shyamal
Daily Archives

ବ୍ୟକ୍ତି ଜୀବନ ଓ ଦୃଶ୍ୟ କାବ୍ୟ ଆଲୋଚନା ଚକ୍ର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ହରର ୨୫ ଗୋଟି ନାଟ୍ୟାନୁଷ୍ଠାନକୁ ନେଇ ଗଠିତ ଏକତ୍ର ରାଉରକେଲା ତରଫରୁ ବ୍ୟକ୍ତି ଜୀବନ ଓ ଦୃଶ୍ୟ କାବ୍ୟ ସମ୍ପର୍କରେ ଏକ ଆଲୋଚନା ଚକ୍ର କଲ୍‌ଚରାଲ୍‌ ଏକାଡେମୀ ଠାରେ ଅନୁଷ୍ଠିତ ହୋଇଯାଇଛି । ନାଟ୍ୟଚାର୍ଯ୍ୟ ଚିନ୍ତାମଣି ଜେନାଙ୍କ ସପ୍ତମ ଶ୍ରାଦ୍ଧ ବାର୍ଷିକୀ
Read More...

ଅଏଁଲାସାରି ଗାଁରେ ଜମି ପାଇଁ ଗଡ଼ିଲା ମୁଣ୍ଡ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜମି ପାଇଁ ଗଡ଼ିଲା ମୁଣ୍ଡ । ଜମି ବିବାଦର ଏକ ଜଘନ୍ୟ ଘଟଣା ଦେଖିବାକୁ ମିଳିଛି । କାକା ପୁଅ ଭାଇର ଟାଙ୍ଗିଆ ଚୋଟରେ ଜଣେ ଭାଇର ମୃତ୍ୟୁ ଘଟିଛି ଆଜି ସକାଳ ୬ଟା ସମୟରେ । କାକାଙ୍କ ପରିବାର ଲୋକେ ହତ୍ୟା କରିଛନ୍ତି ପୁତୁରାଙ୍କୁ । ଏଭଳି ଏକ ନୃଶଂସ ଘଟଣା ଆଜି
Read More...

ଭାରତୀୟ ଅର୍ଥବ୍ୟବସ୍ଥାର ଚମକ : ଆର୍ଥିକ ବର୍ଷ ୨୪- ୨୫ ପାଇଁ ଜିଡିପି ପୂର୍ବାନୁମାନ ୭%କୁ ବୃଦ୍ଧି କଲା ଆଇଏମ୍‌ଏଫ୍

ଅଧିକ ନିଯୁକ୍ତି, ସାମାଜିକ ନିରାପତ୍ତା ଏବଂ ସମ୍ପତ୍ତି ସୃଷ୍ଟିକୁ ପ୍ରୋତ୍ସାହିତ କରିଥାଏ ଦ୍ରୁତ ଅଭିବୃଦ୍ଧି ନୂଆଦିଲ୍ଲୀ, (ପିଆଇବି) : ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମ୍‌ଏଫ୍‌) ୨୦୨୪ - ୨୫ ଆର୍ଥିକ ବର୍ଷରେ ଭାରତର ମୋଟ ଘରୋଇ ଉତ୍ପାଦ (ଜିଡିପି)କୁ ୨୦ ବେସିସ୍ ପଏଣ୍ଟ ବୃଦ୍ଧି କରି ୭
Read More...

ବସୁଧୈବ କୁଟୁମ୍ବକମ୍‌ର ବୃକ୍ଷରୋପଣ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ବସୁଧୈବ କୁଟୁମ୍ବକମ୍ ଆନୁକୁଲ୍ୟରେ ଏକ ସପ୍ତାହବ୍ୟାପୀ ବନ ମହୋତ୍ସବ କର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ବିଭିନ୍ନ ଦିବସରେ ବିଭିନ୍ନ ବିଦ୍ୟାଳୟ ଯଥାକ୍ରମେ ପ୍ରାଥମିକ ବିଦ୍ୟାଳୟ ଛେଣ୍ଡ ବସ୍ତି, ମୁନିସିପାଲ୍
Read More...

ଗଣିତ ଉତ୍କର୍ଷ ପ୍ରଶିକ୍ଷଣ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ରାଜ ବୋଡ଼ାସମ୍ବର ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ମାଧ୍ୟମିକ ସ୍କୁଲ ଛାତ୍ରଛାତ୍ରୀଙ୍କର ଗଣିତ ବିଷୟରେ ଦକ୍ଷତା ବୃଦ୍ଧି ନିମନ୍ତେ ବରଗଡ ଶିକ୍ଷା ଜିଲ୍ଲା ପ୍ରାୟୋଜିତ ଏକ ଦିବସୀୟ ଗଣିତ ଉତ୍କର୍ଷ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି ।
Read More...

ପଦ୍ମପୁର ଓକିଲ ସଂଘ ପକ୍ଷରୁ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଓକିଲ ସଂଘ ତରଫରୁ କ୍ୟାବିନେଟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ଓଡ଼ିଶା ସରକାରଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ଓକିଲ ସଂଘ ସଭାପତି ଆନନ୍ଦ କୁମାର ପଣ୍ଡା ଏବଂ ସମ୍ପାଦକ ଚିନ୍ମୟ କୁମାର ପଣ୍ଡା
Read More...

ବଲାଙ୍ଗିର ସହରରେ ଝଲସୁଛି ଗୀତ ଘର

ବଲାଙ୍ଗିର, (କେପିଏନ୍‌ଏସ୍‌) : କବିଙ୍କ ଚିନ୍ତା ଚେତନା ସବୁବେଳେ ନିଆରା । ଧାଡ଼ିଏ କବିତାରେ, ଗୀତରେ ଜୀବନକୁ ଜିଇଁନେବାର୍‌ ପ୍ରଗଳ୍‌ଭ ଆବେଗରେ ସଦା ଛଳ ଛଳ କବିଙ୍କ ହୃଦୟ । ଆଜି ଜଣେ ଏଭଳି କବିଙ୍କୁ ଆମେ ଭେଟିବା ଯାହାଙ୍କ କେବଳ ହୃଦୟ ନୁହେଁ, ତାଙ୍କ ଘରର କାନ୍‌ଥ ବାଡ଼ରେ ବି ଧାଡ଼ି ଧାଡ଼ି
Read More...

ଚାକିରି ଦେବା ନାଁରେ ୧୨୫ ଜଣ ଯୁବକ ଯୁବତୀଙ୍କୁ ଠକେଇ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଚାକିରି ଦେବା ନାଁ ରେ ୧୨୫ ଜଣ ଯୁବକ ଯୁବତୀଙ୍କୁ ଠକେଇ । ବଲାଙ୍ଗିର ଜିଲ୍ଲାରେ ଏଭଳି ଏକ ବଡ ଧରଣର ଠକେଇ ଅଭିଯୋଗ ଆଜି ସାମ୍ନାକୁ ଆସିଛି । ଗ୍ୟାସ କମ୍ପାନୀରେ କାମ ଦେବାକୁ କହି ଏହି ଯୁବକ ଯୁବତୀଙ୍କ ଠାରୁ ଝûରସୁଗୁଡାର ଜଣେ ଯୁବକ ୩୭ ହଜାର ୫୦୦ ଟଙ୍କା ଠକି
Read More...

ବଲାଙ୍ଗିର ଚାନ୍ଦ ମନ୍ଦିରରେ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ସୁନାବେଶ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସକଳ ରୂପ ଅରୁପର ଆଧାର, ବେଶ ବହୁଳ ଓ ବିଭିନ୍ନତାର ପରିପୂର୍ଣ୍ଣ ଜଗତର ନାଥ ଜଗନ୍ନାଥ ମହାପ୍ରଭୁଙ୍କର ପ୍ରସିଦ୍ଧ ସୁନାବେଶ ବୁଧବାର ସ୍ଥାନୀୟ ଟିକ୍ରାପଡା ଶ୍ରୀକ୍ଷେତ୍ର ଚାନ୍ଦ ମନ୍ଦିରରେ ଅନୁଷ୍ଠିତ ହୋଇଯାଇଛି । ପବିତ୍ର ଆଷାଢ ଶୁକ୍ଳ ବଡଏକାଦଶୀ ଦିନ ଅନୁଷ୍ଠିତ
Read More...

ଖଲ୍ଲିକୋଟ ରଥଯାତ୍ରାରେ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ସ୍ୱେଚ୍ଛାସେବୀ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରାରେ ବିଭିନ୍ନ ଉଲ୍ଲେଖନୀୟ ସେବା କାର୍ଯ୍ୟ କରି ସମସ୍ତଙ୍କଠୁ ତଥା ଓଡ଼ିଶାର ମୁଖ୍ୟ ଶାସନ ସଚିବଙ୍କଠୁ ପ୍ରଶଂସା ପାଇବା ପରେ ଛତ୍ରପୁରର ଅଗ୍ରଣୀ ସଂଗଠନ 'ସେବା ପ୍ରତିନିଧି' ସ୍ଵେଚ୍ଛାସେବୀ ଅନୁଷ୍ଠାନର ସଦସ୍ୟମାନେ
Read More...