Daily Archives

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ୬୨ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର, (ପିଆଇବି) : ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ୬୨ତମ ପ୍ରତିଷ୍ଠା ଦିବସ ଆଜି ପ୍ରତିଷ୍ଠାନ ପରିସରରେ ଥିବା ନୂତନ ପ୍ରେକ୍ଷାଳୟରେ ଅନୁଷ୍ଠିତ ହୋଇଯାଇଛି । ପ୍ରତିଷ୍ଠାନର ଅଧ୍ୟକ୍ଷ ପ୍ରଫେସର ପ୍ରକାଶ ଚନ୍ଦ୍ର ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଭବ୍ୟ ଉତ୍ସବରେ
Read More...

ପଣ୍ଡିତ ନୀଳକଣ୍ଠ ଦାସଙ୍କ ୧୪୦ତମ ଜୟନ୍ତୀ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ପଣ୍ଡିତ ନୀଳକଣ୍ଠ ଉତ୍କଳ ଏକାଡେମୀ ମହାବିଦ୍ୟାଳୟ ଆନୁକୂଲ୍ୟରେ ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା ଓ ବରିଷ୍ଠ ନାଗରିକ ଜ୍ଞାନୀଗୁଣିଙ୍କୁ ପଣ୍ଡିତ ନୀଳକଣ୍ଠ ଦାସଙ୍କ ୧୪୦ ତମ ଜୟନ୍ତୀ ସୋମବାର ଦିନ ପାଳିତ
Read More...

ଅଙ୍ଗନଦୀ ପାଣିରେ ଭାସିଯାଉଥିବା ୨ ନିରୀହ ଜୀବନ ବଞ୍ଚାଇଲେ ୨ ଛାତ୍ର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅନ୍ତର୍ଗତ ମହୁଳପାଲି ଅଙ୍ଗନଦୀରେ ସକାଳୁ ଗାଧୋଇବା ସମୟରେ ମଝି ପାଣି ସ୍ରୋତରେ ଭାସି ଯାଉଥିଲେ ଏହା ଦେଖି ୨ ଜଣ ଛାତ୍ର ତାଙ୍କୁ ଉଦ୍ଧାର କରି ଜୀବନ ବଞ୍ଚାଇଛନ୍ତି । ରବିବାର ଦିନ ସ୍କୁଲ ଛୁଟି ଥିବାରୁ ମହୁଲପାଲି ଗ୍ରାମର ସୁରଜ ବାଗ(୧୪) ଓ
Read More...

ଜନ୍ମାଷ୍ଟମୀ ପାଇଁ ଯାଦବ ଉନ୍ନୟନ ସମିତିର ପ୍ରସ୍ତୁତି ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ଯାଦବ ଉନ୍ନୟନ ସମିତିର କାର୍ଯ୍ୟକାରୀ ସଭାପତି ସର୍ବେଶ୍ଵର ଦାସଙ୍କ ଅଧ୍ୟକ୍ଷତାରେ ଆସନ୍ତା ୨୬ ତାରିଖରେ ହେବାକୁ ଥିବା ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ରାଧାକୃଷ୍ଣ ମନ୍ଦିର ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ
Read More...

ବିଭାଗୀୟ ସମ୍ବନ୍ଧୀୟ ସ୍ଥାୟୀ କମିଟି-୭ର ସଦସ୍ୟ ରୂପେ ବିଧାୟକ ଦୁର୍ଗା ଚରଣ ତନ୍ତୀ ମନୋନୀତ ହୋଇଥିବାରୁ ଜିଲ୍ଲା ତରଫରୁ…

ରାଉରକେଲା, (ସସ୍ମିତା ପ୍ରଧାନ) : ଚଳିତବର୍ଷ ରାଜ୍ୟ ବିଧାନସଭା ନିର୍ବାଚନରେ ରଘୁନାଥପଲ୍ଲୀ ବିଧାନସଭା କ୍ଷେତ୍ରରୁ ବିଧାୟକ ରୂପେ ଦୁର୍ଗା ଚରଣ ତନ୍ତୀ ବିଜୟ ପ୍ରାପ୍ତ ହୋଇ ବିଜେପିର ପ୍ରଥମ ବିଧାୟକ ଭାବେ ଗୌରବ ଅର୍ଜନ କରିଥିବାରୁ ଜିଲ୍ଲା କର୍ମୀ ମହଲରେ ଆନନ୍ଦ ଉଲ୍ଲାସ ଖେଳି ଯାଇଥିଲା । ଶ୍ରୀ
Read More...

ରୋଟାରୀ କ୍ଲବ ଅଫ୍ ରାଉରକେଲା ଅର୍ବାନର ଦ୍ୱିତୀୟ ଅଧିଷ୍ଠାନ ଦିବସ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ୍ ରାଉରକେଲା ଅର୍ବାନର ଦ୍ୱିତୀୟ ଅଧିଷ୍ଠାନ ଦିବସ ବ୍ରାହ୍ମଣୀ କ୍ଲବ୍ ଠାରେ ଅନୁଷ୍ଠିତ ହୋଇଯାଇଛି । କ୍ଲବ୍‌ର ସଭାପତି ରୋଟାରୀଆନ୍‌ ଡାକ୍ତର ରାମଚନ୍ଦ୍ର ମେହେରଙ୍କ ଅଧ୍ୟକ୍ଷତା ଓ ସ୍ମିତାଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ପାଣି ନେଇ ଯାଉଥିବା ବେଳେ ସାପ କାମୁଡ଼ାରେ ଚାଲିଗଲା କାଉଡିଆଙ୍କ ଜୀବନ

ଭଦ୍ରକ, (କମଳ ଲୋଚନ ପଣ୍ଡା) : ଶ୍ରାବଣ ମାସର ପ୍ରତ୍ୟେକ ସୋମବାର ମହାଦେବଙ୍କ ପାଖକୁ ପାଣି ଭାର ନେଇ ଯାଇଥାନ୍ତି କାଉଡ଼ିଆ ଭକ୍ତ ମାନେ । ସେହିପରି ଭଦ୍ରକ ଜିଲ୍ଲାର ତୃତୀୟ ସୋମବାର ପାଳିରେ ପାଟୁଲି ଅଂଚଳର ୩ ଜଣ କାଉଡ଼ିଆ ଭକ୍ତ ବେତାଳୀ ଗାଁ ଗାନ୍ଧୀଘାଟରୁ ପାଣି ନେଇ ବାବା ଆଖଣ୍ଡଳମଣିଙ୍କ
Read More...

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା ) : ଭାଲୁ ଆକ୍ରମଣରେ ଯୁବକ ଗୁରୁତର, ଜୟପାଟଣା ଫରେଷ୍ଟ ସେକ୍ସନ ଅଧୀନରେ ଥିବା ଉଛୁଳା ପଞ୍ଚାୟତ ପାଣ୍ଡରିପଖାନ ଗ୍ରାମର ଜଣେ ଯୁବକ ଲକ୍ଷ୍ମଣ ନାଏକ ଆଜି ପାହାନ୍ତାରୁ ଶୌଚ ପାଇଁ ଗାଁ ନିକଟସ୍ଥ ନାଳକୁ ଯାଉଥିବା ବେଳେ ପାଖ ଜଙ୍ଗଲରୁ ଖାଦ୍ୟ ଅନ୍ୱେଷଣରେ ଗାଁ
Read More...