ଖପ୍ରାଖୋଲ ଥାନାରେ ନୂତନ ଅପରାଧିକ ଆଇନର କାର୍ଯ୍ୟକାରିତାକୁ ନେଇ ସଚେତନତା ଶିବିର
ଖପ୍ରାଖୋଲ, (ଅଶୋକ କୁମାର ବାଗ) : ତିନୋଟି ନୂଆ ଅପରାଧିକ ଆଇନ, ଭାରତୀୟ ନ୍ୟାୟ ସଂହିତା୨୦୨୩, ଭାରତୀୟ ନାଗରିକ ସୁରକ୍ଷା ସଂହିତା ୨୦୨୩ ଏବଂ ଭାରତୀୟ ସାକ୍ଷ୍ୟ ଆଇନ ୨୦୨୩ ଆସନ୍ତା ମାସ ପହିଲା (ଜୁଲାଇ ୧)ରୁ କାର୍ଯ୍ୟକାରୀ ହେବ । ଗତବର୍ଷ ଶୀତକାଳୀନ ଅଧିବେଶନରେ ସଂସଦରେ ଏହି ବିଲ୍ ଗୃହୀତ!-->…
Read More...
Read More...