Daily Archives

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଜ୍ଞାନ ବିଜ୍ଞାନ ମେଳା

ମ.ରାମପୁର, (ହେମନ୍ତ ସାହୁ) : ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଜ୍ଞାନ ବିଜ୍ଞାନ ମେଳା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ଦିବାକର ସାହୁ- ତୁଜୁଙ୍ଗ ହାଇସ୍କୁଲର ପ୍ରଧାନ ଶିକ୍ଷକ ଉଦ୍‌ଘାଟନ କରିଥିଲେ । ସଭାପତି ଅଶ୍ୱିନୀ କୁମାର ପଣ୍ଡା, ବିଜ୍ଞାନ ଶିକ୍ଷକ କିରଣ
Read More...

ମିନି ଷ୍ଟାଡିୟମ ନାଁରେ ଲକ୍ଷାଧିକ ଟଙ୍କା ଆତ୍ମସାତ ଅଭିଯୋଗ : ବିଡ଼ିଓଙ୍କୁ ଗ୍ରାମବାସୀଙ୍କ ଦାବିପତ୍ର ପ୍ରଦାନ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ଭଦ୍ରା ପଞ୍ଚାୟତ ଖାସବାହାଲ ଗାଁରେ ମିନି ଷ୍ଟାଡିୟମ ନିର୍ମାଣ କରିବା ନାଁରେ ଲକ୍ଷାଧିକ ଟଙ୍କା ଆତ୍ମସାତ ହୋଇଥିବା ସଇଁତଲା ବିଡ଼ିଓ ବିନୟ ଭୋଇଙ୍କ ଠାରେ ଗ୍ରାମବାସୀ ଲିଖିତ ଅଭିଯୋଗ କରିଛନ୍ତି । ଯଦି ଏ ଦିଗରେ ବ୍ଲକ ପ୍ରଶାସନ
Read More...

ସାପ କାମୁଡିବାରେ ଭାଇଭଉଣୀଙ୍କ ମୃତ୍ୟୁ ଘଟଣା : ମୃତକଙ୍କ ପରିବାରବର୍ଗଙ୍କୁ ଭେଟିଲେ ବିଧାୟକ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ବିବିନା ପଞ୍ଚାୟତ ଜାମପଦର ଗାଁରେ ଗତ ୨୫ ତାରିଖ ଦିନ ସାପ କାମୁଡାରେ ଦୁହେଁ ଭାଇଭଉଣୀଙ୍କ ମୃତ ଘଟଣାକୁ ନେଇ ସମଗ୍ର ଅଞ୍ଚଳରେ ଶୋକ ପ୍ରକାଶ କରିଥିଲା । ଏହି ଘଟଣାକୁ ନେଇ ଶୁକ୍ରବାର ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଗାଁକୁ ପହଂଚି
Read More...

ବିଶ୍ୱ ମାତୃ ସ୍ତନ୍ୟପାନ ସପ୍ତାହ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ବିଶିଷ୍ଟ ସାମାଜିକ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଉତ୍କଳ ସ୍ନେହୀ ମହିଳା ସମିତି ଏବଂ ସଂଜୀବିତ୍ ମଲ୍ଟି ସ୍ପେସିଆଲିଟି ହେଲଥ୍‌ର ମିଳିତ ଆନୁକୂଲ୍ୟରେ ବିଶ୍ୱ ମାତୃ ସ୍ତନ୍ୟପାନ ସପ୍ତାହ ପାଳିତ ହୋଇଯାଇଛି । ମହିଳା ସମିତିର ସଭାନେତ୍ରୀ ସବିତା ସାହୁଙ୍କ
Read More...

ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ ରାଉରକେଲାକୁ ମିଳିଲା ସମ୍ବଲପୁର ବିଶ୍ୱବିଦ୍ୟାଳୟର ସ୍ଥାୟୀ ସହବନ୍ଧନ ସ୍ୱୀକୃତି

ରାଉରକେଲା, (ସସ୍ମିତା ପ୍ରଧାନ) : ୧୯୬୧ ମସିହାରେ ପ୍ରତିଷ୍ଠିତ ତଥା ପରବର୍ତ୍ତୀ ସମୟରେ ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟର ମାନ୍ୟତା ପାଇଥିବା ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ ରାଉରକେଲାକୁ ସମ୍ବଲପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଭିନ୍ନ ପାଠ୍ୟକ୍ରମ ପାଇଁ ସ୍ଥାୟୀ ସହବନ୍ଧନ ସ୍ୱୀକୃତି
Read More...

ବିଧାୟକ ଦୁର୍ଗା ଚରଣ ତନ୍ତୀଙ୍କ ଇଏସ୍‌ଆଇ ମଡେଲ ହସ୍ପିଟାଲ ପରିଦର୍ଶନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଜେଲ୍‌ ରୋଡ୍‌ ନିଜଟରେ ଥିବା ଇଏସ୍‌ଆଇ ମଡେଲ ହସ୍ପିଟାଲକୁ ଆଜି ରଘୁନାଥପାଲ୍ଲୀ ବିଧାୟଜ ଦୁର୍ଗା ଚରଣ ତନ୍ତୀ ଅଚାନକ ପରିଦର୍ଶନରେ ଯାଇ ରୋଗୀମାନଙ୍କୁ ସାକ୍ଷାତ କରି ସେମାନଙ୍କୁ ମିଳୁଥିବା ସ୍ୱାସ୍ଥ୍ୟ ସେବା ସମ୍ଵନ୍ଧରେ ପଚାରି ବୁଝିବା ସହ
Read More...

ସର୍ଗିବାହାଲ ସରସ୍ଵତୀ ଶିଶୁ ମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ସର୍ଗିବାହାଲ ଠାରେ ଆଜି ଶନିବାର ଦିନ ୧୫ତମ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଶିଶୁ ବାଟିକା ଠାରୁ ସମସ୍ତ ଶ୍ରେଣୀ ପର୍ଯ୍ୟନ୍ତ ଶିଶୁ ଭାଇଭଉଣୀ ଭାଗ ନେଇଥିଲେ । ଏଥିରେ ୭୫ଟି ପ୍ରକଳ୍ପ ପ୍ରଦର୍ଶନ କରାଯାଇଥିଲା । ଏହି
Read More...

ଟିଟିଲାଗଡ଼ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଫିସ୍‌ ନେଇ ରସିଦ୍‌ ନଦେବା ବିଷୟରେ ତଦନ୍ତ କରିବାକୁ ଦାବିପତ୍ର ପ୍ରଦାନ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ନିକଟସ୍ଥ ଖୋଲାନ ଗ୍ରାମରେ ନୂତନ ଭାବେ ଦିତୀୟ ବର୍ଷ ପାଇଁ ନାମ ଲେଖା ସମୟରେ ଛାତ୍ରଛାତ୍ରୀ ମାନଙ୍କ ଠାରୁ ଫିସ ନେଇ ରସିଦ ନଦେବା ଶୁକ୍ରବାର ଦିନ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ସେଠାକାର ସରପଞ୍ଚ ନରେଶ ଅଗ୍ରୱାଲଙ୍କୁ ଆମ ପ୍ରତିନିଧି ସାକ୍ଷାତ
Read More...

ଜେଏସ୍‌ଏମ୍‌ କମର୍ସ ଡିଗ୍ରୀ କଲେଜର ବି.କମ୍ ୨୦୨୧-୨୪ ଅନ୍ତିମ ବର୍ଷର ପରୀକ୍ଷା ପରିଣାମ ଘୋଷିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସମ୍ବଦ୍ଧ ଜେଏସ୍‌ଏମ୍‌ କମର୍ସ ଡିଗ୍ରୀ କଲେଜର ବି.କମ୍ ୨୦୨୧-୨୪ ଅନ୍ତିମ ବର୍ଷର ପରୀକ୍ଷା ପରିଣାମ ଅନୁଷ୍ଠାନିକ ଭାବରେ ଘୋଷଣା କରାଯାଇଛି । ଅନେକ ସଂଖ୍ୟକ ଶିଷ୍ୟ ପରୀକ୍ଷା ଉତ୍ତୀର୍ଣ୍ଣ ହୋଇଛନ୍ତି, ଯାହା ଏକ ଉତ୍ସବମୁଖର
Read More...

ଗାଧୋଇବାକୁ ଯାଇଥିବା ବେଳେ ଅଘଟଣ : ପୋଖରୀରେ ବୁଡ଼ି ଚାଲିଗଲା ଜଣକ ଜୀବନ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଗୋଧୋଇବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ି ଜୀବନ ଗଲା । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ଅଞ୍ଚଳରେ । ମୃତକ ମହାସିଙ୍ଗି ଗ୍ରାମର ଭକ୍ତରାମ ପୁଜାରୀ ହୋଇଥିବା ଜଣାପଡ଼ିଛି । ସୂଚନା
Read More...