Daily Archives

ନୂଆ ଟିକସ୍‌ ବ୍ୟବସ୍ଥାକୁ ଅଧିକ ଆକର୍ଷଣୀୟ କଲେ ସରକାର

ଷ୍ଟାଣ୍ଡାର୍ଡ ଡିଡକ୍ସନ ୫୦,୦୦୦ ଟଙ୍କାରୁ ୭୫,୦୦୦ ଟଙ୍କାକୁ ବୃଦ୍ଧି୧୭,୫୦୦ ଟଙ୍କା ପର୍ଯ୍ୟନ୍ତ ସଞ୍ଚୟ କରିବେ ବେତନଭୋଗୀ ନୂଆଦିଲ୍ଲୀ, (ପିଆଇବି) : କର୍ନ୍ଦ୍ର ଅର୍ଥ ଓ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଆଜି ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ
Read More...

ଉତ୍ପାଦକତା ବୃଦ୍ଧି ଏବଂ ଜଳବାୟୁ ସହନଶୀଳ ପ୍ରଜାତିର ବିକାଶ ପାଇଁ କୃଷି ଗବେଷଣା ବ୍ୟବସ୍ଥା ଉପରେ ଧ୍ୟାନ ପ୍ରଦାନ

ନୂତନ ୧୦୯ଟି ଉଚ୍ଚ ଉତ୍ପାଦନକାରୀ ଏବଂ ୩୨ଟି ଜଳବାୟୁ ସହନଶୀଳ ଫସଲ ପ୍ରଜାତିର ଶୁଭାରମ୍ଭ ଘୋଷଣାଆସନ୍ତା ଦୁଇ ବର୍ଷ ମଧ୍ୟରେ ୧ କୋଟି କୃଷକଙ୍କୁ ପ୍ରାକୃତିକ ଚାଷ ପାଇଁ ପ୍ରୋତ୍ସାହିତ କରାଯିବଗ୍ରାମୀଣ ଅର୍ଥନୀତିର ଦ୍ରୁତ ଅଭିବୃଦ୍ଧି ଏବଂ ବୃହତ ସ୍ତରରେ ନିଯୁକ୍ତି ସୁଯୋଗ ସୃଷ୍ଟି ନୀତିର ଲକ୍ଷ୍ୟ
Read More...

ଗୁଡଭେଲା ବ୍ଲକ୍‌ର ସମସ୍ତ ବିଦ୍ୟାଳୟରେ ଶିକ୍ଷା ସପ୍ତାହ ପାଳିତ ଓ ବ୍ଲକ୍‌ସ୍ତରୀୟ ଟି. ଏଲ୍. ଏମ୍ ମେଳା ଆୟୋଜିତ

ଗୁଡଭେଲା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଗୁଡଭେଲା ବ୍ଲକ୍‌ର ଆଠଟି କ୍ଲଷ୍ଟର୍‌ର ସମସ୍ତ ବିଦ୍ୟାଳୟରେ ଶିକ୍ଷା ସପ୍ତାହ ପାଳିତ ହେଉଛି । ଏହା ଜୁଲାଇ ୨୨ରୁ ଆରମ୍ଭ ହୋଇ ଜୁଲାଇ ୨୮ ପର୍ଯ୍ୟନ୍ତ ଚାଲୁ ରହିବ । ପ୍ରଥମ ଦିବସରେ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି, ଦ୍ୱିତୀୟ ଦିନରେ
Read More...

କେନ୍ଦ୍ର ବଜେଟ୍‌ ୨୦୨୪-୨୫ରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ପାଇଁ ୧.୫୨ ଲକ୍ଷ କୋଟି ଟଙ୍କାର ବ୍ୟବସ୍ଥା

ଖରିଫ ପାଇଁ ଡିଜିଟାଲ ଫସଲ ସର୍ଭେ, ୪୦୦ ଜିଲ୍ଲାରେ ହେବ ଡିଜିଟାଲ ସାର୍ବଜନୀନ ଭିତ୍ତିଭୂମିର ବ୍ୟବହାରତୈଳବୀଜ ପାଇଁ 'ଆତ୍ମନିର୍ଭରତା' ହାସଲ ନିମନ୍ତେ ରଣନୀତି ପ୍ରସ୍ତୁତ କରାଯାଉଛିପନିପରିବା ଉତ୍ପାଦନ ପାଇଁ ବୃହତ୍ କ୍ଲଷ୍ଟର୍ ଗୁଡ଼ିକୁ ପ୍ରମୁଖ ଉପଭୋକ୍ତା କେନ୍ଦ୍ର ନିକଟରେ ବିକଶିତ
Read More...

ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଶିକ୍ଷା ସପ୍ତାହ ପାଳନ ଅବସରରେ ଆଜି ଦ୍ୱିତୀୟ ଦିବସରେ ପଦ୍ମପୁର ଉପଖଣ୍ଡ ପୁରେନା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଏହି ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରେଣୁଧର ସାହୁ
Read More...

ଆର୍‌. ଏସ୍. ଏସ୍. ଏବଂ ଗାଙ୍ଗପୁର ମଜଦୁର ମଞ୍ଚ ପକ୍ଷରୁ ଗଣବିକ୍ଷୋଭ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରେକଲା ଇସ୍ପାତ କାରଖାନାରେ ସ୍ୱୀକୃତି ନିର୍ବାଚନ ତୁରନ୍ତ କରାଯିବା ସହ ନିୟମ ଅନୁଯାଇ ସ୍ୱୀକୃତିପ୍ରାପ୍ତ ୟୁନିୟନର ଦାୟିତ୍ୱ ଦେବା ପାଇଁ ଗତକାଲି ରାଉରକେଲା ଶ୍ରମିକ ସଂଘ (ଆର୍‌ଏସ୍ଏସ୍) ଏବଂ ଗାଙ୍ଗପୁର ମଜ୍‌ଦୁର୍‌ ମଞ୍ଚ ପକ୍ଷରୁ ଏକ ବିଶାଳ ଗଣବିକ୍ଷୋଭ
Read More...

ସ୍ୱଚ୍ଛସାଥୀ ଓ ସୁପରଭାଇଜର୍‌ ଜିଲ୍ଲାପାଳଙ୍କ ଦ୍ଵାରସ୍ଥ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସଫେଇ ଓ ପରିମଳ କାର୍ଯ୍ୟରେ ନିୟୋଜିତ ସ୍ୱଚ୍ଛସାଥୀ ଓ ସୁପରଭାଇଜର୍‌ ବର୍ଦ୍ଧିତ ଦରମା ସମେତ ଅନ୍ୟାନ୍ୟ ଦାବି ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟି ଆଲୋଚନା କରିଛନ୍ତି ଓଡିଶା ସ୍ୱଚ୍ଛସାଥୀ ଓ ସୁପରଭାଇଜର୍‌ ସଂଘ । ରାଜ୍ୟର ବିଭିନ୍ନ ମହାନଗର ନିଗମ, ପୌରପରିଷଦ ଓ
Read More...

ବଦଳିଲା ଆୟକର ସ୍ଲାବ୍‌ ରେଟ୍‌ : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବଜେଟ୍‌ ଉପସ୍ଥାପନ

ନୂଆଦିଲ୍ଲୀ : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍‌ ଉପସ୍ଥାପନ କରିଛନ୍ତି । ଦେଶର କୋଟି କୋଟି ଟିକସଦାତାଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି ଅର୍ଥମନ୍ତ୍ରୀ । ଆୟକର ସ୍ଲାବ୍‌ରେ ପରିବର୍ତ୍ତନ କରି ଆୟକର ଦାତାଙ୍କୁ ଆଶ୍ୱସ୍ତି ଦେଇଛନ୍ତି
Read More...

ଆସନ୍ତା ୨୯ରେ ବିଧାନସଭା ଘେରାଉ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନିଖିଳ ଓଡିଶା ପୌର ୱାର୍ଡ କୋର୍ଡିନେଟର ୟୁନିଅନ୍‌ ୩ ଦଫା ଦାବି ନେଇ ଆସନ୍ତା ୨୯ ତାରିଖ ଦିନ ବିଧାନସଭା ଘେରାଉ କରିବ । ବିଭିନ୍ନ ପ୍ରକାର ସରକାରୀ ସେବାରେ ୱାର୍ଡ କୋର୍ଡିନେଟର ମାନଙ୍କୁ ନିଯୁକ୍ତ କରାଯାଉଥିଲେ ହେଁ ସେମାନଙ୍କୁ ପାରିତୋଷିକ ବା ଦରମା ପ୍ରଦାନ
Read More...

ଆସନ୍ତା ୪ ଦିନ ଯାଏଁ ବର୍ଷାରେ ଭିଜିବ ସାରା ଓଡ଼ିଶା : ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ଆସନ୍ତା ୪ ଦିନ ଯାଏଁ ବର୍ଷାରେ ଭିଜିବ ସାରା ଓଡ଼ିଶା । କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ କେଉଁଠି ପ୍ରବଳ ବର୍ଷିପାରେ । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଆସନ୍ତା ୩ ଘଣ୍ଟା ମଧ୍ୟରେ ବୌଦ୍ଧ, କନ୍ଧମାଳ, ବଲାଙ୍ଗିର,
Read More...