Monthly Archives

July 2024

ନୃସିଂହନାଥ ମନ୍ଦିର ପରିଦର୍ଶନ ପାଇଁ ମହାମହିମ ରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ କଲେ ବରଗଡ ସାଂସଦ ପ୍ରଦୀପ ପୁରୋହିତ

ବରଗଡ, (ନିରୋଜ କୁମାର ପାଣୀ) : ଗନ୍ଧମାର୍ଦ୍ଦନ ପାହାଡ ପାଦଦେଶରେ ଅବସ୍ଥିତ ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ମନ୍ଦିର ପରିଦର୍ଶନରେ ଆସିବା ପାଇଁ ଦେଶର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁଙ୍କୁ ବରଗଡ ସାଂସଦ ପ୍ରଦୀପ ପୁରୋହିତ ନିମନ୍ତ୍ରଣ କରିଥିବା ସୂଚନା
Read More...

ଦ୍ଵିତୀୟ ବିବାହ କରୁଥିଲେ ସ୍ୱାମୀ : ପ୍ରଥମ ସ୍ତ୍ରୀକୁ ମଣ୍ଡପରେ ଦେଖି ସ୍ୱାମୀ ଫେରାର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ପ୍ରଥମ ସ୍ତ୍ରୀ ଏବଂ ଦୁଇଟି ସନ୍ତାନ ଥାଉ ଥାଉ ଦ୍ୱିତୀୟ ବିବାହ କରୁଥିଲେ ସ୍ୱାମୀ, ବିବାହ ମଣ୍ଡପକୁ ପ୍ରଥମ ସ୍ତ୍ରୀ ପହଞ୍ଚିଲା ବେଳକୁ ସ୍ୱାମୀ ଫେରାର ହୋଇଯାଇଥିବା କହିଛନ୍ତି ପୀଡ଼ିତା ମହିଳା । ଏଭଳି ଏକ ହାଇ ଭୋଲ୍ଟେଜ ନାଟକୀୟ ଘଟଣା ବୁଧବାର ବଲାଙ୍ଗିର
Read More...

ସାହିତ୍ୟ ଏକାଡେମୀର ମୁଲାକାତ୍‌ କାର୍ଯ୍ୟକ୍ରମ

ବଙ୍ଗଳା ଗଳ୍ପ କବିତା ଶୁଣାଇଲେ ଯୁବ ଲେଖକ କୋଲକାତା, (କେପିଏନ୍‌ଏସ୍‌) : ସାହିତ୍ୟ ଏକାଡେମୀ ଏବଂ ନିଉ ଅଲିପୁର ମହାବିଦ୍ୟାଳୟ, କୋଲକାତାର ମିଳିତ ଆନୁକୂଲ୍ୟରେ ଏକ ମୁଲାକାତ୍‌ କାର୍ଯ୍ରକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଜୟଦୀପ ଷଡ଼ଙ୍ଗୀ କାର୍ଯ୍ୟକ୍ରମର ଉଦ୍‌ଘାଟନ କରି
Read More...

ସମନ୍ଵିତ ଗ୍ରାମ୍ୟ ବିକାଶ କାର୍ଯ୍ୟକ୍ରମ ଲୋକାର୍ପିତ

ଗୁଡ଼ଭେଲା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ଗୁଡଭେଲା ବ୍ଲକ ଓଡ଼ିଶାର ୧୦ଗୋଟି ଆକାଂକ୍ଷୀ ଜିଲ୍ଲା ମଧ୍ୟରୁ ଏକ ଅନ୍ୟତମ ବ୍ଲକ । ଶିକ୍ଷା, ସ୍ୱାସ୍ଥ୍ୟ, ଜୀବନ ଜୀବିକା ତଥା ସାମଗ୍ରିକ ବିକାଶ କ୍ଷେତ୍ରରେ ଏହି ଅଞ୍ଚଳ ବିକାଶ ମାନଦଣ୍ଡର ନିମ୍ନରେ ରହିଛି । ବ୍ଲକର ୫ଗୋଟି ଗ୍ରାମପଞ୍ଚାୟତ
Read More...

ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘ ଓ ବନ ବିଭାଗ ପକ୍ଷରୁ ୭୫ତମ ବନ ମହୋତ୍ସବ ସପ୍ତାହ ପାଳିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘ ଓ ବନ ବିଭାଗ ପକ୍ଷରୁ ୭୫ତମ ବନ ମହୋତ୍ସବ ସପ୍ତାହ ମହାସମାରୋହରେ ପାଳିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ବଙ୍ଗୋମୁଣ୍ଡା ବନାଞ୍ଚଳଧିକାରୀ ପଦ୍ମନାଭ କୁମ୍ଭାରଙ୍କ ତତ୍ୱାବଧାନରେ
Read More...

ବଲାଙ୍ଗିର ନାଗରିକ କମିଟିର ବନ ମହୋତ୍ସବ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ନାଗରିକ କମିଟି ଦ୍ୱାରା ୭୫ତମ ବନ ମହୋତ୍ସବ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମ୍ମୁଖସ୍ଥ ଗାନ୍ଧୀ ଷ୍ଟାଡିୟମ ପାଶ୍ୱର୍ରେ ବିଭିନ୍ନ ପ୍ରକାରର ଚାରା ରୋପଣ କରାଯାଇଛି । ଆଗ୍ରହୀ ସ୍ଥାନୀୟ ବ୍ୟକ୍ତି ବିଶେଷଙ୍କୁ ଘରେ
Read More...

ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା ମେଡିକାଲ କର୍ମଚାରୀ ସଂଘ, ବଲାଙ୍ଗିର ଶାଖା ତରପରୁ ଅବସର ନେଇଥିବା ଚତୁର୍ଥ ଶ୍ରେଣୀ କର୍ମଚାରୀ ଭକ୍ତବନ୍ଧୁ ବକୁଳଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ସଂଘର ସଭାପତି ଶମ୍ଭୁ ନାଗଙ୍କ ସଭାପତିତ୍ୱରେ ସ୍ଥାନୀୟ ଏମ୍‌ସିଏଚ୍‌ ପରିସରରେ ଏହି
Read More...

ସମସ୍ତ କାର୍ଯ୍ୟକ୍ଷମ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ଏବଂ ହଷ୍ଟେଲରେ ଆଇସିଟି ଲ୍ୟାବ୍ ଏବଂ ସ୍ମାର୍ଟ କ୍ଲାସରୁମ୍…

ନୂଆଦିଲ୍ଲୀ, (ପିଆଇବି) : ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କୁ ଡିଜିଟାଲ କ୍ଷେତ୍ରରେ ସୁଦୃଢ଼ କରିବା ଏବଂ ସେମାନଙ୍କ ଶିକ୍ଷଣ ଫଳାଫଳ ବୃଦ୍ଧି କରିବା ପାଇଁ ସମସ୍ତ କାର୍ଯ୍ୟକ୍ଷମ କସ୍ତୁରବା ଗାନ୍ଧୀ ବାଳିକା
Read More...

ଗଞ୍ଜାମ ଜିଲ୍ଲା ଶିକ୍ଷା ବିଭାଗ ଅଧିନରେ ୧୬୯ ଜଣ କନିଷ୍ଠ ସହାୟକଙ୍କୁ ନିଯୁକ୍ତିପତ୍ର ବଣ୍ଟନ ସମାରୋହ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଓଡିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ଗଞ୍ଜାମ ଜିଲ୍ଲାର ନବନିଯୁକ୍ତ ୧୬୯ଜଣ କନିଷ୍ଠ ସହାୟକ ମାନଙ୍କୁ ବୁଧବାର ନିଯୁକ୍ତି ପତ୍ର ବଣ୍ଟନ କରାଯାଇଛି । ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲ୍ଲା ପରିଷଦ ଋଷିକୂଲ୍ୟା ସମ୍ମିଳନୀ ଗୃହରେ
Read More...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଏକ ଦିବସୀୟ ଦକ୍ଷତା ଭିତ୍ତିକ କର୍ମଶାଳା ଅନୁଷ୍ଠିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ, ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ (ଓଏସ୍‌ଏଚ୍‌ଇସି) ଓ Elsevierର ମିଳିତ ଆନୁକୁଲ୍ୟରେ ରଘୁନାଥ ପ୍ରସାଦ ପାଢୀ ଗ୍ରନ୍ଥାଗାର ତରଫରୁ ଏକ ଦିବସୀୟ ଦକ୍ଷତା ଭିତ୍ତିକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । କୁଳପତି
Read More...