Daily Archives

ଖାଦ୍ୟ ନିଗମ ସଭ୍ୟ ହେଲେ ପ୍ରଶାନ୍ତ କୁମାର ନାୟକ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ନାୟକ କେନ୍ଦ୍ର ଖାଦ୍ୟ ନିଗମ ପରାମର୍ଶଦାତା କମିଟିର ସଦସ୍ୟ ଭାବେ ମନୋନିତ ହୋଇଛନ୍ତି । ଓଡିଶାରୁ ୨ ଜଣ ସଦସ୍ୟ ମନୋନିତ ହୋଇଥିବା ବେଳେ ଶ୍ରୀ ନାୟକ ନାମ ଘୋଷଣା କରାଯିବା ପରେ ତାଙ୍କୁ ବିଭିନ୍ନ ମହଲରୁ
Read More...

ପଶ୍ଚିମବଙ୍ଗ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବିୟୋଗରେ ଶୋକସଭା

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଆଞ୍ଚଳିକ କମିଟି ତରଫରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମରେ ବରିଷ୍ଟ ବାମପନ୍ଥୀ ନେତା ତଥା ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟାଚାର୍ଯ୍ୟଙ୍କ ବିୟୋଗରେ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ଦେବାଶିଷ
Read More...