Monthly Archives

July 2024

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେଲେ ରାଷ୍ଟ୍ରପତି

ଭୁବନେଶ୍ୱର, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱରଠାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀ ସମାରୋହରେ ଯୋଗ ଦେଇଛନ୍ତି । ଏହି ଅବସରରେ ରାଷ୍ଟ୍ରପତି କହିଥିଲେ ଯେ, ଜଣେ ବ୍ୟକ୍ତି କେତେ ଦିନ ବଞ୍ଚିବ ତାହା ଗୁରୁତ୍ୱପୂର୍ଣ୍ଣ ନୁହେଁ; ବରଂ…
Read More...

ଛତ୍ରପୁର ବିଜେପି କାର୍ଯ୍ୟାଳୟରେ ଡ. ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କର ୧୨୫ତମ ଜୟନ୍ତୀ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବିଜେପି କାର୍ଯ୍ୟାଳୟରେ ଡ. ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କର ୧୨୫ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏଥିରେ ବରିଷ୍ଠ ଆଇନଜୀବୀ ନରସିଂହ ପାଢୀ ସଭାପତିତ୍ୱ କରିଥିଲେ ଓ ମୁଖ୍ୟବକ୍ତା ଭାବେ ପ୍ରଦୀପ କୁମାର ପାଢୀ ଯୋଗଦେଇ ଡ. ମୁଖାର୍ଜୀଙ୍କ…
Read More...

ରାଜଯୋଗୀନି ବ୍ରହ୍ମା କୁମାରୀ ବିଜୟଲକ୍ଷ୍ମୀଙ୍କ ୩୮ତମ ଜନ୍ମଦିନ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଛତ୍ରପୁର ଶାଖା ଶାନ୍ତି ଅନୁଭୂତି ଭବନ କେନ୍ଦ୍ର ସଞ୍ଚାଳିକା ରାଜଯୋଗୀନି ବ୍ରହ୍ମା କୁମାରୀ ବିଜୟଲକ୍ଷ୍ମୀ ଭଉଣୀଙ୍କ ୩୮ ତମ ଜନ୍ମଦିନ ଆଶ୍ରମ ପରିସରରେ ଶନିବାର ପାଳିତ ହୋଇଯାଇଛି ।…
Read More...

ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ

ବରଗଡ, (ନିରୋଜ କୁମାର ପାଣୀ) : ବରପାଲି ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ପଦ୍ମିନୀ ଦାସଙ୍କ ଉପସ୍ଥିତିରେ ବନମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏ ଅବସରରେ ମୁଖ୍ୟ ଅତିଥି ଭାବେ ବିଜେପୁର ନିର୍ବାଚନ ମଣ୍ଡଳୀର ନବନିର୍ବାଚିତ ବିଧାୟକ ସନତ କୁମାର ଗଡତିଆ,…
Read More...

ସଇଁତଲାରେ ଡେଙ୍ଗୁ ବ୍ୟାପୁଛି ଘଟଣାରେ ପ୍ରଶାସନର ଜରୁରୀକାଳୀନ ବୈଠକ : ଲୋକଙ୍କୁ ସଚେତନତା କରିବା ପାଇଁ ପରାମର୍ଶ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ସହରରେ ଡେଙ୍ଗୁ ବ୍ୟାପୁଥିବାରୁ ଆତଙ୍କ ସୃଷ୍ଟି ହୋଇଛି । ଏନେଇ ପ୍ରଗତିବାଦୀରେ ଖବର ପ୍ରକାଶିତ ହେବା ପରେ ପ୍ରଶାସନ ତତ୍ପରତା ପ୍ରକାଶ କରି ବଲାଙ୍ଗିର ଓ ସଇଁତଲା ଡାକ୍ତରୀ ଟିମ୍‌ ପହଂଚି ମହିଳା ଓ ପୁରୁଷମାନଙ୍କୁ ଜ୍ୱର ହେଉଥିବା ନେଇ…
Read More...

ଟିଟିଲାଗଡ଼ ବିଧାୟକଙ୍କ ଡେଙ୍ଗୁ ପୀଡିତା ଅଞ୍ଚଳ ପରିଦର୍ଶନ : ଲୋକଙ୍କ ସହ ଆଲୋଚନା କରି ସମସ୍ୟାର ସମାଧାନ ପାଇଁ…

ସଇଁତଲା, (ପ୍ରମୋଦ ସେଲମା) : ଶନିବାର ଟିଟିଲାଗଡ଼ ବିଧାୟକ ନବୀନ କୁମାର ଜୈନ ସଇଁତଲା ସହରକୁ ପରିଦର୍ଶନ କରିଛନ୍ତି । ଗତ ସପ୍ତାହେ ହେଲାଣି ଡେଙ୍ଗୁ ରୋଗୀ ଚିହ୍ନଟ ସଂଖ୍ୟା ୨୫ରୁ ବୃଦ୍ଧି ପାଉଥିବା ବେଳେ ଲୋକେ ଭୟଭୀତ ବାତାବରଣ ସୃଷ୍ଟି ଦେଖାଦେଇଛି । ଘଟଣା ଖବର ପାଇଁ ବିଧାୟକ ଶ୍ରୀ ଜୈନ…
Read More...

ରେଡ୍‌କ୍ରସ୍‌ ତରଫରୁ ରଥଯାତ୍ରା ଉପଲକ୍ଷେ ସାମାଜିକ ସେବା ଶିବିର ଉଦ୍‌ଘାଟିତ

ପୁରୀ : ଭାରତୀୟ ରେଡ୍‌କ୍ରସ୍‌ ସୋସାଇଟି ଓଡ଼ିଶା ରାଜ୍ୟ ଶାଖା ତରଫରୁ ପବିତ୍ର ରଥଯାତ୍ରା ଉପଲକ୍ଷେ ସାମାଜିକ ସେବା ଶିବିର ଗୋପବନ୍ଧୁ ଆୟୁର୍ବେଦିକ ମହାବିଦ୍ୟାଳୟ ଠାରେ ଉଦ୍‌ଘାଟିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ମହାମହିମ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଯୋଗଦେଇ ଶିବିରକୁ…
Read More...

ପାଇକମାଲ ଠାରେ ବ୍ଲକସ୍ତରୀୟ ସମ୍ପୂର୍ଣ୍ଣତା ଅଭିଯାନର ଶୁଭାରମ୍ଭ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେରଣାଦାୟୀ ନେତୃତ୍ୱରେ କୋଟି କୋଟି ଭାରତୀୟଙ୍କ ଜୀବନରେ ପରିବର୍ତ୍ତନ ଆଣିବା ପାଇଁ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମ ଗତ ୨୦୨୩ ମସିହାରୁ ଶୁଭ ଉଦ୍‌ଘାଟନ ହୋଇଥିଲା । ନୀତି ଆୟୋଗଙ୍କ ଦ୍ୱାରା ପରିଚାଳିତ ଏହି ଅଭିଯାନ…
Read More...

ପିସି କାରବାର ଉପରେ ଜିଲ୍ଲାପାଳଙ୍କୁ ତଦନ୍ତ କରିବାକୁ କହି ତାଗିଦ୍ କଲେ ସାଂସଦ ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାପାଳଙ୍କୁ ପାଇକମାଲ ବ୍ଲକରେ ହୋଇଥିବା ପିସି କାରବାର ଉପରେ ତଦନ୍ତ କରିବାକୁ ବରଗଡ଼ ଜିଲ୍ଲାପାଳଙ୍କୁ ବୈଠକର ମଞ୍ଚ ଉପରେ ଅନୁରୋଧ କରି ଉପସ୍ଥିତ ବିଡ଼ିଓ ଏବଂ ସରକାରୀ କର୍ମଚାରୀଙ୍କୁ ତାଗିଦ୍ କଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । ବରଗଡ଼…
Read More...

ବୃକ୍ଷରୋପଣ କଲେ ସରପଞ୍ଚ ସୁବାସିନୀ ନନ୍ଦ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ଛିନ୍ଦେଇକେଲା ଉଚ୍ଚ ବିଦ୍ୟାଳୟ ପରିସରରେ ସରପଞ୍ଚ ଶ୍ରୀମତୀ ସୁବାସିନୀ ନନ୍ଦ ଓ ନନ୍ଦିକିଶୋର ନନ୍ଦ ବୃକ୍ଷରୋପଣ କରିଛନ୍ତି । ଏକ ସ୍ୱତନ୍ତ୍ର ଉତ୍ସବରେ ବିଦ୍ୟାଳୟ ପରିଚାଳନା କମିଟି, ମୋ ସ୍କୁଲ ଅଭିଯାନ ତଥା ସମସ୍ତ ଶିକ୍ଷକ ଉପସ୍ଥିତ ଥିଲେ ।…
Read More...