Monthly Archives

July 2024

ବଲାଙ୍ଗିରରେ ଜିଲ୍ଲାସ୍ତରୀୟ ସମନ୍ଵିତ ସର୍ବେକ୍ଷଣ ଅଭିଯାନ ଓ ଡେଙ୍ଗୁ ନିରାକରଣ ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲାସ୍ତରୀୟ ସମନ୍ଵିତ ସର୍ବେକ୍ଷଣ ଅଭିଯାନ ଏବଂ ଡେଙ୍ଗୁ ନିରାକରଣ ବୈଠକ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍‌ ଗୌରବ ଶିବାଜୀ ଇସଲୱାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ପ୍ରତି ଶନିବାର ଜିଲ୍ଲାର ସମସ୍ତ ସରକାରୀ ତଥା ବେସରକାରୀ ଅନୁଷ୍ଠାନ ପାଳନ
Read More...

ଟ୍ରାକ୍ଟର ଫାଇନାନ୍ସ କରିଦେବା ନାଁରେ ଠକେଇ : ଗିରଫ କଲା ବଲାଙ୍ଗିର ପୋଲିସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଟ୍ରାକ୍ଟର ଫାଇନାନ୍ସ କରାଇ ଲିଜ୍‌ରେ ନେବା ବାହାନାରେ ଲୋକଙ୍କୁ ଠକି ଟ୍ରାକ୍ଟର ନେଇ ରାଜ୍ୟ ବାହାରକୁ ପଳାଉଥିଲେ । ଶେଷରେ ବାନ୍ଧିଲା ପୁଲିସ । ଆଜି ଅପରାହ୍ନ ୩ଟା ସମୟରେ ସାମ୍ବାଦିକ ସମ୍ମିଳନୀ କରି ଏହାର ସୂଚନା ଦେଇଛନ୍ତି ବଲାଙ୍ଗିର ଏସ୍‌ଡିପିଓ ପ୍ରଦୀପ
Read More...

ସଂକଳ୍ପ ପରିବାର ଓ ପୋଢ଼ମୁଣ୍ଡା ଗ୍ରାମବାସୀଙ୍କ ଉଦ୍ୟମରେ ବୃକ୍ଷରୋପଣ ମହୋତ୍ସବ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପୋଢ଼ମୁଣ୍ଡା ଗ୍ରାମରେ ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର, ବରଗଡ ଓ ପୋଢ଼ମୁଣ୍ଡା ଗ୍ରାମବାସୀଙ୍କର ମିଳିତ ଉଦ୍ୟମରେ ଗ୍ରାମ ପରିସରରେ ରହିଥିବା ଖାଲି ସ୍ଥାନରେ ସାମାଜିକ ବନୀକରଣ ତଥା ୭୫ତମ ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ବରଗଡ଼ ବନଖଣ୍ଡ
Read More...

ବିଧାୟକ ଶ୍ରୀ ତନ୍ତୀ ଡେଙ୍ଗୁ ସଂକ୍ରମିତ ଜୋନ୍‌ ବୁଲିବା ସହ ଇସ୍ପାତ ଜେନେରାଲ୍‌ ହସ୍ପିଟାଲରେ ସଂକ୍ରମିତଙ୍କୁ ଭେଟିଲେ

ରାଉରକେଲା, (ସସ୍ମିତା ପ୍ରଧାନ) : ରଘୁନାଥପଲ୍ଲୀ ବିଧାୟକ ଦୁର୍ଗା ଚରଣ ତନ୍ତୀ ଆଜି ରାଉରକେଲା ଇସ୍ପାତ ନଗରୀର ସେକ୍ଟର-୧୪ ଏଓବି ବ୍ଲକ୍‌ରେ ଡେଙ୍ଗୁ ଆକ୍ରାନ୍ତ ସଂଖ୍ୟା ଉଦ୍‌ବେଗ ଜନକ ଭାବେ ବଢୁଥିବା ଖବର ପାଇ ସେହି ଅଞ୍ଚଳକୁ ଯାଇ ଘର ଘର ବୁଲି ଲୋକମାନଙ୍କ ସହ ଡେଙ୍ଗୁ ଉପରେ ସଚେତନତା ଜାଗ୍ରତ
Read More...

ଉତ୍କଳମଣିଙ୍କ ଶ୍ରାଦ୍ଧୋତ୍ସବରେ ୫୧ ୟୁନିଟ୍‌ ରକ୍ତ ସଂଗ୍ରହ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସମାଜସେବାର ମୃର୍ତ୍ତିମନ୍ତ ପ୍ରତିକ ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧୋତ୍ସବ ସପ୍ତାହ ଅବସରରେ ‘ସମାଜ’ ବଲାଙ୍ଗିର ସଂସ୍କରଣ ପକ୍ଷରୁ ଆୟୋଜିତ ରକ୍ତଦାନ ଶିବିରରେ ୫୧ ୟୁନିଟ୍‌ ରକ୍ତ ସଂଗ୍ରହ ହୋଇଛି । ବଲାଙ୍ଗିର ବିଧାୟକ
Read More...

ଆସନ୍ତାକାଲି ଠାରୁ ରାଜ୍ୟରେ ପ୍ରବଳ ବର୍ଷା : ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଠିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ଆସନ୍ତାକାଲି ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତା ୧୯ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ପାଣିପାଗ
Read More...

ଲୋକଙ୍କ ନିକଟତର ହୋଇ କାମ କରିବାକୁ ନିର୍ଦ୍ଦେଶ ଦେଲେ ବିଧାୟକ କଳିକେଶ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନ ୧୧ଟା ସମୟରେ ବଲାଙ୍ଗିର ସର୍କିଟ ହାଉସ ଠାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏହି ସମୀକ୍ଷା ବୈଠକ ବସିଥିଲା । ଏଥିରେ ବଲାଙ୍ଗିର ଜିଲ୍ଲା ପରିଷଦ ସଭାପତି ଦେବକୀ
Read More...

‘ଏକ ପେଡ୍‌ ମା’ କେ ନାମ’ କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଭାଲୁମୁଣ୍ଡା ଠାରେ ଶ୍ରମିକ ଶକ୍ତି ସଂଘ ତରଫରୁ ଆୟୋଜିତ 'ଏକ ପେଡ୍‌ ମା' କେ ନାମ' କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ସମ୍ମାନୀତ ଅତିଥି ଭାବରେ ଭାଲୁମୁଣ୍ଡା ସରପଂଚ
Read More...

ପାରିବାରିକ କଳହର କୁପରିଣତି : ବାପାର ବୋମାମାଡ଼ରେ ପୁଅ ମୃତ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି । ପାରିବାରିକ କଳହକୁ ନେଇ ପରିବାର ମଧ୍ୟରେ ବାପା-ପୁଅ ମଧ୍ୟରେ ବୋମା ମାଡ଼ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ, ଭବାନୀପୁର ପଞ୍ଚାୟତ ଅନ୍ତର୍ଗତ ଶାନ୍ତିନଗରରେ ସଠ ରାଉତରାୟଙ୍କ ପରିବାର ବହୁ ବର୍ଷ ଧରି
Read More...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ବିମ୍ସଟେକ୍ ବିଦେଶ ମନ୍ତ୍ରୀଗଣ

ବିଭିନ୍ନ କ୍ଷେତ୍ରରେ ଆଞ୍ଚଳିକ ସହଯୋଗକୁ ଆହୁରି ସୁଦୃଢ଼ କରିବା ଉପରେ ପ୍ରଧାନମନ୍ତ୍ରୀଙ୍କ ଆଲୋଚନାବିମ୍ସଟେକ୍ ପ୍ରତି ଭାରତର ପ୍ରତିବଦ୍ଧତାକୁ ଦୋହରାଇଲେ ପ୍ରଧାନମନ୍ତ୍ରୀଆଗାମୀ ବିମ୍ସଟେକ୍ ଶିଖର ସମ୍ମିଳନୀ ପାଇଁ ଥାଇଲାଣ୍ଡକୁ ସମ୍ପୂର୍ଣ୍ଣ ସମର୍ଥନ ଜଣାଇଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ,
Read More...