shyamal
Daily Archives

ବଲାଙ୍ଗିରରେ ପୁଣି ଦୁର୍ଘଟଣା : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ନେଇଗଲା ଶଙ୍କରଭୁଜି ଗ୍ରାମର ଚତୁର୍ଭୁଜ ଯୁବକଙ୍କ ଜୀବନ

ବଲାଙ୍ଗିର : ବଲାଙ୍ଗିରରେ ପୁଣି ଦୁର୍ଘଟଣା । ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ନେଇଗଲା ଶଙ୍କରଭୁଜି ଗ୍ରାମର ଜଣେ ଯୁବକଙ୍କ ଜୀବନ । ମୃତ ଯୁବକ ଜଣକ ବଲାଙ୍ଗିର ଜିଲ୍ଲା ପୁଇନ୍ତଲା ଥାନା ଶଙ୍କରଭୁଜି ଗ୍ରାମର ଚତୁର୍ଭୁଜ ନନ୍ଦ ହୋଇଥିବା ଜଣାପଡ଼ିଛି । ଚତୁର୍ଭୁଜ ରାସ୍ତା ପାର ହେଉଥିବା ବେଳେ ଗାଡ଼ି
Read More...

ବାଂଲାଦେଶରେ ହିନ୍ଦୁଙ୍କ ଉପରେ ହେଉଥିବା ଅତ୍ୟାଚାରକୁ ନେଇ ମୁରିବାହାଲ ବ୍ଲକସ୍ତରୀୟ ହିନ୍ଦୁ ସଚେତନତା ଓ ସୁରକ୍ଷା…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବାଂଲାଦେଶରେ ସୃଷ୍ଟି ହୋଇଥିବା ଅରାଜକତା ଓ ଏହାର ପ୍ରଭାବରେ ସେଠାକାର ସଂଖ୍ୟାଲଘୁ ହିନ୍ଦୁମାନଙ୍କ ଉପରେ ହେଉଥିବା ଅକଥନୀୟ ଅତ୍ୟାଚାର ବିରୁଦ୍ଧରେ ତଥା ମୁରିବାହାଲ ବ୍ଲକ ଅଞ୍ଚଳରେ ଅନଧିକାର ଭାବେ ବସବାସ କରୁଥିବା ବାହାର ଅନୁପ୍ରବେଶକାରୀଙ୍କୁ ତୁରନ୍ତ
Read More...

ଟ୍ରାକ୍ଟର ଧକ୍କାରେ ନାବାଳକ ଛାତ୍ର ମୃତ ଘଟଣା : ମଧ୍ୟରାତ୍ରୀରେ ହଟିଲା ରାସ୍ତାରୋକ୍, ଟ୍ରାକ୍ଟର ଅଟକ, ଡ୍ରାଇଭରଙ୍କୁ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ପତ୍ରାପାଲି(କ)ପଞ୍ଚାୟତ ଲାରିପଡା ଛକ ନିକଟରେ ରବିବାର ସନ୍ଧ୍ୟାରେ ଟ୍ରାକ୍ଟର ଧକ୍କାରେ ଜଣେ ନାବାଳକ ଛାତ୍ରଙ୍କ ମୃତ୍ୟୁ ଘଟିଥିଲା । ଏହି ଦୁର୍ଘଟଣାରେ କ୍ଷତିପୂରଣ ଦାବୀରେ ଚାଲିଥିବା ରାସ୍ତା ଅବରୋଧ ମଧ୍ୟରାତ୍ରୀରେ
Read More...

ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ଆନ୍ତର୍ଜାତୀୟ ଯୁବ ଦିବସରେ ପାଠଶାଳା ଅନୁଷ୍ଠିତ

ବରଗଡ଼, (ନିରୋଜ କୁମାର ପାଣୀ) : ପାର୍ବତୀଗିରି ମହିଳା ମହାବିଦ୍ୟାଳୟ ବରଗଡ଼ ଠାରେ ଗଣଦୃଷ୍ଟି ମିଡ଼ିଆ ଏବଂ ଯୁବ ରେଡ୍‌କ୍ରସ୍‌ ପକ୍ଷରୁ ଆନ୍ତର୍ଜାତୀୟ ଯୁବ ଦିବସ ପାଳନ ଅବସରରେ ପାଠଶାଳା ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷା ବିଶ୍ୱ ବିମ୍ବିତା ରାଉତରାୟଙ୍କ ଅଧ୍ୟକ୍ଷତାରେ ମାନସିକ
Read More...

ଖଲ୍ଲିକୋଟ ବ୍ଲକ ବାଦପଲ୍ଲୀ ଗ୍ରାମପଞ୍ଚାୟତକୁ ଏଚ୍. ଆଇ. ଭି. ଏଡ଼ସ୍‌ ମୁକ୍ତ ଘୋଷଣା ନିମନ୍ତେ ସ୍ଵତନ୍ତ୍ର ଅଭିଯାନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଜିଲ୍ଲା ସ୍ୱାସ୍ଥ୍ୟ ସମିତି, ଗଞ୍ଜାମ ଓ ଓଡିଶା ରାଜ୍ୟ ଏଡ଼ସ୍‌ ନିୟନ୍ତ୍ରଣ ସମିତି ଭୁବନେଶ୍ୱରର ମିଳିତ ଉଦ୍ୟମରେ ଖଲ୍ଲିକୋଟ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଏକ ସାଧାରଣ ସଭା ତା ୧୨.୦୮.୨୦୨୪ ରିଖରେ ଅନୁଷ୍ଠିତ ହୋଇଯାଇଛି । ଏହି ସଭାକୁ
Read More...

ନୂଆପଡ଼ା-ବରଗଡ଼ ରେଳ ଲାଇନ୍ ପାଇଁ ରେଳମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ ସାଂସଦ ପ୍ରଦୀପ ପୁରୋହିତ

ବରଗଡ, (ନିରୋଜ କୁମାର ପାଣୀ) : ନୂଆପଡ଼ା-ବରଗଡ଼ ରେଳଲାଇନ୍ ପାଇଁ ପୁଣି ଥରେ ଦାବି ଦୋହରାଇଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । ସେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରି ଏହି ପ୍ରକଳ୍ପ ଲାଗି ଦାବିପତ୍ର ପ୍ରଦାନ କରିଛନ୍ତି । ସାଂସଦ ପ୍ରଦୀପ ପୁରୋହିତ ଏହି ଦାବିପତ୍ରରେ
Read More...

ପଦ୍ମପୁର ଠାରେ ନୂତନ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଆଇନ ଛାତ୍ର ଆଶିଷ ଜ୍ୟୋତିଷଙ୍କ ଦାବି

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାର ରାଜ୍ୟର ଉନ୍ନତ ଯାତ୍ରୀସେବା ଯୋଗାଇଦେବା ଜନସାଧାରଣଙ୍କୁ ପଦ୍ମପୁର ଉପଖଣ୍ଡ ମୂଖ୍ୟାଳୟ ଠାରେ ବସ୍‌ଷ୍ଟାଣ୍ଡ ସମସ୍ୟା ରହିଛି । ପଦ୍ମପୁର ଠାରେ ନୂତନ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ବରଗଡ଼ ଜିଲ୍ଲାର ଗାଇସିଲେଟ ବ୍ଲକର ଅନ୍ତର୍ଗତ କଟାବାହାଲ
Read More...

ମାଲପଡା ଖଦ୍ୟୋତ ଅନୁଷ୍ଠାନର ମାସିକିଆ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଖଦ୍ୟୋତର ମାସିକିଆ ବୈଠକ ପ୍ରଫେସର ତରୁଣ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସଂପାଦକ ଆକୁଳ ବେହେରା ବିବରଣୀ ପାଠ କରିଥିଲେ । ପରିବେଶ ସନ୍ତୁଳନ ପାଇଁ ବୃକ୍ଷରୋପଣ ଅପରିହାର୍ଯ୍ୟ, ସହରର ବିଭିନ୍ନ
Read More...

କୋଶଲୀ ଗବେଷକ ନିମାଇଁ ଚରଣ ପାଣିଗ୍ରାହୀଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପୂଜ୍ୟପୂଜା ସେବା ସଂଗଠନ ତରଫରୁ କୋଶଲୀ ଲେଖକ, ଗବେଷକ ଓ ସଂଗ୍ରାହକ ନିମାଇଁ ଚରଣ ପାଣିଗ୍ରାହୀଙ୍କ ବିୟୋଗରେ ସଭାପତି କେଶବ ଚନ୍ଦ୍ର ମିଶ୍ରଙ୍କ ସଭାପତିତ୍ୱରେ ଏକ ଶୋକସଭା ଅନୁଷ୍ଠିତ ହୋଇଥିଲା । ପ୍ରଥମେ ଅମର ଆତ୍ମାର
Read More...

ସିଆଇଟିୟୁ ପକ୍ଷରୁ ୭୮ତମ ସ୍ଵାଧୀନତା ଦିବସ ପାଳନ ପାଇଁ ଛାତ୍ରଛାତ୍ରୀଙ୍କ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସିଆଇଟିୟୁ ସୁନ୍ଦରଗଡ଼ ଜିଲ୍ଲା କମିଟି ପକ୍ଷରୁ ୭୮ତମ ସ୍ଵାଧୀନତା ଦିବସ ଓ ଅହୋରାତ୍ରଶ ଜାଗରଣ କାର୍ଯ୍ୟକ୍ରମ ଆସନ୍ତା ୧୪ ଓ ୧୫ ଅଗଷ୍ଟ ୨ ଦିନ ଧରି ଭଞ୍ଜ ଭବନ ପ୍ରେକ୍ଷାଳୟରେ ଅନୁଷ୍ଠିତ ହେବାକୁ ନିଷ୍ପତ୍ତି ହେଇଥିଲା ବେଳେ ଏହି ଅବସରରେ ବିଦ୍ୟାଳୟ ଓ
Read More...