Daily Archives

ପାଇକମାଲରେ ଘର ଘର ତ୍ରିରଙ୍ଗା ଯାତ୍ରାର ମହାସମାବେଶ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ପାଇକମାଲ ବ୍ଲକସ୍ତରୀୟ ତ୍ରିରଙ୍ଗା ଯାତ୍ରାର ମହାସମାବେଶ ଆୟୋଜିତ ହୋଇଯାଇଛି । ପାଇକମାଲ ବିଡିଓ ପ୍ରଫୁଲ୍ଲ କୁମାର ଓଦୁଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା । ତ୍ରିରଙ୍ଗା ଯାତ୍ରାର ମହାସମାବେଶ
Read More...

ଘରେ ଘରେ ତ୍ରିରଙ୍ଗା ଅଭିଯାନ : ଜିଲ୍ଲା ସ୍ତରୀୟ ତ୍ରିରଙ୍ଗା ଶୋଭାଯାତ୍ରା

ଅଭିଯାନରେ ସାମିଲ ହେଲେ ସ୍ଥାନୀୟ ବିଧାୟକ, ଲୋକ ପ୍ରତିନିଧି, ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଦେଲେ ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ବରଗଡ, (ନିରୋଜ କୁମାର ପାଣୀ) : ୭୮ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଓଡିଶା ସରକାରଙ୍କ ନିର୍ଦ୍ଦେଶ କ୍ରମେ ସମଗ୍ର ରାଜ୍ୟରେ ଘରେ ଘରେ
Read More...

ବିରଳ ରକ୍ତଦାନ କରି ଜୀବନ ବଞ୍ଚାଇଲା ଯୁବ କୁଲୁତା ସମାଜ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ମାଲିଶ୍ରୀଗୁଡି ଗ୍ରାମର କଳ୍ପନା ପ୍ରଧାନଙ୍କ ଜ୍ଞାନିକରେ ସମସ୍ୟା ଯୋଗୁଁ ବଲାଙ୍ଗିର ଭୀମଭୋଇ ମେଡିକାଲ୍‌ କଲେଜ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ତାଙ୍କୁ ଓ ନେଗେଟିଭ୍ ରକ୍ତର ଆବଶ୍ୟକ ହେବାରୁ ଡାକ୍ତର ତାଙ୍କୁ ରକ୍ତ ଦେବା ପାଇଁ
Read More...

ଧାତୁକିପାଲି ବିଦ୍ୟାଳୟରେ ନିଶାମୁକ୍ତ ଭାରତ ଅଭିଯାନ

ଏସ୍‌. ରାମପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଧାତୁକିପାଲି ପ୍ରାଥମିକ ବିଦ୍ୟାଳୟରେ ସାମାଜିକ ନ୍ୟାୟ ଓ ଶାସକ୍ତିକରଣ ବିଭାଗର ଆହ୍ୱାନରେ ନିଶାମୁକ୍ତ ଭାରତ ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ଆମ ଦେଶ ଭାରତ ୭୮ ତମ ସ୍ୱତନ୍ତ୍ରତା ଦିବସ ପାଳନ କରିବାକୁ ଯାଉଥିବା
Read More...

ଭବାନୀପାଟଣା ପୌରପାଳିକାରେ ଅନାସ୍ଥା ଭୋଟ୍‌ : ବିଜେଡ଼ି ସମର୍ଥିତ ପୌରାଧ୍ୟକ୍ଷା ସଂଯୁକ୍ତା ବେହେରାଙ୍କ ବିରୋଧରେ ଭୋଟ୍‌…

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲା ଭବାନୀପାଟଣା ପୌରପାଳିକାରେ ଆଜି ସ୍ୱତନ୍ତ୍ର ବୈଠକ ଓ ଅନାସ୍ଥା ଭୋଟ୍‌ ଗ୍ରହଣ ହୋଇଯାଇଛି । ଆଜି ଭୋଟ୍‌ ଗ୍ରହଣ ପ୍ରକିୟା ହୋଇଥିଲା ୨୦ଟି ୱାର୍ଡ ବିଶିଷ୍ଟ ଏହି ପୌରପାଳିକାରେ ବିଜେଡିର ୧୮ ଜଣ କାଉନ୍‌ସିଲର୍‌ଙ୍କ ସମେତ ଭାଜପା ଓ
Read More...

ତୁରେକେଲା ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

କଣ୍ଟାବଞ୍ଜି, (ଜୁଗଳ କିଶୋର ଶବର) : ବଲାଙ୍ଗିର ଜିଲ୍ଲାର ତୁରେକେଲା ବ୍ଲକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଅଭିଯୋଗ ଶୁଣାଣି ତୁରେକେଲା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ବଲାଙ୍ଗିର ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଏବଂ ଏସ୍‌ପି ରିଷିକେଶ ଖିଲାରୀଙ୍କ ସହ
Read More...

ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ

ବରଗଡ଼ : ପରଲୋକରେ ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁ (୭୦)ଙ୍କ ଆଜି ପରଲୋକ ହୋଇଯାଇଛି । କିଛି ଦିନ ହେବ ସେ ମଧୁମେହ ରୋଗରେ ପୀଡ଼ିତ ହୋଇ ହସ୍ପିଟାଲ୍‌ରେ ଚିକିତ୍ସିତ ହୋଇଥିଲେ । ୨୫ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରୁଥିଲେ । ଏଣେ
Read More...

ଗଞ୍ଜାମ ଜିଲ୍ଲା ପ୍ରତି ରେଳ ବିଭାଗର ବୈମାତୃକ ମନୋଭାବର ପ୍ରତିବାଦ : ଆନ୍ଦୋଳନ ପାଇଁ ସଜବାଜ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ସମ୍ପ୍ରତି କେନ୍ଦ୍ର ସରକାରଙ୍କ ବଜେଟ୍‌ରେ ଗଞ୍ଜାମ ଜିଲା ପ୍ରତି ରେଳ ବିଭାଗର ବୈମାତୃକ ମନୋଭବର କଟୁ ସମାଲୋଚନା କରାଯାଇ ପ୍ରତିବାଦ କରାଯାଇଛି । ସ୍ଥାନୀୟ ନବୀନ ଭବନରେ ଗଞ୍ଜାମ ଜିଲା ବିକାଶ ମଞ୍ଚ ତରଫରୁ ଆହୂତ ଏକ ବୈଠକରେ କେନ୍ଦ୍ର ତଥା ରାଜ୍ୟ ସରକାର
Read More...

ଟ୍ରକ୍‌ ଚାଳକଙ୍କୁ ଆକ୍ରମଣ କରି କେବୁଲ ଲୁଟ୍‌ ମାମଲା : ୬ ଜଣଙ୍କୁ କାବୁ କଲା ପୁଲିସ, ଜଣେ ଫେରାର୍‌

ବାଇକ୍‌ ସମେତ ଚୋରୀ ସାମଗ୍ରୀ ଉଦ୍ଧାର ମୁନିଗୁଡ଼ା, (ରମାକାନ୍ତ ପଢାଲ) : ରାଜସ୍ଥାନ ଠାରୁ ବେଦାନ୍ତ କମ୍ପାନୀକୁ ଆସୁଥିବା ଏକ ବିଦ୍ୟୁତ୍‌ ତାର ବୋଝେଇ ଟ୍ରକ୍‌ରୁ ଲୁଟ୍‌ ହୋଇଥିବା ବିଦ୍ୟୁତ୍‌ ତାର ଜବତ କରିବା ସହ ଘଟଣାରେ ଜଡିତ ୬ ଜଣ ଅଭୁଯୁକ୍ତଙ୍କୁ ଗିରଫ କରିଛି ଅମ୍ବାଦଳା ପୋଲିସ । ଗତ ୪
Read More...

ଛତ୍ରପୁର ସରକାରୀ ଆଇ. ଟି. ଆଇ.ରେ ନଶା ମୁକ୍ତି ଭାରତ ଅଭିଯାନ କର୍ମଶାଳା ଅନୁଷ୍ଠିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ନୀଳାଚଳ ସେବା ପ୍ରତିଷ୍ଠାନ, ଦୟାବିହାର, କଣାସ, (ପୁରୀ ଜିଲ୍ଲା) ସୌଜନ୍ୟରେ ଏବଂ ନିଶା ନିବାରଣ କେନ୍ଦ୍ର(ନବଜୀବନ-୨) ଛତ୍ରପୁର ଆନୁକୁଲ୍ୟରେ ନଶା ମୁକ୍ତି ଭାରତ ଅଭିଯାନ କର୍ମଶାଳା ସୋମବାର ଆୟୋଜିତ ହୋଇଯାଇଛି । ଛତ୍ରପୁର ସରକାରୀ ଶିଳ୍ପ ଅନୁଷ୍ଠାନ
Read More...