Monthly Archives

July 2024

ବ୍ରହ୍ମପୁର ଠାରେ ୭୮ତମ ସ୍ଵାଧୀନତା ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଉପଖଣ୍ଡ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ବ୍ରହ୍ମପୁର ଉପଖଣ୍ଡସ୍ତରୀୟ ସ୍ଵାଧୀନତା ଦିବସ ପାଳନ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବ୍ରହ୍ମପୁର ଉପଜିଲ୍ଲାପାଳ
Read More...

ଆସନ୍ତା ୩୧ ଯାଏଁ ପ୍ରବଳ ବର୍ଷା : ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଆସନ୍ତା ୩୧ ତାରିଖ ଯାଏଁ ଛେଚିବ ବର୍ଷା । ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଯୋଗୁଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ । ସମ୍ଭାବ୍ୟ ବର୍ଷାକୁ ଦେଖି ଆଜି ପାଇଁ ରାଜ୍ୟର ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୫ଟି ଜିଲ୍ଲା ହେଲା
Read More...

ସ୍ୱାମୀ ସ୍ତ୍ରୀଙ୍କୁ ଭୁଜାଲିରେ ହାଣି ହତ୍ୟା କଲା ଦୁର୍ବୃତ୍ତ

ରେଢ଼ାଖୋଲ : ରେଢ଼ାଖୋଲ ଥାନା ଅନ୍ତର୍ଗତ ଘରେ ପାଣ୍ଡିରିଶିଳା ଗାଁରେ ଦମ୍ପତିଙ୍କୁ ଭୁଜାଲିରେ ହାଣି ହତ୍ୟା ଅଭିଯୋଗ ହୋଇଛି । ଉଭୟେ ସ୍ୱାମୀ ସ୍ତ୍ରୀ ନିଜ ଘରେ ଶୋଇଥିବା ବେଳେ କେହି ଦୁର୍ବୃତ୍ତ ଦମ୍ପତିଙ୍କୁ ହତ୍ୟା କରିଥିବା ଜଣାପଡିଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘର ଭିତରୁ
Read More...

ଶିକ୍ଷା ସପ୍ତାହ ଉପଲକ୍ଷେ ଜୀବନ ଲକ୍ଷ୍ୟ ପାଇଁ ସବୁଜବାହିନୀ ଦିବସ ପାଳନ

ଏସ୍‌. ରାମପୁର, (ସୁଶିଳ କୁମାର ମିଶ୍ର) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ କେନ୍ଦୁପାଲି ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ସପ୍ତାହ ଉପଲକ୍ଷେ ଜୀବନ ଲକ୍ଷ୍ୟ ପାଇଁ ସବୁଜବାହିନୀ ଦିବସ ପାଳିତ ହୋଇଯାଇଛି । ଗଛ ଲଗାଇବାକୁ ପ୍ରୋତ୍ସାହନ ଦେବା ଓ ପରିବେଶ ସହିତ ଶିକ୍ଷାକୁ ଯୋଡିବା
Read More...

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ନୀତି ଆୟୋଗର ନବମ ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ

କେନ୍ଦ୍ର ଓ ରାଜ୍ୟଗୁଡ଼ିକର ସାମୂହିକ ପ୍ରୟାସ ବିକଶିତ ଭାରତ - ୨୦୪୭ ସ୍ୱପ୍ନକୁ ସାକାର କରିବ : ପ୍ରଧାନମନ୍ତ୍ରୀବିକଶିତ ରାଜ୍ୟମାନଙ୍କ ମାଧ୍ୟମରେ ବିକଶିତ ଭାରତର ସ୍ୱପ୍ନ ସାକାର ହୋଇପାରିବ; ପ୍ରତ୍ୟେକ ରାଜ୍ୟ ଏବଂ ଜିଲ୍ଲା ୨୦୪୭ ପାଇଁ ଏକ ସଂକଳ୍ପ ଧାର୍ଯ୍ୟ କରିବା ଉଚିତ ଯାହା ଦ୍ୱାରା ବିକଶିତ
Read More...

ବିଶ୍ୱ ପ୍ରକୃତି ସଂରକ୍ଷଣ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପ୍ରତିବର୍ଷ ଜୁଲାଇ ୨୮ ରେ, 'ବିଶ୍ୱ ପ୍ରକୃତି ସଂରକ୍ଷଣ ଦିବସ' ପାଳନ ହୁଏ । ସ୍ଵାସ୍ଥ୍ୟକର ପରିବେଶ ହେଉଛି ଏକ ସୁସ୍ଥ ସମାଜ ପାଇଁ ମୂଳଦୁଆ । ପ୍ରାକୃତିକ ସମ୍ପଦ ସୁରକ୍ଷାର ଗୁରୁତ୍ୱ ବିଷୟରେ ସଚେତନତା ଜାଗ୍ରତ କରିବା ପାଇଁ ଏହି ଦିବସ ପାଳନ ଏକ ସୁଯୋଗ
Read More...

ଯୋୟା ଇ-ବାଇକ ସୋ’ ରୁମ୍‌ରେ ଇଣ୍ଡଷ୍ଟ୍ରି ଭିଜିଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଝରମୁଣ୍ଡା ଉଚ୍ଚ ବିଦ୍ୟାଳୟର ଛାତ୍ରମାନେ ଇଣ୍ଡଷ୍ଟ୍ରି ଭିଜିଟରେ ସହର ସ୍ଥିତ ଯୋୟା ଇ-ବାଇକ୍ ସୋ' ରୁମ୍‌କୁ ଆସିଛନ୍ତି । ଛାତ୍ରମାନେ ସ୍କୁଲର ଶିକ୍ଷକ ଅଭିନାଶ ସିଂ ଏବଂ କପିଳାଶ କୁମ୍ଭାରଙ୍କ ସହ ଏହି ଇଣ୍ଡଷ୍ଟ୍ରି ଭିଜିଟରେ ଆସିଥିବା ବେଳେ
Read More...

‘ମା’ ପାଇଁ ଗଛଟିଏ’ ସ୍ଲୋଗାନ ନେଇ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ବ୍ୟାପକ ବୃକ୍ଷରୋପଣ…

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଜାତୀୟ ସେବା ଶିବିର ଏନ୍‌.ଏସ୍‌.ଏସ୍‌. ପକ୍ଷରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ବ୍ୟାପକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜନ ହୋଇଯାଇଛି । ମା' ପାଇଁ ଗଛଟିଏ ସ୍ଲୋଗାନ ନେଇ ଜାତୀୟ ସେବା ଯୋଜନା ପିଜି ୟୁନିଟ ପକ୍ଷରୁ ଶନିବାର ବ୍ରହ୍ମପୁର
Read More...

ସାପ କାମୁଡ଼ିବା ଘଟଣାରେ ମୃତପରିବାରବର୍ଗଙ୍କୁ ଭେଟିଲେ ବିଜେପି ପ୍ରତିନିଧି ଦଳ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ବିବିନା ପଞ୍ଚାୟତ ଜାମପଦର ଗାଁରେ ଗତ ୨୫ ତାରିଖ ଦିନ ସାପ କାମୁଡାରେ ୨ ଭାଇଭଉଣୀଙ୍କ ମୃତ ଘଟଣାକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଏହି ଘଟଣାକୁ ନେଇ ଶୁକ୍ରବାର ଟିଟିଲାଗଡ଼ ନିର୍ବାଚନ ମଣ୍ଡଳୀର ବିଜେପି ପ୍ରତିନିଧି ଦଳ
Read More...

ପରିବହନ ବିଭାଗ ମନ୍ତ୍ରୀ ବିଭୁତିଭୂଷଣ ଜେନାଙ୍କୁ ଭେଟିଛନ୍ତି ଯୁବନେତା ପ୍ରିତେଶ ବହିଦାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡରେ ଦୀର୍ଘ ୨୫ ବର୍ଷ ଧରି ଲାଗିରହିଥିବା ଗମନାଗମନ ସମସ୍ୟା ବିଷୟରେ ଓଡିଶା ସରକାରଙ୍କ ପରିବହନ ମନ୍ତ୍ରୀ ବିଭୁତିଭୂଷଣ ଜେନାଙ୍କ ସହ ସାକ୍ଷାତ ଆଲୋଚନା କରି ପଦ୍ମପୁର ଅଂଚଳର ଜନସାଧାରଣଙ୍କ ସମସ୍ୟାର ସମାଧାନ କରିବାକୁ ଦାବି
Read More...