Daily Archives

ପଦ୍ମପୁର ମହାବିଦ୍ୟାଳୟରେ ଯୁକ୍ତ ୨ ଛାତ୍ରଛାତ୍ରୀମାନଙ୍କ ପ୍ରବେଶ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ସମ୍ମିଳନୀ ପ୍ରକୋଷ୍ଠରେ ନୂତନ ଭାବରେ ନାମ ଲେଖାଇଥିବା ଯୁକ୍ତ ଦୁଇ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଏକ ପ୍ରବେଶ ଉତ୍ସବ ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଛି । ସଭା ପ୍ରାରମ୍ଭରେ ଶ୍ରୀ ପଣ୍ଡା
Read More...

ସମ୍ବଲପୁରୀ ଦିବସ ଉପଲକ୍ଷେ ଆଲୋଚନା ଚକ୍ର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ସମ୍ମିଳନୀ ପ୍ରକୋଷ୍ଠରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଏବଂ ଆଇ. କ୍ୟୁ. ଏ. ସି. ର ମିଳିତ ଆନୁକୁଲ୍ୟରେ ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ୱରେ 'ସମ୍ବଲପୁରୀ ଗୀତ୍ ଆର୍ ଆମର ସଂସ୍କୃତି' ଶୀର୍ଷକ ଉପରେ ଏକ ଆଲୋଚନା
Read More...

ବିନ୍ଧ୍ୟବାସିନୀ ସ୍ନାତକ ଡିଗ୍ରୀ ମହାବିଦ୍ୟାଳୟରେ ଦୀକ୍ଷାରମ୍ଭ -୨୦୨୪ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବିନ୍ଧ୍ୟବାସିନୀ ଡିଗ୍ରୀ ମହା ବିଦ୍ୟାଳୟରେ ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ନବାଗତ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ପ୍ରବେଶିକା ଉଦ୍‌ବୋଧନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ଯୁକ୍ତ ୩ ପ୍ରଥମ ବର୍ଷ
Read More...

ତାଲଜୁରିରେ ଅଙ୍ଗନୱାଡ଼ି କର୍ମୀଙ୍କୁ ବିଦାୟ ସମ୍ୱର୍ଦ୍ଧନା

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ତାଲଜୁରି ଗ୍ରାମରେ ଅଙ୍ଗନୱାଡ଼ି କର୍ମୀ ଚନ୍ଦନ ତୁଳା ନନ୍ଦଙ୍କ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀପତି ନନ୍ଦଙ୍କ ସଭାପତିତ୍ଵରେ ଆୟୋଜିତ ସମାରୋହରେ ପଞ୍ଚାୟତ ସରପଞ୍ଚ
Read More...

ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତ ୨ ପ୍ରଥମ ବର୍ଷରେ ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କୁ ଦିଗ୍‌ଦର୍ଶନ ପ୍ରଦାନ ସକାଶେ ଏକ ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରାଧ୍ୟାପକ ରଞ୍ଜନ କୁମାର ପାଣିଗ୍ରାହୀଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ
Read More...

କେବେ ସୁଧୁରିବ ଚାରପାଣି ରାସ୍ତା : ଗ୍ରାମବାସୀ ଅସନ୍ତୋଷ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ୍‌ ବଡ ବାଙ୍କି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଚାରପାଣି ନିଆଲ ପଡା ରାସ୍ତା କାଦୁଅରେ ପଚ୍ ପଚ୍ । ସୂଚନାଯୋଗ୍ୟ ଯେ, ଗାଁ ଲୋକେ କହିବା ମୁତାବକ ଅନେକ ଥର ପଞ୍ଚାୟତ ପ୍ରଶାସନଙ୍କୁ ଗୁହାରି କରିଥିଲେ ସୁଦ୍ଧା ଏପର୍ୟ୍ୟନ୍ତ ଗୁହାରି
Read More...

ଜେନିଥ ଲାଇନ୍ସ ଗୁରୁକୁଳରେ ସମ୍ବଲପୁରୀ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ଜେନିଥ ଲାୟନ୍ସ ଗୁରୁକୁଳରେ ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜୟନ୍ତୀ ଅବସରରେ ଅଗଷ୍ଟ ୧ ତାରିଖରେ ସମ୍ବଲପୁରୀ ଦିବସ ଭାବରେ ପାଳିତ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାଣ୍ଡୋସିଲ କଲେଜର ଓଡିଆ ଅଧ୍ୟାପକ ସନ୍ତୋଷ ସିଂହ ଠାକୁର
Read More...

ଶିକ୍ଷକଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

ଚନ୍ଦନଭାଟି, (ରାଜେଶ ଦଣ୍ଡସେନା) : ବଲାଙ୍ଗିର ସଦର ବ୍ଲକ୍ ଅନ୍ତର୍ଗତ ଚନ୍ଦନଭାଟି ଗ୍ରାମ ପଞ୍ଚାୟତର ସାଲେପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଆଶିଷ କୁମାର ମିଶ୍ର ଅବସର ଗ୍ରହଣ କରିଛନ୍ତି । ଏଇ ଅବସରରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ସଭାପତିତ୍ୱ କରିଥିଲେ ପଞ୍ଚାୟତ
Read More...

୧୦ କେଜି ଗଞ୍ଜେଇ ସହ ୩ ଅଭିଯୁକ୍ତଙ୍କୁ ଗିରଫ କଲା ଖପ୍ରାଖୋଲ ପୋଲିସ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ହରିଶଙ୍କର ଛକ ନିକଟରେ ଗଞ୍ଜେଇ ଚୋରା ଚାଲାଣ ବେଳେ ୧୦ କେଜି ଗଞ୍ଜେଇ ସହ ଦୁଇଟି ବାଇକ୍‌ ଏବଂ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଖପ୍ରାଖୋଲ ପୋଲିସ । ସୂଚନା ଅନୁଯାୟୀ ଗୁରୁବାର ସକାଳ ସମୟରେ ଖପ୍ରାଖୋଲ ପୋଲିସ
Read More...

ଆଜିଠାରୁ କଳାହାଣ୍ଡିରେ ହେଲ୍‌ମେଟ୍‌ ନାହିଁ ତ ପେଟ୍ରୋଲ ନାହିଁ

ଭବାନୀପାଟଣା, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲାରେ ଆଜିଠାରୁ ହେଲ୍‌ମେଟ୍‌ ବ୍ୟବହାର କରୁନଥିଲେ ପେଟ୍ରୋଲ ପମ୍ପ ଗୁଡିକରେ ପେଟ୍ରୋଲ ମିଳିବନି । ଏଭଳି ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀ । ଜିଲ୍ଲାରେ ଅନେକ ସମୟରେ ଯାନବାହାନ ଦୁର୍ଘଟଣା ଘଟି ଅକାଳେ ଜୀବନ
Read More...