୩୯୦ ଲିଟର ଦେଶୀ ମଦ ଜବତ କଲା ପୋଲିସ : ଜଣେ ଗିରଫ
ଭୁବନେଶ୍ଵର : ରାଜଧାନୀରେ ଚାଲିଛି ବେଆଇନ ଦେଶୀ ମଦ ବିକ୍ରି ଓ ଚାଲାଣ । ବେଆଇନ ଦେଶୀ ମଦ ବିକ୍ରି ଓ ଚାଲାଣ ଅଭିଯୋଗରେ ନନ୍ଦନକାନନ ପୁଲିସ ଜଣେ ମଦ ବେପାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସୂଚନା ଅନୁସାରେ, ବିଶ୍ଵସ୍ତ ସୂତ୍ରରୁ ସୂଚନା ଆଧାରରେ ନନ୍ଦନକାନନ ଥାନାଧିକାରୀଙ୍କ ନିର୍ଦ୍ଦେଶ!-->…
Read More...
Read More...