ସୋମବାର ସକାଳେ ଶାଶୁ ଘରକୁ ବିଜେକଲେ ମା’ ରାମାୟଣାମ୍ମା ଠାକୁରାଣୀ
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ସୋମବାର ପ୍ରତ୍ୟୁଷରେ ଠାକୁରାଣୀ ଶାଶୁଘର ପାଦ ଥାପିଥିଲେ । ଭକ୍ତମାନଙ୍କ ଦ୍ୱାରା ଦେବୀଙ୍କୁ ପାଛୋଟି ନେଇ ଦେବୀଙ୍କୁ ରତ୍ନ ସିଂହାସନ ଆରୋହଣ କରାଇଥିଲେ । ଅପୂର୍ବ ଆନନ୍ଦର ଲହରୀ ମଧ୍ୟରେ ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା' ରାମାୟଣାମ୍ମାଙ୍କ!-->…
Read More...
Read More...