Monthly Archives

July 2024

ଦ୍ୱିତୀୟ ଦିନରେ ବଲାଙ୍ଗିର ଜିଲ୍ଲା ବ୍ୟାଡମିଣ୍ଟନ ଚାମ୍ପିୟାନସିପ୍

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ପୃଥ୍ୱୀରାଜ ହାଇସ୍କୁଲ ଇନ୍‌ଡୋର ଷ୍ଟାଡିୟମ୍‌ରେ ଚାଲିଥିବା ଜିଲ୍ଲା ବ୍ୟାଡମିଣ୍ଟନ ଚାମ୍ପିୟାନସିପ୍ ଆଜି ଦ୍ୱିତୀୟ ଦିନରେ ପହଞ୍ଚିଛି । ଗତ ୨୫ ତାରିଖରେ ଚାଲିଥିବା ଏହି ଚାମ୍ପିୟାନସିପ୍ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ । ଖବର ଲେଖାଯିବା
Read More...

ବଲାଙ୍ଗିର ପୂର୍ବତନ ସୈନିକ ସଂଘ କାର୍ଯ୍ୟାଳୟରେ ୨୫ତମ କାରଗିଲ ବିଜୟ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୂର୍ବତନ ସୈନିକ ସଂଘ କାର୍ଯ୍ୟାଳୟରେ ୨୫ତମ କାରଗିଲ ବିଜୟ ଦିବସ ପାଳିତ ହୋଇଯାଇଛି । ସଂଘର ସମ୍ପାଦକ ପ୍ରତାପ ଚନ୍ଦ୍ର ରଥଙ୍କ ପରିଚାଳନାରେ ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଅତିଥି ଭାବରେ ପୌର ପରିଷଦର ପୌରଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ, ସମ୍ମାନିତ
Read More...

ଭୁବନେଶ୍ୱର ରେଳ ଷ୍ଟେସନରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ

ଭୁବନେଶ୍ୱର : ଭୁବନେଶ୍ୱର ରେଳ ଷ୍ଟେସନରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି । ଟ୍ରେନ୍‌ର ଗୋଟିଏ କୋଚ୍ ସମ୍ପୂର୍ଣ୍ଣ ଭାବେ ଟ୍ରାକ୍‌ ଉପରେ ପଡ଼ିରହିଛି । ଟ୍ରେନ୍ ଲାଇନଚ୍ୟୁତ ହେବାର କାରଣ ଅସ୍ପଷ୍ଟ ରହିଛି । ସୌଭାଗ୍ୟବଶତଃ ନିକଟରେ ଥିବା ପାସେଞ୍ଜର ଟ୍ରେନ୍ ଟ୍ରାକ୍ କିମ୍ବା ଯାତ୍ରୀଙ୍କର
Read More...

ଡି. ଆଇ. ଇ. ଟି. ବଲାଙ୍ଗିରରେ ଶିକ୍ଷା ସପ୍ତାହ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶିକ୍ଷା ସପ୍ତାହ ପାଳନ ଅବସରରେ ଜିଲ୍ଲା - ଶିକ୍ଷା ପ୍ରଶିକ୍ଷଣ ଓ ପ୍ରତିଷ୍ଠାନରେ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ (ଏଫ୍‌ଏଲ୍‌ଏନ୍‌) ଦିବସ ପାଳିତ ହୋଇଛି । ଉତ୍ସବରେ ଆଦ୍ୟ-ଶୈଶବ ସ୍ତରର ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନର ଅପରିହାର୍ଯ୍ୟତା ଉପରେ ଗୁରୁତ୍ୱ
Read More...

ବ୍ଲକସ୍ତରୀୟ ୭୭ତମ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ସର୍ବସାଧାରଣ ଖେଳ ପଡିଆ ଠାରେ ହେବାକୁ ଥିବା ବ୍ଲକସ୍ତରୀୟ ୭୭ତମ ସ୍ୱାଧୀନତା ଦିବସ ପାଳନ ପାଇଁ ଆଜି ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଲୟ ଠାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ
Read More...

ଗୋରୁ ମାଂସ ବୋଝେଇ ନଅ ନମ୍ବର କ୍ୟାଣ୍ଟନର୍ ଛତ୍ରପୁରରେ ଜବତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ ଡିଆର୍‌ଡିଏ ଛକ ନିକଟରେ ଆଜି ସକାଳେ ଏକ ଗୋମାଂସ ବୋଝେଇ ଟ୍ରକ୍‌ ଜବତ ହୋଇଛି । ଏହା କଟକରୁ ହାଇଦ୍ରାବାଦକୁ ଯାଉଥିଲା ବୋଲି ଜଣାପଡିଛି । ଜବତ କ୍ୟାଣ୍ଟନର୍ ଚୁଙ୍ଗୁଡ଼ି ଟ୍ରକ୍ ବୋଝେଇ ନାମରେ ଜି.ଏସ୍.ଟି ବିଲ୍ ଦର୍ଶାଯାଇଛି ।
Read More...

ଗୋମାଂସ ବୋଝେଇ ଟ୍ରକ୍‌ ଜବତ : ୨ ଗିରଫ

କଟକ : ଏଥର ଗୋଚାଲାଣ ନୁହେଁ ବରଂ ସିଧାସଳଖ ବାହାରକୁ ଚାଲାଣ ହେଉଛି ଗୋମାଂସ । କଟକ ତିଗିରିଆ ଅଞ୍ଚଳରୁ ପଶ୍ଚିମବଙ୍ଗ ଚାଲାଣ ହେଉଥିବା ବେଳେ ୫୫ ନମ୍ବର ଜାତୀୟ ରାଜପଥ ଖୁଣ୍ଟୁଣି ନିକଟରେ ଗୋମାଂସ ବୋଝେଇ ଟ୍ରକ୍‌କୁ କାବୁ କରିଛନ୍ତି ସ୍ଥାନୀୟ ଲୋକେ । ଏହାପରେ ଉକ୍ତ ଟ୍ରକ୍‌କୁ ପୋଲିସ ଜିମା
Read More...

ଭିଜିଲାନ୍ସ ପନ୍‌ଝା ଥି ଲୋୟର୍‌ ସୁକତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ : ଯେତେ ଆଁଚ୍‌ରିଲେ ସେତେ ବାହାରୁଛେ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଲୋୟର୍‌ ସୁକତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତଙ୍କର୍‌ ଘରେ ଭିଜିଲାନ୍ସ ରେଡ୍ ଥି ଯେତେ ଆଁଚ୍‌ରିଲେ ସେତେ ବାହାରୁଛେ ସଂପତ୍ତି । ସବୁଠାନୁ ବଡ୍‌ କଥା ହେଲା, କୁବେର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତଙ୍କର୍‌
Read More...

ମଦ୍ୟପ ପୁଅର ମାଡ଼ରେ ମାଁଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ : ବାପା ଗୁରୁତର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଭାନପୁର ପଞ୍ଚାୟତ ଅନ୍ତର୍ଗତ ଝାଙ୍କରପାଲି ଗ୍ରାମରେ ବୁଧବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ଯାହାକି ମାଁ ଏବଂ ପୁଅର ସମ୍ପର୍କରେ ଲାଗିଛି ରକ୍ତର ଛିଟା । ସୂଚନା ଅନୁଯାୟୀ ଝାଙ୍କରପାଲି ଗ୍ରାମର ଖେତ୍ର ବରିହା(୩୩)
Read More...

ଆଜି ରାଜ୍ୟରେ ପ୍ରବଳ ବର୍ଷା : ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ମୌସୁମୀ ପ୍ରଭାବରେ ରାଜ୍ୟରେ ଜାରି ରହିଛି ପ୍ରବଳ ବର୍ଷା । ଉତ୍ତରରୁ ଦକ୍ଷିଣ, ପୂର୍ବରୁ ପଶ୍ଚିମ ସବୁଠି ବର୍ଷା ଜାରି ରହିଛି । ଗଞ୍ଜାମ, ଗଜପତି, ରାୟଗଡ଼ା ଏବଂ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସେପଟେ ରାଜଧାନୀ ଦିଲ୍ଲୀରେ ପୁଣି ଜଳ ପ୍ରଳୟ । ଭୀଷଣ
Read More...