Daily Archives

ବଲାଙ୍ଗିରର ପ୍ରଜ୍ଞାପ୍ରାଣ ଗୋପିକୃଷ୍ଣ ପଣ୍ଡିଆ ପାଇଲେ ଜ୍ଞାନ ପ୍ରକାଶ ସାହିତ୍ୟ ସମ୍ମାନ ୨୦୨୪

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜ୍ଞାନ ପ୍ରକାଶର ଅଷ୍ଟମ ଇଣ୍ଟର୍‌ଡିସିପ୍ଲିନାରୀ ନେସ୍‌ନାଲ୍ କନ୍‌ଫରେନ୍‌ସ ରବିବାର ପୂର୍ବାହ୍ନ ୧୦ଟାରେ ଭୁବନେଶ୍ୱରର ଜୟଦେବ ଭବନଠାରେ ଏକ ବର୍ଣ୍ଣାଢ଼୍ୟ ଉତ୍ସବରେ ମହାସମାରୋହରେ ପାଳିତ ହୋଇଯାଇଛି । ଜ୍ଞାନ ପ୍ରକାଶର ପ୍ରତିଷ୍ଠାତା ଜ୍ଞାନଚାନ୍ଦ ଶତପଥୀଙ୍କ
Read More...

ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା କାର୍‌ : ୨ ମୃତ, ୨ ଗୁରୁତର

ପିପିଲି : ଜଗନ୍ନାଥ ଦର୍ଶନ ସାରି ଫେରୁଥିବା ବେଳେ ଅଘଟଣ । ପିପିଲି ତେଇଶିପୁର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ଟ୍ରକ୍‌କୁ ପଛପଟୁ ପିଟିଲା କାର୍ । ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଗୁରୁତର । ସୂଚନାନୁଯାୟୀ, ଜଗନ୍ନାଥଙ୍କ ଦର୍ଶନ ସାରି ପୁରୀରୁ ଭୁବନେଶ୍ୱର
Read More...

ଆଜି ଓଡ଼ିଶାରେ ପ୍ରବଳ ବର୍ଷା : ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାଶ୍ୱର୍ବର୍ତ୍ତୀ ଝାଡ଼ଖଣ୍ଡ ଏବଂ ଓଡ଼ିଶାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ନୂଆପଡ଼ା, ବଲାଙ୍ଗିର ଓ କଳାହାଣ୍ଡିରେ ପ୍ରବଳ
Read More...

ବାରିପଦାର ଘରୋଇ ହସ୍ପିଟାଲ୍‌ରେ ଅଗ୍ନିକାଣ୍ଡ : ଅଳ୍ପକେ ବର୍ତ୍ତିଲେ ରୋଗୀ

ବାରିପଦା : ବାରିପଦା ସ୍ଥିତ ଘରୋଇ ହସ୍ପିଟାଲ୍‌ରେ ଅଗ୍ନିକାଣ୍ଡ । ଭୋର୍ ୪ଟା ସମୟରେ ହସ୍ପିଟାଲ୍‌ର ଦ୍ଵିତୀୟ ମହଲାରେ ଥିବା ଆଇସିୟୁ ଡ୍ୟୁଟି ରୁମ୍‌ରେ ହଠାତ୍ ନିଆଁ ଲାଗିଯାଇଥିଲା । ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି ସୂଚନାନୁଯାୟୀ, ବାରିପଦା ଟାଉନ୍ ଥାନା ଅନ୍ତର୍ଗତ ସାଇ
Read More...

ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀ ମୃତ

ଆସିକା: କୋଟିନଡ଼ା ଥାନା ଡିପ୍ଲଲ ସ୍କୁଲ ନିକଟରେ ମର୍ମଦୁନ୍ତ ଦୁର୍ଘଟଣା । ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ । ଟ୍ରକ୍ ଡ୍ରାଇଭର୍ ଅଟକ । ସୂଚନାନୁଯାୟୀ, କୋଟିନଡ଼ା ଥାନା ଅନ୍ତର୍ଗତ କେ. ନଚ୍ଛମନ ପଲ୍ଲୀର ପ୍ରଶାନ୍ତ କୁମାର ସ୍ୱାଇଁ (୨୩) ବ୍ରହ୍ମପୁରରୁ ବାଇକ୍‌ ଯୋଗେ ଘରକକୁ
Read More...

ବିଶ୍ୱ ପ୍ଲାଷ୍ଟିକ୍ ସର୍ଜରୀ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ପ୍ଲାଷ୍ଟିକ୍ ସର୍ଜରୀର ମହତ୍ତ୍ଵ ବିଷୟରେ ସାଧାରଣ ଲୋକଙ୍କୁ ଅବଗତ କରାଇବା ପାଇଁ ଆସୋସିଏସନ୍ ଅଫ୍ ପ୍ଲାଷ୍ଟିକ୍ ସର୍ଜନ ଅଫ୍ ଇଣ୍ଡିଆ (ଏପିଏସ୍ଇ)ର ତତ୍କାଳୀନ ସଭାପତି ଡକ୍ଟର ଏସ୍ ରାଜା ସବାପଥି ୨୦୧୧ରେ ପ୍ଲାଷ୍ଟିକ୍ ସର୍ଜରୀ ଦିବସ ପାଳନ ପ୍ରଥମେ ଆରମ୍ଭ
Read More...

ଆଇନ ମହାବିଦ୍ୟାଳୟର ପୂରାତନ ଛାତ୍ରଛାତ୍ରୀ ମାନଙ୍କ ବୈଠକ 

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଯୁଧିଷ୍ଠିର ମିଶ୍ର ଆଇନ ମହାବିଦ୍ୟାଳୟ ଠାରେ କଲେଜର ପୂରାତନ ଛାତ୍ରଛାତ୍ରୀ ମାନଙ୍କର ପ୍ରଥମ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ କଲେଜର ବହୁ ପୂରାତନ ଛାତ୍ରଛାତ୍ରୀ ଯୋଗଦେଇ ନିଜସ୍ୱ ଅନୁଭୂତି ପରିପ୍ରକାଶ କରିଥିଲେ । ଏହିକ୍ରମରେ
Read More...