Daily Archives

ବଙ୍ଗୋମୁଣ୍ଡା ବ୍ଲକରେ ୧୭୩ ଜଣ ହିତାଧିକାରୀଙ୍କୁ ବିଧାୟକଙ୍କ ଦ୍ୱାରା ଭତ୍ତା ପ୍ରଦାନ

କଣ୍ଟାବାଞ୍ଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଦିନ ବ୍ଲକର ୧୭୩ ଜଣଙ୍କୁ ବିଭିନ୍ନ ପ୍ରକାର ଭତା ବଣ୍ୱନ କରାଯାଇଛି । ଏହି ଅବସରରେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ମୁଖ୍ୟ ଅତିଥୀଭାବେ ଯୋଗ ଦେଇ ଭତ୍ତା ବଣ୍ଟନ କରିଛନ୍ତି
Read More...

ପାଇକମାଲ ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମ୍ବର୍ଦ୍ଧନା ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଅଧ୍ୟକ୍ଷ ଶ୍ୟାମଲାଲ ପ୍ରଧାନଙ୍କ ସଭାପତିତ୍ୱରେ ନୂତନ ବର୍ଷର ଛାତ୍ରଛାତ୍ରୀ ମାନଙ୍କ ସ୍ୱାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥିଭାବରେ ପାଇକମାଲ ବିଡିଓ ପ୍ରଫୁଲ୍ଲ
Read More...

କେ. ଭି. କଲେଜରେ ବିଦାୟୋତ୍ସବ

ଉତ୍ତମ ଶିକ୍ଷକ ମାନେ ହିଁ ସୁସ୍ଥ ଓ ଶବଳ ଭାବେ ଗଢ଼ିଥାନ୍ତି ସମାଜକୁ କଣ୍ଟାବାଞ୍ଜି, (ଗୁରୁଦୟାଲ ହଂସ) : କଣ୍ଟାବାଞ୍ଜି ଉତ୍ତମ ଶିକ୍ଷକମାନେ ହିଁ ମୁଖ୍ୟ ଭୂମିକା ଗ୍ରହଣ କରିଥାନ୍ତି, ଏକ ସୁସ୍ଥ ଓ ଶବଳ ସମାଜ ଗଠନ କରିବାରେ । ମତ ପ୍ରକାଶ ପାଇଛି କେ. ଭି ମହାବିଦ୍ୟାଳୟର ସ୍ନାତକୋତ୍ତର
Read More...

କେ. ଭି. ମହାବିଦ୍ୟାଳୟରେ ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : କେ. ଭି. ମହାବିଦ୍ୟାଳୟ କଣ୍ଟାବାଞ୍ଜିରେ ଉଭୟ ଯୁକ୍ତ ୨ ଓ ୩ ତିନି ପ୍ରଥମ ବର୍ଷରେ ନାମ ଲେଖାଇଥିବା ଛାତ୍ରଛାତ୍ରୀ ମାନଙ୍କ ସ୍ୱାଗତ ପାଇଁ ଏକ କାର୍ଯ୍ୟକ୍ରମ ମହାବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିଲା । ମହାବିଦ୍ୟାଳୟର ଅଧ୍ୟକ୍ଷ ପଦ୍ମଲୋଚନ ବର୍ମାଙ୍କ ଦ୍ୱାରା
Read More...

ଉଡାନର ସ୍ୱାଗତ ସମାରୋହ – ୨୦୨୪ ଆୟୋଜିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ପିପି ଏକାଡେମୀଠାରେ ରୋଟାରୀ ଏଲିଟ ତରଫରୁ ନବମ ଛାତ୍ରୀଙ୍କ 'ଉଡାନ ସ୍ୱାଗତ ସମାରୋହ - ୨୦୨୪' ଅଗଷ୍ଟ ୦୧ ତାରିଖ ଦିନ ଆୟୋଜିତ ହୋଇଥିଲା । ଏହି ସଭାରେ ମୁଖ୍ୟଅତିଥି ଭାବରେ ପ୍ରଫେସର ମଧୁସୂଦନ ପତି ଯୋଗଦେଇ ଛାତ୍ରୀଙ୍କୁ ଚରିତ୍ର ନିର୍ମାଣର ଆବଶ୍ୟକତା
Read More...

ଆଜି ରାଷ୍ଟ୍ରପତି ଭବନରେ ରାଜ୍ୟପାଳ ସମ୍ମିଳନୀକୁ ଉଦ୍‌ଘାଟନ କରିଛନ୍ତି ରାଷ୍ଟ୍ରପତି

ନୂଆଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି (ଅଗଷ୍ଟ ୨, ୨୦୨୪) ରାଷ୍ଟ୍ରପତି ଭବନରେ ରାଜ୍ୟପାଳ ସମ୍ମିଳନୀକୁ ଉଦ୍‌ଘାଟନ କରିଛନ୍ତି । ଏହି ସମ୍ମିଳନୀରେ କେବଳ କେନ୍ଦ୍ର-ରାଜ୍ୟ ସମ୍ପର୍କକୁ ଗଢ଼ିତୋଳିବା ନୁହେଁ ବରଂ ସାଧାରଣ ଲୋକଙ୍କ ପାଇଁ କଲ୍ୟାଣକାରୀ ଯୋଜନାକୁ
Read More...

ସାହିତ୍ୟ ଏକାଡେମୀ ତରଫରୁ ନିସୀମ ଇଜିକେଲଙ୍କ ଜନ୍ମ ଶତବାର୍ଷିକୀ ଆଲୋଚନା ଚକ୍ର

ଭାରତୀୟ-ଇଂରାଜୀ କବିତାକୁ ଏକ ନୂତନ ଦିଗ ଦେଇଛନ୍ତି ନିସୀମ ଇଜେକିଲ - ମାଲାଶ୍ରୀ ଲାଲ ନୂଆଦିଲ୍ଲୀ : ନୂଆଦିଲ୍ଲୀଠାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ତରଫରୁ ବିଶିଷ୍ଟ ଭାରତୀୟ ଇଂରାଜୀ କବି ନିସୀମ ଇଜେକେଲଙ୍କ ଉପରେ ଦୁଇ ଦିନିଆ ଜନ୍ମ ଶତବାର୍ଷିକୀ ଆଲୋଚନା ଚକ୍ର ଆଜି ଉଦ୍‌ଘାଟିତ ହୋଇଛି ।
Read More...

ଏନ୍‌ସିସି ନିର୍ଦ୍ଦେଶାଳୟ ଡିଡିଜି କମାଣ୍ଡର ଜେ ସୁରେଶଙ୍କ ନବମ(ଓ) ବାଟାଲିୟନ ଏନ୍‌ସିସି : ରାଉରକେଲାର ପରିଦର୍ଶନ

ରାଉରକେଲା, (ସସ୍ମିତା ପ୍ରଧାନ) : କମାଣ୍ଡର ଜେ ସୁରେଶ, ଡିଡିଜି, ଏନ୍‌ସିସି ନିର୍ଦ୍ଦେଶାଳୟ, ଅତିରିକ୍ତ ନିର୍ଦ୍ଦେଶକ ପ୍ରଶାସନ କର୍ଣ୍ଣେଲ ସଂକେତ ଦେବ ଏବଂ ସମ୍ବଲପୁର ଗ୍ରୁପ୍ କମାଣ୍ଡର କର୍ଣ୍ଣେଲ ଅମିତାଭ ରଜ୍ଝୟ, ସେନା ପଦକ ସହିତ ନବମ(ଓ) ବାଟାଲିୟନ ଏନ୍‌ସିସି, ରାଉରକେଲା ପରିଦର୍ଶନ
Read More...

ଫକୀର ଚରଣ ପାଢ଼ୀଙ୍କ ପୁସ୍ତକ ‘ଚମ୍ପା’ ଲୋକାର୍ପିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଐତିହାସିକ ବେରବୋଇ ଗ୍ରାମ ସଂନିକଟ ବୋଳକଣା ଗ୍ରାମର ସାରସ୍ୱତ ସାଧକ ତଥା ଶିକ୍ଷାବିତ୍ତ ଫକୀର ଚରଣ ପାଢ଼ୀଙ୍କ ହଲ୍‌ବି ଲୋକକଥା ପୁସ୍ତକ 'ଚମ୍ପା' ଉତ୍କଳମଣୀଙ୍କ ସାଧନାପୀଠ ସତ୍ୟବାଦୀରେ ଲୋକାର୍ପିତ ହୋଇଯାଇଛି
Read More...

ପ୍ରଧାନ ଆଚାର୍ଯ୍ୟ ଚୈତନ୍ୟ ଭୋଇଙ୍କ ପିତୃ ବିୟୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ଚୈତନ୍ୟ ଭୋଇଙ୍କ ପିତା ଯାଦବ ଭୋଇଙ୍କ (୮୭) ଗୁରୁବାର ଦିନ ପରଲୋକ ହୋଇଯାଇଛି । ଖବର ପାଇ ଶିଶୁ ବିଦ୍ୟା ମନ୍ଦିରର ଗୁରୁଜୀ, ଗୁରୁମା ଓ ପରିଚାଳନା କମିଟିର ସଦସ୍ୟ ବୃନ୍ଦ ଶେଷ ଦର୍ଶନ କରି ଗଭୀର
Read More...