Daily Archives

ଜାତୀୟ ସେବା ଯୋଜନା ଅଧିନରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ଫେଲେରିଆ ନିରାକରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଜାତୀୟ ସେବା ଯୋଜନା ଅଧିନରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ଏକ ଫେଲେରିଆ ନିରାକରଣ ସଚେତନତା କାର୍ଯ୍ୟକ୍ରମ ସ୍ନାତକୋତ୍ତର ପରିଷଦ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଓଡ଼ିଶା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ଜାତୀୟ
Read More...

ଯୁବ କଂଗ୍ରେସ ପକ୍ଷରୁ ପ୍ରତିଷ୍ଠା ଦିବସ ଓ କ୍ରାନ୍ତି ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗାନ୍ଧୀନଗର ପଡା ସ୍ଥିତ ଗାନ୍ଧୀ ପ୍ରତିମା ନିକଟରେ, ଅଖିଳ ଭାରତୀୟ ଯୁବ କଂଗ୍ରେସ କମିଟି ରାଷ୍ଟ୍ରୀୟ ପ୍ରବକ୍ତା ଅଙ୍କିତ ସାହୁଙ୍କ ଅଧ୍ୟକ୍ଷତାରେ ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ କମିଟି ଦ୍ଵାରା କ୍ରାନ୍ତି ଦିବସ ପାଳନ କରାଗଲା । କ୍ରାନ୍ତି ଦିବସ ଭାରତୀୟ
Read More...

ରୋତ୍‌ କଲେଜରେ ଅଗଷ୍ଟ କ୍ରାନ୍ତି ଓ ଆଦିବାସୀ ଦିବସ ପାଳିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତ୍‌ ଠାରେ ଆଜି ଅଗଷ୍ଟ କ୍ରାନ୍ତି ଦିବସ ଓ ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି । ମହାବିଦ୍ୟାଳୟ ପରିଚାଳନା ପରିଷଦର ସଭାପତି କାହ୍ନୁଚରଣ ଦର୍ଜିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ
Read More...

ଦ୍ୱିତୀୟ ଥର ପାଇଁ ଏନ୍‌ଏସି ଅନସ୍ଥା ଭୋଟ ସ୍ଥଗିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଦ୍ୱିତୀୟ ଥର ପାଇଁ ଅନାସ୍ଥା ଭୋଟ ସ୍ଥଗିତ । କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଏନ୍‌ଏସିରେ ଆଜି ଦ୍ୱିତୀୟ ଥର ପାଇଁ ଅନସ୍ଥା ଭୋଟ ସ୍ଥଗିତ ହୋଇଛି । ସୂଚନାଯୋଗ୍ୟ ଯେ, ଗତ ୧ ତାରିଖ ଦିନ ଅନସ୍ଥା ଭୋଟ ଥିଲା । କିନ୍ତୁ ଅତିରିକ୍ତ ଜିଲ୍ଲାପାଳଙ୍କ ଦେହ
Read More...

ପାୱାର ସଚିନ ପ୍ରକାଶ କଳାହାଣ୍ଡି ନୂଆ ଜିଲ୍ଲାପାଳ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ବରିଷ୍ଠ ପ୍ରଶାସନିକ ସ୍ତରରେ ଅଦଳ ବଦଳ ହୋଇଛି । କଳାହାଣ୍ଡିର ନୂତନ ଜିଲ୍ଲାପାଳ ଭାବେ ପାୱାର ସଚିନ ପ୍ରକାଶ ଯୋଗଦେବେ । ସଚିନ ପ୍ରକାଶ ଏବେ ମାଲକାନଗିରିରେ ଜିଲ୍ଲାପାଳ ଅଛନ୍ତ । ଶ୍ରୀ ପାୱାର ପୂର୍ବରୁ ୨୦୨୨ରେ କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ରେ
Read More...

୨ ବାଇକ୍ ମୁହାଁ ମୁହିଁ ଧକ୍କା : ଜଣେ ବାଇକ୍ ଆରୋହୀ ମୃତ, ଜଣେ ଗୁରୁତର

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅନ୍ତର୍ଗତ ଗିଗନା ପଂଚାୟତର ଫଟାଖମନ ବୁଲାଣି ଠାରେ ୨ ବାଇକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ବାଇକ୍ ଆରୋହୀଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଛି । ଅନ୍ୟ ବାଇକ୍ ଆରୋହୀ ଗୁରୁତର ହୋଇଥିବା ବେଳେ
Read More...

ଗଞ୍ଜାମ ଜିଲ୍ଲାରେ ସମସ୍ତଙ୍କ ଘରେ ଘରେ ତ୍ରିରଙ୍ଗା ଝଣ୍ଡା ଲାଗିବା ପାଇଁ ଜିଲ୍ଲା ପ୍ରଶାସନର ପ୍ରୟାସ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସମସ୍ତ ଗ୍ରାମ ପଞ୍ଚାୟତ, ବ୍ଲକ, ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ସହରାଞ୍ଚଳରେ ପାଳିତ ହେବ 'ହର ଘର ତ୍ରିରଙ୍ଗା' କାର୍ଯ୍ୟକ୍ରମ । ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ନିର୍ଦ୍ଦେଶ ମୁତାବକ ଭାରତର ସମସ୍ତ ସ୍ଥାନରେ ଆଜାଦ୍ କା
Read More...

ହିଂସାମୁକ୍ତ ମହିଳା ସମାଜ ଗଠନ ସକାଶେ ଗଞ୍ଜାମ ଜିଲ୍ଲାପାଳଙ୍କ ଆହ୍ୱାନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଭାରତ ସରକାରଙ୍କ ପ୍ରଯୋଜନାରେ ମହିଳାମାନଙ୍କ ସମସ୍ୟା ସମାଧାନ, ପରାମର୍ଶ ଓ ଥଇଥାନ ପାଇଁ ଗଞ୍ଜାମ ଜିଲ୍ଲାରେ କାର୍ଯ୍ୟରତ ୱାନ ଷ୍ଟପ୍ ସେଣ୍ଟର ଓ ଜାଗୃତି / ଶକ୍ତି ସଦନର କର୍ଯ୍ୟକ୍ରମଟିକୁ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଦିବ୍ୟ
Read More...

ପିଲା କଳି କାଳ ହେଲା

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନୂଆପଡାରେ ମହିଳାଙ୍କୁ ହତ୍ୟା ଘଟଣାର ହତ୍ୟାକାରୀ ଥାନାରେ ଆତ୍ମ ସମର୍ପଣ କରିଥିବା ବେଳେ ଘଟଣା ସଂପର୍କରେ ଖୁଲାସା କରିଛନ୍ତି ଏସ୍‌ଡ଼ିପିଓ । କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ ନୂଆପଡାରେ ଘଟିଥିବା ଏହି ଅଭାବନୀୟ ଘଟଣା ସାରା
Read More...

ଦୀର୍ଘ ୩୦ ଘଣ୍ଟା ପରେ ମିଳିଲା ସାଗରରେ ନିଖୋଜ ବାପାଙ୍କ ମୃତଦେହ

କେସିଙ୍ଗା, (ପ୍ରୀତେଶ ପଟେଲ) : କେସିଙ୍ଗା ବୋରିଙ୍ଗପଦରର ବୈବସୁତ ରଣା (୫୦) ମାଛ ମାରିବାକୁ ସ୍ଥାନୀୟ ସାଗରକୁ ଯାଇ ନିଖୋଜ ଘଟଣାର ପ୍ରାୟ ୩୦ ଘଣ୍ଟା ପରେ ଗୁରୁବାର ଅପରାହ୍ନ ୪ ଘଣ୍ଟା ସମୟରେ ଦମକଳ ବାହିନୀ ସାଗର ମଝିରୁ ବୈବସୁତଙ୍କ ମୃତଦେହକୁ ଠାବ କରିବାରେ ସଫଳ ହୋଇଥିଲା । ଏଠାରେ
Read More...