ଭିନ୍ନକ୍ଷମ ହିରୋ ସୁନାଙ୍କୁ ଆବାସ ଘର ସାତ ସପନ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ଆଗଲପୁର (ଡୁଡୁକା) ବ୍ଲକ କୁଟାସିଂହା ପଂଚାୟତ ଡୁଙ୍ଗୁରିପାଲି ଗାଁର ବାସିନ୍ଦା ହିରୋ ସୁନା (୩୭) ଜନ୍ମରୁ ସେ ଭିନ୍ନକ୍ଷମ ଅଟନ୍ତି । ଡାହାଣ ଗୋଡ଼ ସରୁ ହୋଇ ବାମ ଗୋଡ଼ରୁ ଛୋଟ ଥିବାରୁ ଠିକ୍ରେ ଚାଲି ପାରନ୍ତି ନାହିଁ କି କୌଣସି କାମ ଧନ୍ଦା!-->…
Read More...
Read More...