Monthly Archives

July 2024

କେନ୍ଦ୍ରୀୟ ରିଜର୍ଭ ପୋଲିସ ପ୍ରତିଷ୍ଠା ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (ସିଆର୍‌ର୍ପିଏଫ) ୨୭ ଜୁଲାଇ ୨୦୨୪ରେ ଏହାର ୮୬ତମ ସ୍ଥାପନା ଦିବସ ପାଳନ କରୁଛି । ଏହି ବିଶେଷ ଦିନ ଆମ ଦେଶର ଏକତା, ଅଖଣ୍ଡତା ଏବଂ ସାର୍ବଭୌମତ୍ୱକୁ ରକ୍ଷା କରିବାରେ ସିଆର୍‌ପିଏଫ୍‌ର ମହତ୍ଵପୂର୍ଣ୍ଣ ଭୂମିକା ତଥା
Read More...

ମୁମ୍ବାଇରେ ଭୁଶୁଡ଼ିଲା ତିନି ମହଲା କୋଠା

ମୁମ୍ବାଇ : ନବି ମୁମ୍ବାଇରେ ଏକ ତିନି ମହଲା ବିିଶିଷ୍ଟ କୋଠା ଭୁଶୁଡ଼ି ପଡ଼ିଛି । କୋଠା ଭୁଶୁଡ଼ି ଥିବା ବେଳେ ସେଥିରେ ଅନେକ ଲୋକ ଫସି ରହିଥିବା ସନ୍ଦେହ କରାଯାଉଛି । ମହାରାଷ୍ଟ୍ରର କିଛି ଅଞ୍ଚଳରେ ପ୍ରବଳ ବର୍ଷା ମଧ୍ୟରେ ଶାହାବାଜ ଗ୍ରାମରେ ଏହି ଘଟଣା ଘଟିଛି । ଭୁଶୁଡ଼ି ପଡ଼ିଥିବା କୋଠାର
Read More...

୪ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା : ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଆଗାମୀ ୪ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଉତ୍ତର ବଙ୍ଗୋପସାଗର ଓ ପାଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି,
Read More...

ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ କାରଗିଲ ବିଜୟ ଦିବସ ଅବସରରେ ପ୍ରବନ୍ଧ ଲିଖନ ପ୍ରତିଯୋଗିତା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଶୁକ୍ରବାର ଦେଶବ୍ୟାପୀ ପାଳନ ହୋଇଛି, କାରଗିଲ ବିଜୟ ଦିବସ । ଏହି କ୍ରମରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର୍ ଗୀତାଞ୍ଜଳି ଦାଶଙ୍କ ମାର୍ଗଦର୍ଶନରେ ଶୁକ୍ରବାର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ପାଳିତ ହୋଇଛି କାରଗିଲ ବିଜୟ
Read More...

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଗୃହ ବିଜ୍ଞାନ ବିଭାଗରେ ଜାତୀୟ କାରଗିଲ ବିଜୟ ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ପରିସରସ୍ଥ ଗୃହ ବିଜ୍ଞାନ ବିଭାଗରେ ଶୁକ୍ରବାର ଦିନ ଜାତୀୟ କାରଗିଲ ବିଜୟ ଦିବସ ପାଳିତ ହୋଇଯାଇଛି । ଏହି ଦିବସରେ କ୍ୟାପ୍‌ଟେନ୍‌ ନାରାୟଣ ବିଶୋଇ ଯୋଗଦେଇ କାରଗିଲ ସେକ୍ଟରରେ କାର୍ଯ୍ୟରତ ବୀରସେନା ମାନଙ୍କର ଭୂମିକା
Read More...

ଭୁବନେଶ୍ଵରରେ ଜୈବିକ କୃଷି ସାମଗ୍ରୀର ଗୁଣବତ୍ତା ନିୟନ୍ତ୍ରଣ ଉପରେ ୫ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର, (ପିଆଇବି) : ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ଜୈବିକ ଓ ପ୍ରାକୃତିକ କୃଷି କେନ୍ଦ୍ର (ଆର୍‌ସିଓଏନ୍‌ଏଫ୍‌) ପକ୍ଷରୁ ୩ଟି ଜିଲ୍ଲା ଖୋର୍ଦ୍ଧା, କଟକ ଓ ପୁରୀର କୃଷି ବିଭାଗ ଅଧିକାରୀଙ୍କ ପାଇଁ ୫ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନୀ
Read More...

ପଦ୍ମପୁର ଟାଉନ୍ କ୍ଲବ ତରଫରୁ କାରଗିଲ ବିଜୟ ଉତ୍ସବ ପାଳିତ : ସହିଦଙ୍କୁ ଶ୍ରଦ୍ଧାଞ୍ଜଳି

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଟାଉନ୍ କ୍ଲବ ପରିସର ମଧ୍ୟରେ କାରଗିଲ ଦିବସ ପାଳନ କରି ୫୨୭ ଜଣ ସଂଗ୍ରାମୀ ସହିଦ ଯବାନ ମାନଙ୍କୁ ମହମବତୀ ଜଲାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ପଦ୍ମପୁର ଟାଉନ୍ କ୍ଲବ ସଭାପତି ଯୁବନେତା ପ୍ରୀତେଶ ବହିଦାରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାରଗିଲ
Read More...

ଟିଟିଲାଗଡ଼ ଓ କଣ୍ଟାବାଞ୍ଜିରେ ଗଞ୍ଜେଇ ଚାଲାଣ ଅଭିଯୋଗରେ ୬ ଗିରଫ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ଓ କଣ୍ଟାବାଞ୍ଜିରେ ଗଞ୍ଜେଇ ଚାଲାଣ ଅଭିଯୋଗରେ ୬ ଜଣ ଗିରଫ । ଗଞ୍ଜେଇ ବେପାରରେ ବାଲିଗୁଡାର ଜଣେ ଶିକ୍ଷକ ଓ ବଙ୍ଗୋମୁଣ୍ଡା ଅଞ୍ଚଳର ଜଣେ କପଡ଼ା ବ୍ୟାପରୀ ସଂଶ୍ଳିଷ୍ଟ ଥିବା ଜଣାପଡ଼ିଛି । ଗୁରୁବାର ଦିନ ବେଲଗାଁ ପଟୁ ଏକ ଧଳା କଲର୍‌ର
Read More...

ସନ୍ଧିବାହାଲିରେ ପାରିବାରିକ ସମସ୍ୟାରୁ ଯୁବକଙ୍କ ଆତ୍ମହତ୍ୟା : ପୁଲିସର ତଦନ୍ତ ଜାରି

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ବାନ୍ଦୁପଳା ପଞ୍ଚାୟତ ସନ୍ଧିବାହାଲି ଗ୍ରାମର ଜଗବନ୍ଧୁ ତାଣ୍ଡିଙ୍କ ପୁଅ ଧନୁ ତାଣ୍ଡି(୨୨)ନାମକ ଜଣେ ଯୁବକ ଘରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ଶୁକ୍ରବାର ଦିନ ୧୦ଟା ବେଳେ କୌଣସି ପାରିବାରିକ
Read More...

ରାଜ୍ୟ ସମବାୟ ସମିତିର ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଶୁକ୍ରବାର ଦିନ ଓଡିଶା ରାଜ୍ୟ ଶ୍ରମିକ ସମବାୟ ସମିତିରେ କାର୍ଯ୍ୟ କରୁଥିବା ବରଗଡ ଜିଲ୍ଲା ପଦ୍ମପୁର ବ୍ଲକ ଏବଂ ଏନ୍ଏସିର କର୍ମକର୍ତ୍ତା ମାନଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଡିଏଏମ୍‌ କେଶବ ଚନ୍ଦ୍ର ଜାଲ ଏହି ବୈଠକକୁ ପରିଚାଳନା ଓ ପରିଚୟ
Read More...