Daily Archives

ରାଜାଘର ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ସିଂହଦ୍ଵାର ରଥ ଉପରେ ସୁନାବେଶରେ ଝଲସି ଉଠିଲେ ଶ୍ରୀଜୀଉ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ସୁନାବେଶରେ ଝଲସି ଉଠିଲେ ଶ୍ରୀଜୀଉ । ଛତ୍ରପୁର ସହରର ତାଡେପଲ୍ଲୀ ସାହି ସ୍ଥିତ ରାଜାଘର ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ପକ୍ଷରୁ ରଥ ଉପରେ ଶ୍ରୀଜୀଉଙ୍କ ସୁନାବେଶ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ପାରମ୍ପରିକରୀତିରେ ମହାପ୍ରଭୁ ଶ୍ରୀଜଗନ୍ନାଥ,
Read More...

ଆଗାମୀ ୧୦୦ ଦିନ ପାଇଁ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଅଧୀନରେ ଯୋଜନା ଏବଂ ପ୍ରମୁଖ ପଦକ୍ଷେପ ଗୁଡିକର ଅଗ୍ରଗତି…

ନୂଆଦିଲ୍ଲୀ, (ପିଆଇବି) : ନୂଆଦିଲ୍ଲୀରେ ଅନୁଷ୍ଠିତ ଏକ ଦିନିକିଆ ବୈଠକରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ଏବଂ ରାଷ୍ଟ୍ରମନ୍ତ୍ରୀ ଦୁର୍ଗା ଦାସ ଉଇକେ ଯୋଜନା ଗୁଡିକର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି ଏବଂ ଆଗାମୀ ୧୦୦ ଦିନ ପାଇଁ ମନ୍ତ୍ରଣାଳୟର ପ୍ରମୁଖ ପଦକ୍ଷେପ
Read More...

ବରଗଡ ମହିଳା ସମିତି ପକ୍ଷରୁ ବିଧାୟକଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ମହିଳା ସମିତି ପକ୍ଷରୁ ବିଧାୟକ ଅଶ୍ଵିନୀ ଷଡ଼ଙ୍ଗୀଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ ଅବସରରେ ବିଧାୟକଙ୍କ ନିଶାମୁକ୍ତ ବରଗଡ଼ ଅଭିଯାନ ସଙ୍କଳ୍ପକୁ ସାକାର ରୂପ ଦେବାରେ ମହିଳା ସମିତି ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିବ ବୋଲି ଘୋଷଣା କରାଯାଇଛି ।
Read More...

ପ୍ରଫେସର ନାରାୟଣ ପୃଷେଠ୍‌ଙ୍କ ‘ମୁଦ୍ରା ଓ ଅର୍ଥନୀତି’ ପୁସ୍ତକ ଲୋକାର୍ପିତ

ଗୁଗୁଲ ସର୍ଚ୍ଚ ଓଡିଆରେ କରିବା ବ୍ୟବସ୍ଥା ହେବ : ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ସ୍ମୃତିବିନ୍ଦୁ ଫାଉଣ୍ଡେସନ୍ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଏକ ଆଲୋଚନାଚକ୍ର ଓ ପୁସ୍ତକ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।
Read More...

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହେଲେ ଅରିନ୍ଦମ ଡାକୁଆ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆ । ୨୦୧୧ ବ୍ୟାଚ୍‌ର ଆଇଏଏସ୍‌ ଅଫିସର୍‌ ଶ୍ରୀ ଡାକୁଆ ପୂର୍ବରୁ କେନ୍ଦୁଝର ଜିଲ୍ଲା ଚଂପୁଆରେ ଉପଜିଲ୍ଲାପାଳ ଭାବେ କାର୍ଯ୍ୟ କରିଥିବା ବେଳେ ବଲାଙ୍ଗିର ଓ ନୟାଗଡ଼ରେ ଜିଲ୍ଲାପାଳ
Read More...