Daily Archives

ବରଗଡରେ ଭାରତୀୟ ହସ୍ତତନ୍ତ ପ୍ରଦ୍ୟୋଗିକ ପ୍ରତିଷ୍ଠାନ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡରେ ଜାତୀୟ ହସ୍ତତନ୍ତ ଦିବସ ପାଳନ କରାଯାଇଛି । ହସ୍ତତନ୍ତ ହେଉଛି ଭାରତୀୟ ସଂସ୍କୃତିର ଏକ ଅବିଚ୍ଛେଦ୍ୟ ଅଙ୍ଗ । ବିଶ୍ଵସ୍ଥରରେ ଯେତେବେଳେ ଜଳ ବାୟୁ ପରିବର୍ତ୍ତନ ସଙ୍ଗେ ସଙ୍ଗେ ତାପ ମାତ୍ରା ବଢ଼ିବାରେ ଲାଗିଛି ହସ୍ତତନ୍ତର ଆବଶ୍ୟକତା ଧୀରେ ଧୀରେ ବଢ଼ିବାରେ
Read More...

ବଙ୍ଗୋମୁଣ୍ଡାରେ ପ୍ରଧାନମନ୍ତ୍ରୀ ଭାରତୀୟ ଜନ ଔଷଧି କେନ୍ଦ୍ରକୁ ଉଦ୍‌ଘାଟନ କଲେ କଣ୍ଟାବାଞ୍ଜି ବିଧାୟକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା- ଖଡ଼ିଆଳ ୫୯ ନମ୍ବର ଜାତୀୟ ରାଜପଥ ପାର୍ଶ୍ଵରେ ଥିବା ଚୁଲିଫୁଙ୍କା ଛକ ଠାରେ ଆଜି ପ୍ରଧାନମନ୍ତ୍ରୀ ଭାରତୀୟ ଜନ ଔଷଧି କେନ୍ଦ୍ର ଉଦ୍‌ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଶ୍ରୀ ଗଣେଶଙ୍କ ଫଟୋ
Read More...

ଡୁଙ୍ଗୁରିପାଲି ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଗଜବନ୍ଧ ସରସ୍ୱତୀ ଶିଶୁ ମନ୍ଦିର ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଗଜବନ୍ଧଠାରେ ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । କଳିଙ୍ଗ ଉଚ୍ଚ
Read More...

ଆସନ୍ତା କାଲି ପ୍ରବଳ ବର୍ଷା : ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗରର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପରେ ଆଜି ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସୁଛି ଆଉ ଏକ ଲଘୁଚାପ । ଗାଙ୍ଗେୟ ପଶ୍ଚିମବଙ୍ଗ ସଂଲଗ୍ନ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା ନିକଟ ସମୁଦ୍ରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ
Read More...

ଜାତୀୟ ହସ୍ତତନ୍ତ ଦିବସରେ ଶିକ୍ଷକଙ୍କ ଅଭନବ ପ୍ରୟାସ

ବରଗଡ, (ନିରୋଜ କୁମାର ପାଣୀ) : ଅଗଷ୍ଟ ୭ ତାରିଖକୁ ଜାତୀୟ ହସ୍ତତନ୍ତ ଦିବସ ଭାବରେ ପାଳନ କରାଯାଏ । ଏହି ଅବସରରେ କୁନୀ କୁନୀ ଛାତ୍ରଛାତ୍ରୀଙ୍କୁ ହସ୍ତତନ୍ତ ବିଷୟରେ ଧାରଣା ଦେବା ପାଇଁ ହସ୍ତତନ୍ତ ପରିବାରକୁ ପରିଦର୍ଶନ କାର୍ଯ୍ୟକ୍ରମ କରାଯାଇଥିଲା । ସୋହେଲା ବ୍ଲକ ଅନ୍ତର୍ଗତ କନଗାଁ କ୍ଲଷ୍ଟରର
Read More...

ଦୃଷ୍ଟିହୀନ ଛାତ୍ରଛାତ୍ରୀ ଓ ଅଭିଭାବକ ମାନଙ୍କ ପ୍ରଶିକ୍ଷଣ ଶିବିର

ସମ୍ବଲପୁର, (କେପିଏନ୍‌ଏସ୍‌) : ସମଗ୍ର ଶିକ୍ଷା, ସମ୍ବଲପୁର ଆନୁକୂଲ୍ୟରେ ଆଦ୍ୟ ତା ୦୭.୦୮.୨୦୨୪ ଦିନ ସ୍ଥାନୀୟ ଜିଲ୍ଲା ଆନ୍ତର୍ନିବେଶି ଶିକ୍ଷା ସାଧନ କେନ୍ଦ୍ର, ବୁଢାରଜାରେ ଷ୍ଟାର୍‌ ପ୍ରୋଜେକ୍ଟ ତରଫରୁ ଲ୍ୟାପ୍‌ଟପ୍‌ ପାଇଥିବା ୧୦ ଜଣ ଦୃଷ୍ଟିହୀନ ଛାତ୍ରଛାତ୍ରୀ ଓ ସେମାନଙ୍କ ଅଭିଭାବକ
Read More...

ପାଇକମାଲ ଅଙ୍ଗନୱାଡି କେନ୍ଦ୍ରରେ ଯକ୍ଷ୍ମା ନିରାକରଣ ପାଇଁ ସଚେତନା କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ମିଠାପାଲି ଅଙ୍ଗନୱାଡି କେନ୍ଦ୍ରର ଯକ୍ଷ୍ମା ନିରାକରଣ ଓ ଟିବି ହାରିବ ଓ ଦେଶ ଜିତିବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ସି. ଐଚ୍‌. ଓ ପ୍ରେମଚାନ୍ଦ ନାୟକଙ୍କ ନେତୃତ୍ୱରେ ଏକ ସଭା ଆୟୋଜନ କରାଯାଇଥିଲା । ଏହି ସଭାରେ କିପରି ଯକ୍ଷ୍ମା ନିରାକରଣ
Read More...

ଭିନେଶ, ଆପଣ ଚାମ୍ପିୟନଙ୍କ ମଧ୍ୟରେ ଚାମ୍ପିୟନ : ପ୍ରଧାନମନ୍ତ୍ରୀ

ଆଜିର ଘଟଣା ଦୁଃଖଦାୟକ; ମୋ ମନରେ ଥିବା ନିରାଶାକୁ ବ୍ୟକ୍ତ କରିବା ଲାଗି ଭାଷା ପାଉ ନାହିଁ : ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ, (ପିଆଇବି) : ପ୍ୟାରିସ୍ ଅଲିମ୍ପିକ୍ସର ଅନ୍ତିମ ମୁକାବିଲା ପୂର୍ବରୁ ଭାରତୀୟ କୁସ୍ତିଯୋଦ୍ଧା ଭିନେଶ ଫୋଗଟଙ୍କୁ ଅଯୋଗ୍ୟ ଘୋଷଣା କରାଯିବା ପରେ ପ୍ରଧାନମନ୍ତ୍ରୀ
Read More...

ପିଲା, ଶିକ୍ଷକ ତାଲିମ୍ ଶିବିର ପୋଡ଼ମପେଟାରେ ଉଦ୍‌ଯାପିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ପୋଡ଼ମପେଟା ଓଡ଼ିଆର୍‌ପି କଲୋନୀରେ ଦୁଇ ଦିନିଆ ପିଲା ଶିକ୍ଷକ ତାଲିମ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ ହୋଇଯାଇଛି । ଭିୟୁଷ ଅନୁଷ୍ଠାନ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୁବ ସମାଜସେବୀ ତଥା ଅନୁଷ୍ଠାନର
Read More...

ବର୍ଷାପାଣି ଘେରରେ ବିଦ୍ୟାଳୟ : ସ୍କୁଲ ଛୁଟି ଘୋଷଣା କଲେ କର୍ତ୍ତୃପକ୍ଷ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଗତ କିଛିଦିନ ଧରି ଲଗାଣ ବର୍ଷାରେ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଅନେକ ତଳିଆ ସ୍ଥାନ ଜଳମଗ୍ନ ହୋଇଥିବା ବେଳେ ବିଦ୍ୟାଳୟ ଗୁଡ଼ିକ ମଧ୍ୟ ଏଥିରୁ ବାଦ୍ ପଡ଼ିନାହିଁ । ଲୋଇସିଂହା ବ୍ଲକ ବୁର୍ଡା ତଳିପଡ଼ା ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ
Read More...