Monthly Archives

July 2024

ଗଞ୍ଜାମ ଥାନା ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଥାନା ଅଧିକାରୀ ସୁମିତ୍ରା ପାତ୍ରଙ୍କ ସଭାପତିତ୍ୱରେ ଗଞ୍ଜାମ ପୋଲିସ ପକ୍ଷରୁ ନୂତନ ଅପରାଧିକ ୨୦୨୩ କାର୍ଯ୍ୟକାରୀତା ନେଇ ଜନ ସଚେତନତା କାର୍ଯ୍ୟକ୍ରମ ଥାନା ପରିସରରେ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ଭାରତୀୟ ନ୍ୟାୟ ସଂହିତା,
Read More...

ମାୟାବର୍ହା ହାଇସ୍କୁଲରେ ବନ ମହୋତ୍ସବ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ହାଇସ୍କୁଲରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ଗଛ ଆମର ଦେବତା, ଗଛ ଜନ ଓ ଜଙ୍ଗଳରେ ଜୀବନ ସଂଚାରଣ କରିଥାଏ ଓ ଉତ୍ତମ ପରିବେଶ ଯୋଗଇଥାଏ ବୋଲି ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ
Read More...

ଶିକ୍ଷକ କିଶୋର ମିଶ୍ରଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ରିନବଚନ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କିଶୋର ମିଶ୍ରଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଗତ ମେ' ମାସ ୩୧ ତାରିଖରେ ଅବସର ଗ୍ରହଣ କରିଥିଲେ କିଶୋର ମିଶ୍ର । ଆଜି ବିଦ୍ୟାଲୟରେ ସ୍କୁଲ ପରିଚାଳନା କମିଟି ଓ ଶିକ୍ଷକ, ଶିକ୍ଷୟିତ୍ରୀ ଓ
Read More...

ଦାଦନ ଶ୍ରମିକଙ୍କୁ ସର୍ଦ୍ଦାର ସହ ୪ ଦଲାଲଙ୍କ ନିସ୍ତୁକ ମାଡ, ୨ ଗିରଫ, ୨ ଏବେବି ଫେରାର

୮୦ହଜାର ଟଙ୍କା ଵଏନା ନେଇ ଦାଦନ ନ ଯିବା ମହଙ୍ଗା ପଡିଲାଥାନାରେ ପ୍ରଥମ ବିଏନ୍‌ଏସ୍‌ ମାମଲା ରୁଜ୍ଜୁ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଇଚ୍ଛାପଡ଼ା ପଞ୍ଚାୟତ ଝାରଖମାର ଗ୍ରାମର ତ୍ରିନାଥ ଭୋଇ(୩୫)ନାମକ ଜଣେ ଦାଦନ ଶ୍ରମିକଙ୍କୁ ଜଣେ ସର୍ଦ୍ଦାରଠାରୁ
Read More...

ଚାଉଳ ପରିବହନ ଠିକା ପାଇଁ ୧ ଲକ୍ଷ ଟଙ୍କାର ଲାଞ୍ଚ କାରବାର

ଏଫ୍‌ସିଆଇ ମହାପ୍ରବନ୍ଧକଙ୍କ ସମେତ ୪ ଜଣଙ୍କୁ ଗିରଫ କଲା ସିବିଆଇ ଭୁବନେଶ୍ୱର, (ପିଆଇବି) : କୋଲକାତାର ଏକ ଘରୋଇ ଫାର୍ମକୁ ଚାଉଳ ପରିବହନ ଠିକା ପାଇଁ ୧ ଲକ୍ଷ ଟଙ୍କାର ଲାଞ୍ଚ କାରବାର ଅଭିଯୋଗରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଆଜି ଭାରତୀୟ ଖାଦ୍ୟ ନିଗମ (ଏଫ୍‌ସିଆଇ)ର ଜଣେ
Read More...

ମୁରିବାହାଲ ବ୍ଲକ ତୈଳିକ ସାହୁ ସମାଜ ସଭାପତି ଗୟାଧର ସାହୁଙ୍କ ପରଲୋକ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ତୈଳିକ ସାହୁ ସମାଜର ବ୍ଲକ କମିଟି ସଭାପତି ତଥା ମୁରିବାହାଲ ବ୍ଲକ କାର୍ଯ୍ୟାଳୟର ଅବସରପ୍ରାପ୍ତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଗୟାଧର ସାହୁଙ୍କ ୭୫ବର୍ଷ ବୟସରେ ତାଙ୍କ ପତ୍ରାପାଲି(କ)ପଞ୍ଚାୟତ ମଖାପାଲି ଗ୍ରାମସ୍ଥିତ
Read More...

ଅବସରକାଳୀନ ସମ୍ବର୍ଦ୍ଧନା ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ଓଏସ୍‌ଏପି ଉଚ୍ଚ ବିଦ୍ୟାଳୟର ରାଜ୍ୟ କୃତି ସମ୍ମାନ ପ୍ରାପ୍ତ ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ନାୟକଙ୍କୁ ବିଦ୍ୟାଳୟ ପରିସରରେ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା)ର ରାଉରକେଲା ସିଟି ଜୋନ୍‌ର ସଭାପତି ଶିଶିର
Read More...

ଟିଟିଲାଗଡ଼ରେ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଟିଟିଲାଗଡରେ କିପରି ସୁରୁଖୁରୁରେ ଶୃଙ୍ଖଳାର ସହିତ ରଥଯାତ୍ରା ପାଳିତ ହେବ ସେନେଇ ମଙ୍ଗଳବାର ଅପରାହ୍ନରେ ସ୍ଥାନୀୟ ବାଳକ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରସ୍ତୁତି
Read More...

ସାତଦିନ ଧରି ପାଳିତ ହେବ ବନ ମହୋତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ବନବିଭାଗ ତରଫରୁ ବନ ମହୋତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ସଦେଇପାଲି ସ୍ଥିତ ବିସ୍ଥାପିତ କଲୋନୀ ଠାରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପୌରାଧ୍ୟକ୍ଷା ଲିକା ସାହୁ ଯୋଗଦେଇ ପ୍ରଥମେ
Read More...

ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଥିବା ବେଳେ କେବଳ ବୃକ୍ଷରୋପଣ ଦ୍ୱାରା ହିଁ ପରିବେଶକୁ ସଜାଡି ହେବ । ତେଣୁ ବୃକ୍ଷକୁ ସମ୍ମାନ ଜଣାଇ ତାହାର ଯତ୍ନ ନେବା ସମସ୍ତଙ୍କର କାମ । ଏହାକୁ ଆଖି ଆଗରେ ରଖି ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଟିଟିଲାଗଡ଼
Read More...