Daily Archives

ତୁଷୁରା ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଶ୍ୱ କୃମି ନାଶକ ଦିବସ ଓ ଦ୍ୱିତୀୟ ପିଟିଏମ୍ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଜାତୀୟ କୃମି ନାଶକ ଦିବସ ପାଳିତ ହୋଇଯାଇଛି । ଏଥିରେ ଆଶାକର୍ମୀ ବିତିସୁତା କୁମ୍ଭାର ଓ ମେଡିକାଲ ଟିମ୍‌ ଆସି ପିଲାମାନଙ୍କ
Read More...

ପାଣ୍ଡିଆନ୍‌ ବାବୁଙ୍କ ହେଲିକ୍ୟାପ୍ଟରରେ ବୁଲିବା ଖର୍ଚ୍ଚର ହେବ ତଦନ୍ତ : ଖୁବଶୀଘ୍ର ହେବ କାର୍ଯ୍ୟାନୁଷ୍ଠାନ

ରାଜ୍ୟ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ୨୦୨୪ ସାଧାରଣ ନିର୍ବାଚନ ପ୍ରଚାରରେ ଏବଂ ତାହାର ଅନେକଗୁଡ଼ିଏ ଦିନ ପୂର୍ବରୁ ଲୋକଙ୍କୁ ପ୍ରଭାବିତ କରିବା ପାଇଁ ପାଣ୍ଡିଆନ୍‌ ବାବୁ ଅନେକ ଥର ହେଲିକ୍ୟାପ୍ଟରେ ଗସ୍ତ କରିଥିଲେ । ଏହାକୁ ନେଇ
Read More...

ଆସ ଏବଂ ନିଜକୁ ଜାଣିବା ସମ୍ପର୍କରେ ସାମ୍ବାଦିକ ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଆସ ଏବଂ ନିଜକୁ ଜାଣିବା ସମ୍ପର୍କରେ ଏକ ସାମ୍ବାଦିକ ସମ୍ମିଳନୀ ସେକ୍ଟର ୨ ସ୍ଥିତ ସାହାନାଇ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି । ଦେବ ଭୂମି ସୋସିଓ ସ୍ପିରିଚୁଆଲ ଟ୍ରଷ୍ଟ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରାକ୍ତନ ରଘୁନାଥପାଲ୍ଲୀ ବିଧାୟକ ସୁବ୍ରତ
Read More...

ନୋଡାଲ ଉଚ୍ଚ ବିଦ୍ୟାଳୟର ଖେଳପଡିଆରେ ବ୍ଲକସ୍ତରୀୟ ଫୁଟବଲ୍ ପ୍ରତିଯୋଗିତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ ବୋଡାସମ୍ବର ବ୍ଲକସ୍ତରୀୟ ୧୭ ବର୍ଷରୁ କମ ବର୍ଗର ବାଳକ ଓ ବାଳିକା ବିଭାଗର ବ୍ଲକସ୍ତରୀୟ ଫୁଟବଲ୍ ପ୍ରତିଯୋଗିତା ବରିକେଲ ନୋଡାଲ ଉଚ୍ଚ ବିଦ୍ୟାଳୟର ଖେଳପଡିଆ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଚାରିଟି ସବ୍ ବ୍ଲକର ସମୁଦାୟ ୧୦୬ ଜଣ ପ୍ରତିଯୋଗୀଙ୍କ
Read More...

ସାଇକେଲରେ ଖାଲିପାଦରେ ନୃସିଂହନାଥରୁ କେଦାରନାଥ ଯାତ୍ରା କଲେ ସୁନିଲ ଭୋଇ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ସାଲେପାଲି ଗ୍ରାମର +୨ ପାଠ ପଡୁଥିବା ଜଣେ ଆଦିବାସୀ ଯୁବକ ସୁନିଲ ଭୋଇ(୧୮) ଗତ ଜୁଲାଇ ୨୧ ତାରିଖରୁ ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥରୁ ଛତିଶଗଡରୁ ବଏସନା ରାସ୍ତାଦେଇ
Read More...

ପାଇକମାଲ ହାଇସ୍କୁଲରେ ଅଭିଭାବକ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଦ୍ଵାଦଶ କୁମାର ପଧାନଙ୍କ ଅଧ୍ୟକ୍ଷତାରେ ଅଭିଭକ, ଶିକ୍ଷକ, ଶିକ୍ଷୟିତ୍ରୀ, ବିଦ୍ୟାଳୟ ପରିଚାଳନା ଓ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ୧୪୧ ଜଣ ଅଭିଭାବକ, ଅଭିଭାବିକା ଯୋଗଦାନ
Read More...

ବିପର୍ଯ୍ୟୟ ସମ୍ଭନ୍ଧୀୟ ସଚେତନତା କାର୍ଯ୍ୟକ୍ରମ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର କଣ୍ଟିଆଗଡ଼ ଗ୍ରାମରେ ରିଲିଆନ୍ସ ଫାଉଣ୍ଡେସନ୍‌ ଓ କାମଧେନୁ ସେବା ସମିତି ମିଳିତ ଆନୁକୂଲ୍ୟରେ ବିପର୍ଯ୍ୟୟ କ୍ଷତିଭୟ କମାଇବା ଉପରେ ଏକ ଗୋଷ୍ଠୀ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଆଗାମୀ ଦିନରେ
Read More...

ଘରେ ଘରେ ତ୍ରିରଙ୍ଗା ଅଭିଯାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ୭୮ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଓଡିଶା ସରକାରଙ୍କ ନିର୍ଦ୍ଦେଶ କ୍ରମେ ସମଗ୍ର ରାଜ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇଛି । ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦିଗଦର୍ଶନ ଅନୁଯାଇ ଆରମ୍ଭ ହୋଇଥିବା
Read More...

ମାଧିଆପାଲି ସ୍ରିୟାନ୍ସ ଗ୍ୟାରେଜ୍‌ରୁ ଚୋରି କରିଥିଲା : ବାନ୍ଧିଲା ବଲାଙ୍ଗିର ସଦର ପୋଲିସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୂର୍ବରୁ ମାଧିଆପାଲି ସ୍ଥିତ ସ୍ରିୟାନ୍ସ ଗ୍ୟାରେଜ୍‌ରେ କାମ କରୁଥିଲା । ଏବେ ସେହି ଗ୍ୟାରେଜ୍‌ରୁ ହିଁ ବ୍ୟାଟେରୀ ସହ ମୋବାଇଲା ଫୋନ୍‌ ଚୋରି କରି ପୋଲିସ ହାତରେ ବନ୍ଧା ହୋଇଛି ଜଣେ ୨୮ ବର୍ଷର ଯୁବକ ବୋଲି ବଲାଙ୍ଗିର ସଦର ଥାନା ଅନୁଷ୍ଠିତ ସାମ୍ବାଦିକ
Read More...

ଲାଠୋର ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୫-ଟି କାମରେ ଦୁର୍ନୀତି ଅଭିଯୋଗ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ରାଜ୍ୟ ସରକାର ୫-ଟି ଅଧୀନରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରି ବିଦ୍ୟାଳୟ ମାନଙ୍କର ରୂପାନ୍ତରଣ କାମ କରୁଛନ୍ତି । ଗୁଣାତ୍ମକ ମାନର ଶିକ୍ଷା ପାଇଁ ଏହି ସ୍ମାର୍ଟ ସ୍କୁଲ ମାନଙ୍କରେ ଅତ୍ୟାଧୁନିକ ଶ୍ରେଣୀ କୋଠରୀ ନିର୍ମାଣ କରାଯାଇଥିବା ବେଳେ ସ୍କୁଲର କଳାପଟା
Read More...