ଟ୍ରକ୍କୁ ପଛପଟୁ ପିଟିଲା ଯାତ୍ରୀବାହୀ ବସ୍ : ୩ ଜଣ ମୃତ
ମୟୂରଭଞ୍ଜ : ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା ଅନ୍ତର୍ଗତ ୧୮ ନମ୍ବର ଜାତୀୟ ରାଜପଥର ବୁଢ଼ୀଖମାରୀ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଟ୍ରକ୍କୁ ପଛପଟୁ ପିଟିଲା ଯାତ୍ରୀବାହୀ ବସ୍ । ଫଳରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ଅଜି ଭୋର ୫ଟା ସମୟରେ ଟ୍ରକ୍କୁ ପଛରୁ ପିଟିଲା!-->…
Read More...
Read More...