Monthly Archives

July 2024

ବିଲାସପୁରରୁ ବେଲଟୁକ୍ରୀ ରାସ୍ତା ସାଜିଛି ମରଣଯନ୍ତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଦେଶ ସ୍ଵାଧୀନତାର ଅମୃତ ମହୋତ୍ସବ ମାନୁଥିବାବେଳେ ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ହେଲେ ବରଗଡ ପଦ୍ମପୁର ଉପଖଣ୍ଡ ଜିଲ୍ଲା ଝାରବନ୍ଧ ବ୍ଲକ ବିଳାସପୁର ଗ୍ରାମପଞ୍ଚାୟତର ବିଲାସପୁର ଠାରୁ ବେଲଟୁକ୍ରୀ ରାସ୍ତା କାଦୁଅ
Read More...

ଅଘୋଷିତ ବିଦ୍ୟୁତ୍‌ କାଟ ଯୋଗୁଁ ଉପଭୋକ୍ତା ହନ୍ତସନ୍ତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଵାଧୀନତାର ପଞ୍ଚସ୍ତରୀ ବର୍ଷ ବିତି ଯାଇଥିଲେ ମଧ୍ୟ ଆବଶ୍ୟକ ମୁତାବକ ଭାବରେ ବିଜୁଳି ପାଇପାରୁ ନାହାନ୍ତି । ଏମିତି ବିଦ୍ୟୁତ୍‌ କରେଣ୍ଟ ଆସୁଛି, ମୋବାଇଲ ମଧ୍ୟ ଚାର୍ଜ ହୋଇପାରୁନାହିଁ । କେବଳ ବିଦ୍ୟୁତ୍‌ ଲୋ ଭୋଲ୍‌ଟେଜ୍ ରହୁଥିବାର ଦେଖିବାକୁ ମିଳୁଛି ।
Read More...

ରବି ପଣ୍ଡା ତୃତୀୟ ଥର ପାଇଁ ଫୁଟବଲ୍‌ ଏସୋସିଏସନ୍‌ ଅଫ୍‌ ଓଡ଼ିଶାର ଉପସଭାପତି ଭାବରେ ନିର୍ବାଚିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା କ୍ରୀଡା ସଂସଦର ଇଣ୍ଡୋର ଗେମ୍ସ ସମ୍ପାଦକ ତଥା କ୍ରୀଡା ସଂଗଠକ ରବି ପଣ୍ଡା ଫୁଟବଲ ଏସୋସିଏସନ୍‌ ଅଫ୍‌ ଓଡ଼ିଶା (ଫାଓ)ର ଉପସଭାପତି ଭାବରେ ନିର୍ବାଚିତ ହୋଇଛନ୍ତି । ଆଜି କଟକ ବାରବାଟି ଷ୍ଟାଡିୟମ୍‌ର କନ୍‌ଫରେନ୍ସ ହଲ୍‌ରେ କାର୍ଯ୍ୟକାରୀ ସଭାପତି
Read More...

ନିମ୍ନମାନର ରାସ୍ତା କାମ ଅଭିଯୋଗ : ଠିକାଦାର ଓ ଜେଇଙ୍କ ମଧୁଚନ୍ଦ୍ରିକା, ଖାଳ ଓ ଢିପରେ ପିଚୁ ରାସ୍ତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଗଲପୁର (ଡୁଡୁକା)ବ୍ଲକରେ ଜଳ ସଂପଦ ବିଭାଗ କିଭଳି ନିମ୍ନମାନର ରାସ୍ତା କାମ ହୋଇଛି । ତାର ବାସ୍ତବ ଚିତ୍ର ଦେଖିବାକୁ ମିଳିଛି କୁଟାସିଂହା ଓ ଛୋକର୍ମାଲ ପଂଚାୟତରେ । ରାସ୍ତା ନିର୍ମାଣର ୭ ଦିନ ନ ପୂରୁଣୁ ପିଚୁ ଉଠିଯାଇଥିବା ଦେଖାଯାଇଛି । ଅଙ୍ଗ ଶାଖା କେନାଲ
Read More...

ଶ୍ରୀଚୈତନ୍ୟ ମଠରେ ଗୁରୁ ପୂଜନ କାର୍ଯ୍ୟକ୍ରମ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହରରେ ଅବସ୍ଥିତ ପ୍ରାଚୀନ ଶ୍ରୀଚୈତନ୍ୟ ମଠରେ ପବିତ୍ର ଗୁରୁ ପୂର୍ଣ୍ଣିମା ଅବସରରେ ଗୁରୁ ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ତଥା ଜିଲ୍ଲା ବାହାରୁ ଶତାଧିକ ଆଧ୍ୟାତ୍ମିକ ବ୍ୟକ୍ତି ତଥା ଶିଷ୍ୟ ଓ ଶିଷ୍ୟା ମାନେ ମଠରେ ପହଞ୍ଚି ମଠ
Read More...

ୟୁଥ୍ ଫର୍ ଭିଲେଜ୍ ପାଇଲା ସୋସିଆଲ ଇମ୍ପାକ୍ଟ ଆୱାର୍ଡ଼ ୨୦୨୪

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକର ତାରିଣୀ ପଲ୍ଲୀ ଗ୍ରାମରେ ଗଢି ଉଠିଥିବା ୟୁଥ୍ ଫର୍ ଭିଲେଜ୍ ସ୍ୱେଛାସେବୀ ସାମାଜିକ ସଙ୍ଗଠନକୁ ମିଳିଛି ରାଜ୍ୟସ୍ତରୀୟ ସମ୍ବର୍ଦ୍ଧନା । ରକ୍ତଦାନ, ବୃକ୍ଷରୋପଣ, ଯୁବ ନେତୃତ୍ୱ ଓ ବ୍ୟକ୍ତିତ୍ୱର ବିକାଶ, ସ୍ୱାସ୍ଥ୍ୟ, ଶିକ୍ଷା, ସମୁଦ୍ର
Read More...

ବନ ମହୋତ୍ସବ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଏବେ ଚାରିଆଡ଼େ ଚାଲିଛି ବନ ମହୋତ୍ସବ । ପରିବେଶକୁ ସବୁଜ ରଙ୍ଗରେ ସୁସଜ୍ଜିତ କରିବା ପାଇଁ ବହୁ ସଂଗଠନ ଏବଂ ସାଧାରଣ ଲୋକେ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଲାଗି ପଡିଛନ୍ତି । ଏହି ପରିପ୍ରେକ୍ଷୀରେ ବଲାଙ୍ଗିର ବ୍ଲକ୍ ଅନ୍ତର୍ଗତ ଶିବତଲା ଠାରେ ବନ ମହୋତ୍ସବ ପାଳନ
Read More...

ଶଳାର ପତ୍ନୀଙ୍କୁ ଦୁଷ୍କର୍ମ କରି ଭିଣେଇ ଗିରଫ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ଥାନା ଟିକ୍ରାପଡା ଫାଣ୍ଡି ଅଧୀନରେ ଜୈନିକା ନବବଧୂ ମହିଳାଙ୍କୁ ତାଙ୍କ ସ୍ୱାମୀର ଭିଣେଇ ବାରମ୍ବାର ଦୁଷ୍କର୍ମ କରିଥିବା ଅଭିଯୋଗରେ ସଇଁତଲା ଥାନା କେସ୍‌ ନଂ ୩୦୫/୨୪ କ୍ରମେ ଦଫା ୪୯୮(ଏ), ୨୯୪, ୩୭୬(୧), ୩୨୩, ୫୦୬, ୩୪ ଆଇପିସି, ୪
Read More...

ପୂଜା ସାରି ଘରକୁ ଫେରୁଥିବା ବେଳେ ଜାତୀୟ ରାଜପଥରେ ଦୁର୍ଘଟଣା : ଜଣେ ଗୁରୁତର

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ସ୍ଥିତ ଜୟଗୁରୁ ମନ୍ଦିରରୁ ପୂଜାସାରି ସନ୍ଧ୍ୟାରେ ଘରକୁ ନିଜ ବାଇକ୍‌ ଯୋଗେ ଫେରୁଥିବା ବେଳେ ୨୬ ନଂ ଜାତୀୟ ରାଜପଥ ଅନ୍ୟ ଏକ ବାଇକ୍‌ ଧକ୍କା ଦେବା ଦ୍ୱାରା ଜଣେ ଗୁରୁତର ହୋଇଥିବା ଜଣାପଡିଛି । ଗୁରୁତର ବ୍ୟକ୍ତିଙ୍କ ନାମ ଗୋବିନ୍ଦ ଦାସ
Read More...

ସଇଁତଲା ଗାୟତ୍ରୀ ପୀଠରେ ଗୁରୁ ପୂର୍ଣ୍ଣିମା

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ସ୍ଥିତ ଗାୟତ୍ରୀ ପୀଠ ଠାରେ ଗୁରୁ ପୂର୍ଣ୍ଣିମା ଉପଲକ୍ଷେ ଏକକୁଣ୍ଡୀୟ ହୋମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଏଥିରେ କର୍ତ୍ତା ଭାବରେ ପ୍ରଦୀପ କୁମାର ଜାଲ ଓ ତାଙ୍କ ଧର୍ମପତ୍ନୀ ରଶ୍ମିତା ଯୋଗଦାନ କରିଥିବା ବେଳେ ସୁଶାନ୍ତ ମାଝି ପୂଜା
Read More...