Monthly Archives

July 2024

ପ୍ରକୃତି ସଂରକ୍ଷଣ ପାଇଁ ବୃକ୍ଷରୋପଣର ନିହାତି ଆବଶ୍ୟକ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ରଘୁନାଥପୁର ସ୍ୱାମୀ ବିବେକାନନ୍ଦ ବିଦ୍ୟା ମନ୍ଦିର ଓ ଗଞ୍ଜାମ ସାହିତ୍ୟ ଘରର ମିଳିତ ୭୫ତମ ବନ ମହୋତ୍ସବ ସ୍କୁଲର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ବାରିକ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ…
Read More...

ଓଡ଼ିଶା ପ୍ରତି କେନ୍ଦ୍ର ଆଭିମୁଖ୍ୟ ନେଇ ସଚେତନ ନାଗରିକ ମଞ୍ଚର ଉଦ୍‌ବେଗ

ରାଉରକେଲା, (ସସ୍ମିତା ପ୍ରଧାନ) : ଚଳିତ ବଜେଟ୍‌ରେ ଓଡ଼ିଶା ପ୍ରତି କେନ୍ଦ୍ରର ଆଭିମୁଖ୍ୟ ନେଇ ରାଉରକେଲା ସଚେତନ ନାଗରିକ ମଞ୍ଚ ଉଦ୍‌ବେଗ ପ୍ରକାଶ କରିଛି । ଏନେଇ ମଞ୍ଚ ତରଫରୁ କୁହାଯାଇଛି ଯେ, ଏନ୍‌ଡିଏର ସହଯୋଗୀ ବିହାର ରାଜ୍ୟରୁ ୧୨ ଜଣ ସାଂସଦ ମେଣ୍ଟରେ ଥିବା ବେଳେ ୨୬ ହଜାର କୋଟି ଓ…
Read More...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାର୍ଯ୍ୟକାଳକୁ ଦୁଇ ବର୍ଷ ପୂରିଲା

କାର୍ଯ୍ୟକାଳର ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ଜଣେ ବିଦ୍ୟାଳୟ ଶିକ୍ଷକ ଭୂମିକା ଗ୍ରହଣ କଲେ ରାଷ୍ଟ୍ରପତିରାଷ୍ଟ୍ରପତି ଭବନରେ ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ନୂଆଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି ରାଷ୍ଟ୍ରପତି ଭବନରେ ନିଜ କାର୍ଯ୍ୟକାଳର ଦୁଇ…
Read More...

ବଲାଙ୍ଗିର କରାଟେ ସ୍କୁଲର କୋଲକତା ଗସ୍ତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପଶ୍ଚିମବଙ୍ଗର କୋଲକତାରେ ହେବାକୁ ଥିବା ୮ତମ ଆର୍ନ୍ତଃଜାତୀୟ କରାଟେ ଚାମ୍ପିୟାନ୍‌ସିପ୍‌ ୨୦୨୪ ସ୍ଥାନୀୟ ନେତାଜୀ ଇନ୍‌ଡୋର ଷ୍ଟାଡିୟମ୍‌ ଠାରେ ତା.୨୬ରୁ ୨୮ ଜୁଲାଇ ପର୍ଯ୍ୟନ୍ତ ହେବ । ଏହି ଚାମ୍ପିୟାନ୍‌ସିପ୍‌କୁ ସର୍ବ ଭାରତୀୟ ସେଇସିନକାଇ ସିଟୋର‍୍ୟୁ କରାଟେ…
Read More...

ବଲାଙ୍ଗିର ଜିଲ୍ଲା ବେଡମିଣ୍ଟନ ଚାମ୍ପିୟନସିପ୍‌ ଉଦ୍‌ଘାଟିତ : ୨୫୦ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀଙ୍କ ଯୋଗଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଠାରୁ ବଲାଙ୍ଗିର ପିଆର୍‌ ହାଇସ୍କୁଲ ଇଣ୍ଡୋର ଷ୍ଟାଡିୟମରେ ଜିଲ୍ଲାସ୍ତରୀୟ ବେଡମିଣ୍ଟନ ଚାମ୍ପିୟନସିପ୍‌ ଆରମ୍ଭ ହୋଇଯାଇଛି । ବଲାଙ୍ଗିର ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ମୁଖ୍ୟ ଅତିଥି ଓ ଏସ୍‌ପି ଋଷିକେଶ ଖିଲାରୀ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଛନ୍ତି ।…
Read More...

୮ ଦିନ ହେଲା ପାଗଳ କୁକୁର କାମୁଡ଼ାରେ ବିଲମ ଆହତ : ଚିକିତ୍ସା ନାହିଁ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ୱଚ୍ଛ ଭାରତ ଅଭିଯାନର ଅନ୍ୟ ଏକ ଉଦାହରଣ କହିଲେ ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ଅନ୍ତର୍ଗତ ଗୁଦେରପାଲି ଗ୍ରାମପଞ୍ଚାୟତ ଜାମୁଟପାଲି ଗାଁର ଦିବ୍ୟାଙ୍ଗ ବିଲମ ଭୋଇକୁ ବୁଝାଏ । ସେ କିଛି କହିପାରନ୍ତିନି କି ଶୁଣି ମଧ୍ୟ ପାରନ୍ତି ନାହିଁ । କେବଳ ଠାରରେ ସେ…
Read More...

ଲୋକସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ସୌଜନ୍ୟମୂଳକ ସାକ୍ଷାତ

ବରଗଡ, (ନିରୋଜ କୁମାର ପାଣୀ) : ଆଜି ପାର୍ଲାମେଣ୍ଟ ଭବନରେ ଲୋକସଭାର ବାଚସ୍ପତି ଓମ୍ ବିର୍ଲାଙ୍କୁ ବରଗଡ ସାଂସଦ ପ୍ରଦୀପ ପୁରୋହିତ ସୌଜନ୍ୟ ମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ବରଗଡ ସଂସଦୀୟ କ୍ଷେତ୍ରର ଅନେକ ଜନ ସମସ୍ୟା ବିଷୟରେ ସାଂସଦ ପ୍ରଦୀପ ବାଚସ୍ପତିଙ୍କୁ ଅବଗତ କରିଥିଲେ । ଗତ…
Read More...

ଡିଜିଗଭର୍ମେଣ୍ଟ ପ୍ରଶିକ୍ଷଣ ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍କୁଲ ମାନଙ୍କର ଆର୍ଥିକ ଦିଆନିଆ ସ୍ୱଚ୍ଛଳ ଓ ସୁଗମ କରିବା ଉଦ୍ଦେଶ୍ୟ ନେଇ ଆରମ୍ଭ ହୋଇଥିବା ଡିଜିଗେଭର୍ମେଣ୍ଟ ପ୍ରଶିକ୍ଷଣ ରାଜବୋଡ଼ାସମ୍ବର ଉଚ୍ଚ ବିଦ୍ୟାଳୟ ଓ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକା ସାଙ୍ଗରେ ଉଦ୍‌ଘାଟିତ ହୋଇଯାଇଛି । ଏହି ଉଦ୍‌ଘାଟନୀ…
Read More...

ସୁକତେଲ ଡ୍ୟାମ୍‌ରେ ବଢ଼ିବାରେ ଲାଗିଛି ଜଳସ୍ତର

ଖଗସାବାହାଲ ଗାଁ ମୁଣ୍ଡରେ ପଛୁଆ ପାଣିବିଚ୍ଛିନ୍ନ ହେଲା ଖଗସାବାହାଲ - ବଡ଼ ତେଲେନପାଲି ରାସ୍ତାଏପର୍ଯ୍ୟନ୍ତ ବଡ଼ ତେଲେନପାଲି ଗାଁରେ ରହୁଛନ୍ତି ୭ ପରିବାର ଚୁଡ଼ାପାଲି, (କେପିଏନ୍‌ଏସ୍‌) : ଗତ କିଛିଦିନ ଧରି ଲାଗିରହିଥିବା ଲଗାଣ ବର୍ଷା ଯୋଗୁଁ ସୁକତେଲ ନଦୀର ଜଳସ୍ତର ବୃଦ୍ଧି ପାଇବାରେ…
Read More...

ସାହିତ୍ୟ ସୃଜନୀ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରାଉରକେଲା ସାହିତ୍ୟ ସଂସଦ ତା'ର ମାସିକ କାର୍ଯ୍ୟକ୍ରମ ସାହିତ୍ୟ ସୃଜନୀ କାର୍ଯ୍ୟକ୍ରମ ସ୍ଥାନୀୟ ତର୍କେରା ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ସିଂହ ସଭାପତିତ୍ୱରେ…
Read More...