Monthly Archives

July 2024

ପୂଜ୍ୟପୂଜା ସେବା ସଂଗଠନର ବୃକ୍ଷରୋପଣ କାର୍ଯ୍ୟକ୍ରମ

ବଲାଙ୍ଗିର, (ଦେବାଶିଷ ମିଷ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପୂଜ୍ୟପୂଜା ସେବା ସଂଗଠନ ଓ କଳାହାଣ୍ଡି ଜିଲ୍ଲାର ମଦନପୁର ରାମପୁର ନିକଟସ୍ଥ କଢେଲ ଗ୍ରାମର ଜୟ ଜଗନ୍ନାଥ ଆଶ୍ରମର ମିଳିତ ଉଦ୍ୟମରେ ଜୟ ଜଗନ୍ନାଥ ଆଶ୍ରମରେ ସଭାପତି କେଶବ ଚନ୍ଦ୍ର ମିଶ୍ରଙ୍କ ନେତୃତ୍ୱରେ ଏକ
Read More...

ମାଣ୍ଡୋସିଲ ଗ୍ରାମର ପିଙ୍କୁ ସାହୁଙ୍କ ହତ୍ୟାକାଣ୍ଡରେ ଆହୁରି ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ମାଣ୍ଡୋସିଲ ଗ୍ରାମର ବହୁ ଚର୍ଚ୍ଚିତ ପିଙ୍କୁ ସାହୁ ହତ୍ୟାକାଣ୍ଡ ଘଟଣାରେ ପୋଲିସ ଆଗରୁ ୩ ଜଣଙ୍କୁ ଗିରଫ କରିଥିବା ବେଳେ ସେହି ହତ୍ୟାକାଣ୍ଡରେ ଲିପ୍ତ ଥିବା ୨ ଜଣ ଅଭିଯୁକ୍ତଙ୍କୁ ପାଇକମାଲ ପୋଲିସ ଗିରଫ କରି ଆଜି କୋର୍ଟ
Read More...

ଅନାସ୍ଥା ଭୋଟ୍‌ରେ ପଦବୀ ହରାଇଲେ ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଦୀର୍ଘ ୪ ମାସ ଧରି ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷାଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବକୁ ନେଇ ଚାଲି ଥିବା ନାଟକର ଅନ୍ତ ଘଟିଛି । ମଙ୍ଗଳବାର ପ୍ରସ୍ତାବ ଉପରେ ଅନୁଷ୍ଠିତ ମତଦାନରେ ପରାଜିତ ହୋଇଛନ୍ତି ଅଧ୍ୟକ୍ଷା ସ୍ମିତାରାଣୀ ମହାନ୍ତି ।
Read More...

ଅତିରିକ୍ତ ତହସିଲଦାର ନିଯୁକ୍ତି ନେଇ ଜିଲ୍ଲାପାଳଙ୍କୁ ଦାବିପତ୍ର

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀ ଗାଁରେ ଜଣେ ଅତିରିକ୍ତ ତହସିଲଦାରଙ୍କୁ ନିଯୁକ୍ତ କରିବା ପାଇଁ ଦାରିଙ୍ଗବାଡି ବ୍ଲକ ୧୧ ନମ୍ବର ଜୋନ୍‌ ଅନ୍ତର୍ଗତ ୮ଟି ପଞ୍ଚାୟତ ଜନପ୍ରତିନିଧି ମାନେ ମଙ୍ଗଳବାର
Read More...

ବଞ୍ଚିବା ପାଇଁ ଗଛଟିଏ ଅଭିଯାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଅନ୍ତର୍ଗତ ବୁଡାମାଲ ଗ୍ରାମ ପଞ୍ଚାୟତର ଭେଲୁଆଁପଦର, ଲୁହାଖାନ, ବୁଡାମାଲ, ଗୁଠୁର୍ଲା ଓ ଖଇରପାଲି ପ୍ରଭୃତି ଗ୍ରାମରେ ବଞ୍ଚିବା ପାଇଁ ଗଛଟିଏ ଅଭିଯାନ ଆରମ୍ଭ ହୋଇଯାଇଛି । ଜିଲ୍ଲା ପରିବେଶ ସୁରକ୍ଷା ମଞ୍ଚ ବରଗଡର ସଂପାଦକ ପ୍ରକୃତିବନ୍ଧୁ
Read More...

ବିବିନାରେ ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି : ଆବାସ ଯୋଜନା ଓ ରାସନ୍‌ କାର୍ଡ ହିତାଧିକାରୀଙ୍କ ଯୋଜନାରୁ ବଞ୍ଚିତ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ସ୍ଥିତ ବିବିନା ଅସ୍ଥାୟୀ ପଞ୍ଚାୟତ ପରିସରରେ ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକ ସଇଁତଲା ବିଡ଼ିଓ ବିନୟ କୁମାର ଭୋଇଙ୍କ ତତ୍ତ୍ୱବଧାନରେ ଅନୁଷ୍ଠିତ ହୋଇଥିଲା । ଏହି ଶୁଣାଣିରେ ଗତ ୨୦୨୨-୨୩
Read More...

ବଜେଟ୍ ଆଭିମୁଖ୍ୟ

ଡ. ବିରଞ୍ଚି ସାହୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କର ଏକ ଯୁଗାନ୍ତକାରୀ ପଦକ୍ଷେପ, ୨୦୨୪-୨୫ରେ ଆଗତ କରିଥିବା ଏକ ସମତୁଳ ବଜେଟ୍ ଯାହା କି ସମାଜର ସବୁ ସମ୍ପ୍ରଦାୟର ଲୋକଙ୍କ ପାଇଁ ଯୁଗପୋଯୋଗୀ । ଭାରତର ପୂର୍ବୋତର ରାଜ୍ୟ ପାଇଁ ସ୍ୱତନ୍ତ୍ର ସହାୟକ ରାଶି ପ୍ରଦାନ କରିଛନ୍ତି । କୃଷକ ଦେଶର
Read More...

ବର୍ଷାରେ ଦବିଗଲା କଲଭର୍ଟ : ନିମ୍ନମାନର କାମ ଅଭିଯୋଗ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ବ୍ଲକ ହୀରାପୁର-କେଉଁଟିପାଲି ରାସ୍ତାର ଗୋପାଳପୁର ଠାରେ ମାତ୍ର ୬ ମାସ ପୂର୍ବରୁ ନିର୍ମାଣ ହୋଇଥିବା କଲଭର୍ଟ ଦବି ଯାଇଥିବା ଦେଖିବାକୁ ମିଳିଛି । ଫଳରେ ଏହି ରାସ୍ତାରେ ଗାଡ଼ି ଚଳାଚଳ ପ୍ରଭାବିତ
Read More...

କେନ୍ଦ୍ର ବଜେଟ୍ ୨୦୨୪-୨୫ର ମୁଖ୍ୟାଂଶ

ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ଅର୍ଥ ଓ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଆଜି ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରିଛନ୍ତି । ବଜେଟ୍‌ର ମୁଖ୍ୟାଂଶ ଗୁଡ଼ିକ ହେଲା:ଭାଗ-ଏ୨୦୨୪-୨୫ ବଜେଟ୍ ଆକଳନ:● ଋଣ ବ୍ୟତୀତ ଅନ୍ୟ ମୋଟ ଆୟ : ୩୨.୦୭ ଲକ୍ଷ କୋଟି
Read More...

ନୂଆ ଟିକସ୍‌ ବ୍ୟବସ୍ଥାକୁ ଅଧିକ ଆକର୍ଷଣୀୟ କଲେ ସରକାର

ଷ୍ଟାଣ୍ଡାର୍ଡ ଡିଡକ୍ସନ ୫୦,୦୦୦ ଟଙ୍କାରୁ ୭୫,୦୦୦ ଟଙ୍କାକୁ ବୃଦ୍ଧି୧୭,୫୦୦ ଟଙ୍କା ପର୍ଯ୍ୟନ୍ତ ସଞ୍ଚୟ କରିବେ ବେତନଭୋଗୀ ନୂଆଦିଲ୍ଲୀ, (ପିଆଇବି) : କର୍ନ୍ଦ୍ର ଅର୍ଥ ଓ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଆଜି ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ
Read More...