Daily Archives

ତେଲରେ ଅପମିଶ୍ରଣ : ଭାସୁଛି ଜେଲି ଭଳି ପଦାର୍ଥ, ସାମ୍ପୁଲ ନେଲା ପୋଲିସ

ଭଦ୍ରକ, (କମଳ ଲୋଚନ ପଣ୍ଡା) : ପେଟ୍ରୋଲରେ ଭାସୁଛି ଜେଲି ଭଳି ପଦାର୍ଥ । ଅପମିଶ୍ରଣ ତେଲ ପକାଇବା ଯୋଗୁଁ ଗାଡି ଖରାପ ହେଉଛି । ଏମିତି ଏକାଧିକ ଅଭିଯୋଗ ପରେ ଉତ୍ତେଜନାକୁ ଦେଖି ପୋଲିସ ସାମ୍ପୁଲ ସଂଗ୍ରହ କରିଛି । ଭଦ୍ରକ ସହର ମଧ୍ୟରେ ଥିବା ବର୍ଷା ଫୁଏଲ୍‌ସ୍‌ ବିରୋଧରେ ଏମିତି ଅଭିଯୋଗ ଆସିଛି
Read More...

ବଲାଙ୍ଗିରରେ ଜାତୀୟ ପତାକା ଉତ୍ତୋଳନ କରିବେ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ

ବଲାଙ୍ଗିର : ଆସନ୍ତା ଅଗଷ୍ଟ ୧୫ ତାରିଖରେ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ଅବସରରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ତଥା ଶ୍ରମ ରାଜ୍ୟ ବୀମା ବିଭାଗ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଜାତୀୟ ପତାକା ଉତ୍ତୋଳନ କରିବେ । ଏଥିସହ ମନ୍ତ୍ରୀ ସମ୍ମିଳିତ ପ୍ୟାରେଡ୍‌ରେ ଅଭିବାଦନ
Read More...

ଉତେଇ କେନାଲରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

କର୍ଲାମୁଣ୍ଡା : ସୋମବାର ସକାଳୁ କର୍ଲାମୁଣ୍ଡା ଉତେଇ ଜଳସେଚନ ପ୍ରକଳ୍ପ ଅଧୀନ ଉତେଇ କେନାଲରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର । ଖବର ପାଇ କର୍ଲାମୁଣ୍ଡା ଓ ରିଷିଡା ଫାଣ୍ଡିର ପୁଲିସ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି ।
Read More...

ବିଲରେ ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର : ଚାଳକ ମୃତ

କଳାହାଣ୍ଡି : ଧାନ ରୁଆ ପ୍ରସ୍ତୁତି ବେଳେ ଅଘଟଣ । ଚାଷ ଜମିରେ କାଦୁଅ କରିବା ସମୟରେ ବିଲରେ ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର । ତଳେ ଚାପି ହୋଇ ଚାଲିଗଲା ଡ୍ରାଇଭରଙ୍କ ଜୀବନ । ଏଭଳି ଅଭାବନୀୟ ଘଟଣା କଳାହାଣ୍ଡି ଜିଲ୍ଲା ଆମପାଣି ଥାନା ଦବ୍ରୀଗୁଡାରେ ଘଟିଛି । ମୃତ ଡ୍ରାଇଭର ଜଣକ
Read More...

ଧାନ ବିଲକୁ କ୍ଷତିଗ୍ରସ୍ତ କଲେ ୧୮ ଟିକିଆ ହାତୀପଲ

କଟକ : ହାତୀଙ୍କ ଉତ୍ପାତ ବଢି ଚାଲିଛି । ବିଭିନ୍ନ ଅଞ୍ଚଳରେ ଚାଷୀ ଲଗାଇ ଥିବା ଧାନ ବିଲକୁ କ୍ଷତିଗ୍ରସ୍ତ କରୁଛନ୍ତି ୧୮ ଟିକିଆ ହାତୀପଲ । କଟକ ଜିଲ୍ଲା ନରସିଂହପୁରରେ ହାତୀଙ୍କ ଉତ୍ପାତ ଦେଖିବାକୁ ମିଳିଛି । ଗୋପପୁର, ଯନ୍ତାରିଆ, ବଢିଆ ଆଦି ଗାଁରେ ହାତୀପଲ ପଶି ଧାନ ଫସଲ ନଷ୍ଟ କରିଥିବା
Read More...

ବାଙ୍ଗଲାଦେଶରେ ହିନ୍ଦୁଙ୍କୁ ଆକ୍ରମଣର ପ୍ରତିବାଦ

ଭଦ୍ରକ, (କମଳ ଲୋଚନ ପଣ୍ଡା) : ବାଂଲାଦେଶରେ ହିନ୍ଦୁଙ୍କୁ ଆକ୍ରମଣର ପ୍ରତିବାଦ । ପ୍ରତିବାଦ କଲେ ଭଦ୍ରକ ସହରର ମହାବୀର ନଗରର ଅଧିବାସୀ । ମହାବୀର ନଗରର ଛୋଟରୁ ବଡ଼ ପର୍ଯ୍ୟନ୍ତ ସମସ୍ତ ଅଧିବାସୀ ପ୍ରତିବାଦ ପୂର୍ବକ ସହରରେ ଶୋଭଯାତ୍ରା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପାଖକୁ ଆସିଥିଲେ ।
Read More...

ଆନ୍ତର୍ଜାତୀୟ ଶିକ୍ଷା ଇନୋଭେସନ୍‌ ଶିବିରରେ କଳାହାଣ୍ଡିର ମିଳନ ବିଶି

୭ ଦିନିଆ ଏହି ଶିବିରରେ ଭାରତର ୬୫ ଜଣ ମ୍ୟାନେଜ୍‌ମେଣ୍ଟ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଥାଇଲାଣ୍ଡର ବ୍ୟାଙ୍କକସ୍ଥିତ ଏସିଆନ୍‌ ଇଷ୍ଟିଚ୍ୟୁଟ୍‌ ଅଫ ଟେକ୍ନୋଲୋଜିରେ ଗତ ଜୁଲାଇ ୩୦ ତାରିଖରୁ ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ବିଜନେସ୍‌ ଓ
Read More...

କାଲିଠୁ ପ୍ରବଳ ବର୍ଷା : ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : କାଲିଠୁ ବଢ଼ିବ ବର୍ଷା । ଆସନ୍ତାକାଲି ପାଇଁ ୧୮ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଭଦ୍ରକ, ବାଲେଶ୍ୱର, ମୟୂରଭଂଜ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗିର, ନୂଆପଡ଼ା,
Read More...

ପଦ୍ମପୁର ରାଜବୋଡାମ୍ବର ଉପଖଣ୍ଡ ସ୍ତରୀୟ ଯାଦବ ସାଂସ୍କୃତିକ ସମାଜର କାର୍ଯ୍ୟକାରୀ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ନୃସିଂହନାଥ ବିନ୍ଧ୍ୟବାସିନୀ କଲ୍ୟାଣ ମଣ୍ଡପ ଠାରେ ପ୍ରଥମେ ମାଁ ସମଲେଶ୍ୱରୀଙ୍କ ପୂଜା କରାଯାଇଥିଲା । ପଦ୍ମପୁର ଉପଖଣ୍ଡ ସଭାପତି କେଶବ ଚନ୍ଦ୍ର ଜାଲଙ୍କ ନେତୃତ୍ୱରେ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଅଖିଳ ଭାରତୀୟ ଯାଦବ ମହାସଭାର ତିନୋଟି ଯୋଜନାକୁ
Read More...

ବିଶ୍ୱ ହସ୍ତୀ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଅଗଷ୍ଟ ୧୨ରେ 'ବିଶ୍ୱ ହସ୍ତୀ ଦିବସ' ପାଳନ ହୁଏ । ଏହାର ମହତ୍ଵ ରହିଛି କାରଣ ଏହା ହାତୀ ସମ୍ମୁଖୀନ ହେଉଥିବା ଆହ୍ଵାନ ଗୁଡିକ ବିଷୟରେ ସଚେତନତା ସୃଷ୍ଟି କରିବା ଏବଂ ଏହାର ସୁରକ୍ଷା ତଥା ସଂରକ୍ଷଣ ପାଇଁ ଆଲୋକପାତ କରିବାକୁ ଲକ୍ଷ୍ୟ ରଖିଛି । ହାତୀମାନେ
Read More...