Monthly Archives

July 2024

ଖାଦ୍ୟ ସାମଗ୍ରୀର ଦରଦାମ ନିୟନ୍ତ୍ରଣ ଓ ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାର ଏସ୍‌ଆଇଟି ତଦନ୍ତ ଦାବିରେ ପ୍ରଧାନମନ୍ତ୍ରୀଙ୍କୁ…

ରାଉରକେଲା, (ସସ୍ମିତା ପ୍ରଧାନ) : ଦେଶରେ ସାଧାରଣ ନିର୍ବାଚନ ଶେଷ ହେଲାପରେ କେନ୍ଦ୍ରରେ ତୃତୀୟ ଥର ପାଇଁ ବିଜେପି ନେତୃତ୍ୱରେ ଏନ୍‌ଡିଏ ସରକାର କ୍ଷମତାସୀନ ହୋଇଛନ୍ତି ଏବଂ ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହୋଇଛନ୍ତି । ସାଧାରଣ ନିର୍ବାଚନ ଶେଷ ହେବା କ୍ଷଣି ଦେଶରେ
Read More...

ସୂଚନା ଓ ଲୋକସମ୍ପର୍କ ବିଭାଗ ଉପ-ନିର୍ଦ୍ଦେଶକଙ୍କ ବଲାଙ୍ଗିର ଗସ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସୂଚନା ଓ ଲୋକସମ୍ପର୍କ ବିଭାଗ (ସମ୍ବଲପୁର) ଉପ-ନିର୍ଦ୍ଦେଶକ କଲ୍ୟାଣୀ ଦାସ ଦିନିକିଆ ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସି ଜିଲ୍ଲାର ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ଏବଂ ସୂଚନା କେନ୍ଦ୍ର ତଥା ପାଠାଗାର ନିରୀକ୍ଷଣ କରିଛନ୍ତି । ଏଥି ସହିତ ଜିଲ୍ଲା ସଦର ମହକୁମା
Read More...

ପୁରୀରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରଥଯାତ୍ରାର ସ୍ୱତନ୍ତ୍ର ସମୀକ୍ଷା ବୈଠକ

ରଥଯାତ୍ରାର ତୃଟିଶୁନ୍ୟ ପରିଚାଳନା ପାଇଁ ସମସ୍ତଙ୍କ ସହଯୋଗ ଲୋଡିଲେ ମୁଖ୍ୟମନ୍ତ୍ରୀନିର୍ଘଣ୍ଟ ସମୟସୀମା ମଧ୍ୟରେ ମହାପ୍ରଭୁଙ୍କ ନୀତିକାନ୍ତି ସମ୍ପୂର୍ଣ୍ଣ କରିବା ଉପରେ ଗୁରୁତ୍ୱସମସ୍ତ ଭକ୍ତ ଓ ଯାତ୍ରୀଙ୍କ ସୁରକ୍ଷା ଓ ଆନୁଷଙ୍ଗିକ ବ୍ୟବସ୍ଥା ସୁନିଶ୍ଚିତ କରିବାକୁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ
Read More...

ମା’ ପାଇଁ ଗଛଟିଏ ଅଭିଯାନ : ବଲାଙ୍ଗିର ଠାରେ ଅନୁଷ୍ଠିତ ହେଲା ଚାରାରୋପଣ କାର୍ଯ୍ୟକ୍ରମ

ମା' ଭଳି ବୃକ୍ଷ ମଧ୍ୟ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ : ଅତିରିକ୍ତ ଜିଲ୍ଲାପାଳ ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କର ମା' ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅଭିଯାନ ଅନ୍ତର୍ଗତ, ବିଶ୍ୱ ପରିବେଶ ଦିବସ ସପ୍ତାହ ପାଳନ ଅବସରରେ ଆଜି ଅପରାହ୍ନରେ ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟାଳୟ
Read More...

ପାତାଳି ଶ୍ରୀକ୍ଷେତ୍ର ଠାରେ ଶ୍ରୀ ଜୀଉଙ୍କ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳା ସହ ଅନୁଷ୍ଠିତ କରିବା ନିମନ୍ତେ ପ୍ରସ୍ତୁତି…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ପାତାଳି ଶ୍ରୀକ୍ଷେତ୍ର ଠାରେ ଶ୍ରୀ ଜୀଉଙ୍କ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳା ସହ ପାଳନ କରିବା ନିମନ୍ତେ ଉପଜିଲ୍ଲାପାଳ ବୀରମହାରାଜପୁର ଲଲାଟେନ୍ଦୁ ସିଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଐତିହାସିକ ତଥା ପୌରାଣିକ ପୃଷ୍ଠଭୂମି ସହ
Read More...

ପ୍ରସୂତି ମହିଳାଙ୍କୁ ରକ୍ତଦାନ କଲା ଯୁବ କୁଲୁତା ସମାଜ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସୁବର୍ଣ୍ଣପୁର ଜିଲ୍ଲା ଟକର୍ଲା ଗ୍ରାମର ସୁଷମା ଭୁକ୍ତା ସ୍ଥାନୀୟ ଭୀମ ଭୋଇ ମେଡିକାଲ୍‌ କଲେଜ ହସ୍‌ପିଟାଲ୍‌ର ପ୍ରସୂତି ବିଭାଗରେ ଚିକିତ୍ସିତ ହେଉଛନ୍ତି । ତାଙ୍କୁ ଜରୁରିକାଳୀନ ପରିସ୍ଥିତି ରକ୍ତ ଆବଶ୍ୟକ ହେବାରୁ ରାତି ୪ ଟାରେ ତାଙ୍କ ସ୍ୱାମୀ ଉତ୍ତମ ବେହେରା
Read More...

ସମସ୍ୟା ଘେରରେ ବଲାଙ୍ଗିର ସରକାରୀ ମହିଳା ମହାବିଦ୍ୟାଳୟ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ନାଗରିକ କମିଟିର ଉଚ୍ଚ ଶିକ୍ଷା ବିଭାଗ ସବ୍‌ କମିଟିର ଏକ ଦଳ ପ୍ରଫେସର ତରୁଣ କୁମାର ମିଶ୍ରଙ୍କ ନେତୃତ୍ୱରେ ସରକାରୀ ମହିଳା ମହାବିଦ୍ୟାଳୟକୁ ପରିଦର୍ଶନରେ ଯାଇଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଅରବିନ୍ଦ ଓଝାଙ୍କ ସହ ସୌଜନ୍ୟମୂଳକ ସାକ୍ଷାତକାର
Read More...

ବେଲପଡା ପଂଚାୟତ ହାଇସ୍କୁଲର କ୍ରୀଡ଼ା ଶିକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ବେଲପଡା ପଂଚାୟତ ହାଇସ୍କୁଲର କ୍ରୀଡ଼ା ଶିକ୍ଷକ ଶ୍ରୀପତି ଷାଣ୍ଡଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ରସାନନ୍ଦ ମହାପାତ୍ରଙ୍କ
Read More...

ଅଲଣ୍ଡାରେ ଜନ ଅଭିଯୋଗ ଶୁଣାଣି ଶିବିର

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅଲଣ୍ଡା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ପଞ୍ଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣି ଓ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା । ସରପଞ୍ଚ ନିବେଦିତା ବାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅଭିଯୋଗ ଶୁଣାଣି ଶିବିରରେ ବ୍ଲକ
Read More...

ବଙ୍ଗୋମୁଣ୍ଡାରେ କ୍ଲଷ୍ଟର ସ୍ତରୀୟ ବିଭିନ୍ନ ପ୍ରତିଯୋଗିତା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ବଙ୍ଗୋମୁଣ୍ଡା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି କ୍ଲଷ୍ଟର ସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ବଙ୍ଗୋମୁଣ୍ଡା କ୍ଳଷ୍ଟରର ସିଆର୍‌ସିସି ଜିତାମିତ୍ର
Read More...