Daily Archives

ଭିଜିଲାନ୍ସ କବଜାରେ ଗୋଲାମୁଣ୍ଡା ବ୍ଲକ ବୃନ୍ଦାବାହାଲ ସରପଞ୍ଚ : ନଗଦ ୫.୪ ଲକ୍ଷ ଟଙ୍କା ସହିତ ବୋଲେରୋ ଜବତ

ଭବାନୀପାଟଣା, (ନିକୁଞ୍ଜ ଚଲାନ) : କଳାହାଣ୍ଡି ଜିଲ୍ଲାର ଗୋଳାମୁଣ୍ଡା ବ୍ଲକ ଅନ୍ତର୍ଗତ ବୃନ୍ଦାବାହାଲ ସରପଞ୍ଚ ଇଞ୍ଜିନିୟର ଦିନେଶ କୁମାର ରାଉତଙ୍କୁ ନଗଦ ୫.୪ ଲକ୍ଷ ଟଙ୍କା ସହିତ ଧରିଲା ଭିଜିଲାନ୍ସ ଟିମ୍ । ସରପଞ୍ଚ ଦୀନେଶ କୁମାର ରାଉତ ଗୋଲାମୁଣ୍ଡାରୁ ବୃନ୍ଦାବାହାଲ ଅଭିମୁଖେ ନିଜର ଓଡ଼ି ୦୮
Read More...

ଆଡ୍‌ଭୋକେଟ୍‌ ଜେନେରାଲ ଭାବେ ପୀତାମ୍ବରଙ୍କୁ ମିଳିଲା ନିଯୁକ୍ତି

ଭୁବନେଶ୍ୱର : ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କୁ ମିଳିଲା ବଡ଼ ଦାୟିତ୍ୱ । ପୀତାମ୍ବରଙ୍କୁ ଆଡ୍‌ଭୋକେଟ୍‌ ଜେନେରାଲ ଭାବେ ନିଯୁକ୍ତି ମିଳିଛି । ପୀତାମ୍ବରଙ୍କୁ ଏଜି ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ପୀତାମ୍ବରଙ୍କ ନିଯୁକ୍ତି ନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
Read More...

ଦେଶର ସୁରକ୍ଷା ଆହ୍ୱାନର ମୁକାବିଲା ପାଇଁ ଦାୟିତ୍ୱରେ ଥିବା ଆଇବିର ମଲ୍ଟି ଏଜେନ୍ସି ସେଣ୍ଟର (ଏମ୍ଏସି) କାର୍ଯ୍ୟର…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ, ଏମ୍‌ଏସି ଢାଞ୍ଚାର ବିସ୍ତାର ଏବଂ ଫଳପ୍ରଦତା ବୃଦ୍ଧି କରିବା ପାଇଁ ଏକ ବଡ଼ ବୈଷୟିକ ଓ ପରିଚାଳନାଗତ ସଂସ୍କାର ଦେଇ ଗତି କରିବାକୁ ଯାଉଛିଦେଶର ପରିବର୍ତ୍ତିତ ସୁରକ୍ଷା ବିପଦ ପରିସ୍ଥିତିର ମୁକାବିଲା ପାଇଁ ଆତଙ୍କବାଦୀ ନେଟ୍‌ୱର୍କ ଏବଂ
Read More...

ସୁନାଖାଇ ପୋଲରୁ ତଳକୁ ଖସିଲା ବସ୍ : ୪୦ରୁ ଅଧିକ ଆହତ

ବୌଦ୍ଧ : ବୌଦ୍ଧ ବାମଣ୍ଡା ନିକଟ ସୁନାଖାଇ ପୋଲରୁ ତଳକୁ ଖସିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି । ସମସ୍ତଙ୍କୁ ବୌଦ୍ଧ ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତର ମାନଙ୍କୁ ବୁର୍ଲା ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି । ବସ୍‌ଟି ଭୁବନେଶ୍ୱରରୁ
Read More...

୨୩ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତରେ ପରିଣତ ହୋଇଛି । ବର୍ତ୍ତମାନ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୪ କିମି ବେଗରେ ଗତି କରୁଛି । ଏବେ ପୁରୀ ଠାରୁ ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ ୪୦ କିମି ଦୂର ଓ ଗୋପାଳପୁରରୁ ପୂର୍ବ-ଉତ୍ତରପୂର୍ବ ଦିଗରେ
Read More...

ଜାତୀୟ ରାଜପଥରେ ଯୁବକଙ୍କୁ ଛୁରା ମାଡ଼ : ହତ୍ୟା ସନ୍ଦେହ

ସୋର : ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗର ନିକଟରେ ଜଣେ ଯୁବକଙ୍କୁ ଛୁରା ମାଡ଼ କରାଯାଇଥିବା ବେଳେ ତାଙ୍କର ମୃତ୍ୟୁ ହୋଇଛି । ମୃତ ଯୁବକ ଜଣଙ୍କ ପୁରୀ ଟାଉନ ଥାନା ଗୁଣ୍ଡିଚା ମନ୍ଦିର ଅଂଚଳର ରବିନାରାୟଣ ଗୁଲି ବୋଲି ଜଣାପଡିଛି । ସୂଚନା ଅନୁସାରେ ମୃତ ରବିନାରାୟଣ ଆଜି ରାତିରେ
Read More...

ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ୱର୍ଗତ କମଳା ପୂଜାରୀ ଜଣେ ଅସାଧାରଣ ଗୁଣୀ, ସାଧିକା ଓ ତ୍ୟାଗୀ ମହିଳା ଥିଲେ । ଶତାଧିକ ସ୍ୱଦେଶୀ ଧାନ ଓ ଅନ୍ୟାନ୍ୟ ଶସ୍ୟର ବିହନ ସଂରକ୍ଷଣ
Read More...