Daily Archives

ଧର୍ମ ପରାୟଣା ବାସନ୍ତୀ ଚନ୍ଦଙ୍କ ପରଲୋକ

ଭୋଗରାଇ, (ଶିବନାରାୟଣ ପାତ୍ର) : ଭୋଗରାଇ ବ୍ଲକ ଆରୁହାବୃତ୍ତି ନଂ -୧ ପଞ୍ଚାୟତ ସେହି ଗ୍ରାମର ଧର୍ମ ପରାୟଣା ମହିଳା ତଥା ଅଞ୍ଚଳବାସୀଙ୍କ ଆଦରଣୀୟା ବାସନ୍ତୀ ଚନ୍ଦଙ୍କ (୬୦) ପରଲୋକ ହୋଇଯାଇଛି । ଦିବଙ୍ଗତା ଚନ୍ଦ ଦୀର୍ଘ ଦିନ ଧରି ଯକୃତ ରୋଗରେ ପୀଡିତ ଥାଇ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଡାକ୍ତର
Read More...

ଟିଟିଲାଗଡ଼ରେ ୧୩୨/୩୩ କେଭି ଗ୍ରୀଡ୍‌ ସ୍ଥାପନ ପାଇଁ ଶକ୍ତି ମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ ଟିଟିଲାଗଡ଼ ବିଧାୟକ…

ଟିଟିଲାଗଡ଼, (ସଂଜୟ କୁମାର ନାୟକ) : ଦୀର୍ଘ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଅଞ୍ଚଳବାସୀ ଭୋଗୁଥିବା ବିଜୁଳି ସମସ୍ୟାକୁ ଦୂର କରିବା ପାଇଁ ଟିଟିଲାଗଡ଼ର ବିଧାୟକ ନବୀନ ଜୈନ ସୋମବାର ଦିନ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ୧୩୨/୩୩ କେଭି ଗ୍ରୀଡ୍‌ ନିର୍ମାଣ କରିବାକୁ ଏକ ଦାବିପତ୍ର
Read More...

ରୋଟାରୀ କ୍ଲବ ଅଫ୍ ରାଉରକେଲା ଭାଇବ୍ରାଣ୍ଟର ସାମାଜିକ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ୍ ରାଉରକେଲା ଭାଇବ୍ରାଣ୍ଟ ତରଫରୁ ଜନନୀ ଓ ଶିଶୁ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଫର୍ଟିଲାଇଜର ବାଲିଯୋଡି ଏବିସି କ୍ଲବ୍ ସ୍ଥିତ ଅଙ୍ଗନୱାଡ଼ି କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ରୋଟାରୀଆନ୍‌ ପ୍ରଶାନ୍ତ ରଞ୍ଜନ
Read More...

ଦ ମିରର ସୋସିଆଲ୍‌ ଫାଉଣ୍ଡେସନ୍‌ ଅନୁଷ୍ଠାନ ତରଫରୁ ଗୁରୁ ପୂର୍ଣ୍ଣିମା ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାମାଜିକ ସଂଗଠନ ଦ ମିରର ସୋସିଆଲ୍‌ ଫାଉଣ୍ଡେସନ୍‌ ଅନୁଷ୍ଠାନ ତରଫରୁ ରାଉରକେଲାର ଛେଣ୍ଡ ସ୍ଥିତ ଆଶାଦୀପ ଅନୁଷ୍ଠାନ ଠାରେ ଗୁରୁ ପୂର୍ଣ୍ଣିମା ପାଳନ କରାଯାଇଥିଲା । ଦ ମିରର ଫାଉଣ୍ଡେସନ୍‌ ଅନୁଷ୍ଠାନର ଚେୟାରମ୍ୟାନ୍‌ ବିଶ୍ୱଜିତ ରାଉତଙ୍କ
Read More...

ବରଗଡ ସାଂସଦ ପ୍ରଦୀପ ପୁରୋହିତଙ୍କ ଉଦ୍ୟମ କ୍ରମେ ମୁଖ୍ୟମନ୍ତ୍ରୀ ବସ୍‌ ସେବା ଲଖମରା ଗାନ୍ଧୀ ଛକରୁ ଆରମ୍ଭ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ସୋମବାର ଦିନ ୮ଟା ସମୟରେ ବରଗଡ ସାଂସଦ ପ୍ରଦୀପ ପୁରୋହିତ ତଥା ପାଇକମାଲ ବିଡିଓଙ୍କ ଉଦ୍ୟମ କ୍ରମେ ଆଜି ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଲଖମରାରୁ ମୁଖ୍ୟମନ୍ତ୍ରୀ ବସ୍‌ ସେବା ଆରମ୍ଭ ହୋଇଛି । ଏହି ବସ୍‌ ଆଗରୁ ସାପଲହର ପର୍ଯ୍ୟନ୍ତ ଚାଳୁଥିଲା । ଏହି
Read More...

ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ପାଟଣାଗଡ, (କେପିଏନ୍‌ଏସ୍‌) : ବଣାଇମୁଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଗତ ତା.୨୦.୦୭.୨୦୨୪ ଦିନ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ବିଘ୍ନେଶ୍ୱର ଯୋଶୀ ଏବଂ ପ୍ରାକ୍ତନ ସି. ଆର୍. ସି. ସି. ଅନାଦି ବିଶିଙ୍କ ସମ୍ମାନାର୍ଥେ କ୍ଲଷ୍ଟରସ୍ତରୀୟ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ
Read More...

ରାଜା ସମରେନ୍ଦ୍ର ପ୍ରତାପ ସିଂହଦେଓଙ୍କ ପରଲୋକ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ରାଜା ସମରେନ୍ଦ୍ର ପ୍ରତାପ ସିଂହଦେଓ (୮୦)ଙ୍କ ପରଲୋକ ହୋଇଯାଇଛି । ରାଜ ପରିବାରର ରାଜା ଗୌରଚନ୍ଦ୍ର ସିଂହଦେଓଙ୍କ ଜେଷ୍ଠ ପୁତ୍ର ସମରେନ୍ଦ୍ର ପ୍ରତାପ ଦୀର୍ଘ ଦିନ ହେଲା ଅସୁସ୍ଥ ରହି ଚିକିତ୍ସିତ ହେଉଥିଲେ । ତାଙ୍କର ଦୁଇ ଝିଅ
Read More...

ସ୍ତ୍ରୀ ଓ ଶାଶୁଙ୍କୁ ଟାଙ୍ଗିଆରେ ହତ୍ୟା କଲା ଜ୍ଵାଇଁ

ରେଢାଖୋଲ : ରେଢାଖୋଲ ଥାନା ପୋଡା ବଲଣ୍ଡା ଗାଁରେ ଡବଲ ମର୍ଡର । ସ୍ତ୍ରୀ ଓ ଶାଶୁଙ୍କୁ ହତ୍ୟା କଲା ଜ୍ଵାଇଁ । ଶ୍ୱଶୁର ଘରକୁ ଯାଇ ସ୍ତ୍ରୀ ଓ ଶାଶୁଙ୍କୁ ଟାଙ୍ଗିଆରେ ହତ୍ୟା କରିଛି । ମୃତକ ଦ୍ଵୟ ହେଲେ ଗାୟତ୍ରୀ ସାହୁ ଓ ରୁକ୍ମଣୀ ସାହୁ । ଅଭିଯୁକ୍ତ ଜଣକ ହେଲେ ମିଥୁନ ସାହୁ । ପାରିବାରିକ
Read More...

ପୁରେନାରେ ଶିକ୍ଷଣ ସାମଗ୍ରୀ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଶିକ୍ଷା ସପ୍ତାହ ପାଳନ ଅବସରରେ ଆଜି ପଦ୍ମପୁର ଉପଖଣ୍ଡ ପୁରେନା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସରରେ ଶିକ୍ଷଣ ସାମଗ୍ରୀ ଦିବସ ପାଳିତ ହୋଇଯାଇଛି । ଏହି ସଭାରେ ସଭାପତିତ୍ୱ କରିଥିଲେ ପ୍ରଧାନଶିକ୍ଷକ ରେଣୁଧର ସାହୁ । ଅତିଥି ଶିକ୍ଷକ ଭାବରେ ଆଜି ଯୋଗଦାନ
Read More...

ଭଟଲିରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

ବରଗଡ, (ନିରୋଜ କୁମାର ପାଣୀ) : ଭଟଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଅରକ୍ଷୀ ଅଧିକ୍ଷକ ପ୍ରହଲ୍ଲା ସହାୟ ମୀନାଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ
Read More...