୍ଥିତ ସବୁଜିମା କୃଷକ ଉତ୍ପାଦକ କମ୍ପାନୀ ପକ୍ଷରୁ ହାର୍‌ଭେଷ୍ଟ୍ ପ୍ଲସ୍ ଓ ମହାଶକ୍ତି ଫାଉଣ୍ଡେସନ୍‌ର ମିଳିତ ସହଯୋଗରେ ବାୟୋ ଫର୍ଟିଫାଏଡ ଉତ୍ପାଦିତ ଉନ୍ନତମାନର ଧାନ ବିହନ ଚାଷୀ ମାନଙ୍କୁ ବଣ୍ଟନ କରାଯାଇଥିଲା । ଉତ୍ପାଦକ କମ୍ପାନୀର
Read More...