shyamal
Daily Archives

ମୁରିବାହାଲ ବ୍ଲକସ୍ତରୀୟ ୭୮ତମ ସ୍ଵାଧୀନତା ଦିବସ ପାଳନ ପାଇଁ ମାରାଥନ ଦୌଡ ପ୍ରତିଯୋଗିତା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ପକ୍ଷରୁ ୭୮ତମ ସ୍ଵାଧୀନତା ଦିବସର ପାଳନର ଅବ୍ୟବହିତ ପୂର୍ବରୁ ତଥା ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମରେ ଏକ ମାରାଥନ ଦୌଡ ପ୍ରତିଯୋଗିତା ବୁଧବାର ଅନୁଷ୍ଠିତ ହୋଇଥିଲା । ନିକଟସ୍ଥ ଘୁଷୁରାମୁଣ୍ଡା ଗ୍ରାମ
Read More...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କୁ ମାହେଶ୍ୱରୀ ଅନୁଷ୍ଠାନ ବିଭିନ୍ନ ଦାବୀ ଜଣାଇଲେ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ବଲାଙ୍ଗିର ସର୍କିଟ ହାଉସ ଠାରେ ଓଡିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଙ୍କୁ ମାହେଶ୍ୱରୀ ସାମାଜିକ ସଂଗଠନ ତରଫରୁ ସୁଜନ ମୂଳକ ସାକ୍ଷାତ କରିବା ସହ ବଲାଙ୍ଗିରରେ ଅସ୍ୱାଭାବିକ ଭାବେ ବଢୁଥିବା
Read More...

ହର ଘର ତ୍ରିରଙ୍ଗା ଅଭିଯାନ

ବଲାଙ୍ଗିର, (ଦେବାଶିଷ ମଶ୍ର) : ବଲାଙ୍ଗିର ସହରର ନରସିଂ ମନ୍ଦିରରେ ଆଜି ତିରଙ୍ଗା ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ନାଗରିକ କମିଟିର ସଂପାଦକ ମଧୁସୁଦନ ନାୟକଙ୍କ ନେତୃତ୍ୱରେ ଆଜି ବିଭିନ୍ନ ସାମାଜିକ ଅନୁଷ୍ଠାନ ଓ ବିଭିନ୍ନ ସାମାଜିକ କର୍ମୀମାନଙ୍କୁ ତ୍ରିରଙ୍ଗା ପତାକା ବଣ୍ଟନ
Read More...

କଲମପୁର ବ୍ଲକ ପ୍ରଶାସନ ପକ୍ଷରୁ ହର୍‌ ଘର୍‌ ତ୍ରିରଙ୍ଗା କାର୍ଯ୍ୟକ୍ରମ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ 'ହର୍‌ ଘର୍‌ ତ୍ରିରଙ୍ଗା' ଅଭିଯାନ ଚାଲିଥିବାବେଳେ ଆଜି କଳାହାଣ୍ଡି ଜିଲ୍ଲା କଲମପୁର ପଞ୍ଚାୟତ ସମିତି ପକ୍ଷରୁ ହର୍‌ ଘର୍‌ ତ୍ରିରଙ୍ଗା କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ବ୍ଲକ ପରିସରରୁ ଏକ
Read More...

ଭବାନୀପାଟଣାରେ ବିଜେପିର ହର୍‌ ଘର୍‌ ତ୍ରିରଙ୍ଗା କାର୍ଯ୍ୟକ୍ରମ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନ କ୍ରମେ ବିଜେପି ପକ୍ଷରୁ ତ୍ରିରଙ୍ଗା ଶୋଭାଯାତ୍ରା ଆୟୋଜନ କରାଯାଉଛି । ଏହି ପରିପ୍ରେକ୍ଷୀରେ ଭବାନୀପାଟଣାରେ ଆଜି ଭାରତୀୟ ଜନତା ପାର୍ଟି ପକ୍ଷରୁ ହର୍‌ ଘର୍‌ ତ୍ରିରଙ୍ଗା କାର୍ଯ୍ୟକ୍ରମ ମହାସମାରୋହରେ
Read More...

ବଲାଙ୍ଗିରର ଏସ୍‌ଏଚ୍‌ଜି ଷ୍ଟଲରେ ମିଳୁଛି ହାତ ତିଆରି ରାକ୍ଷୀ : ଲୋକଙ୍କ ଜବରଦସ୍ତ ଭିଡ଼

ବଲାଙ୍ଗିର, (କେପିଏନ୍‌ଏସ୍‌) : ମିଳୁଛି ହାତ ତିଆରି ରାକ୍ଷୀ । ଦେଖିଲେ ମନ ଭରିଯିବ । ହଁ ଆଜ୍ଞା ଆମେ କହୁଛୁ ବଲାଙ୍ଗିର ସହରର ଜଗର୍ସ ପାର୍କ ତଥା ଜିଲ୍ଲା ପରିଷଦ କାର୍ଯ୍ୟାଳୟକୁ ଲାଗିକି ଥିବା ଏସ୍‌ଏଚ୍‌ ଜି ସେଲ୍ସ ଆଉଟ୍‌ ଦୋକନର କଥା । ଏହି ଦୋକାନରେ ଏବେ ମହିଳା ମାନଙ୍କ ଦ୍ୱାରା ହାତରେ
Read More...

ବିଜେପି ପକ୍ଷରୁ ତ୍ରିରଙ୍ଗା ଯାତ୍ରା

ପାଟଣା, (କେପିଏନ୍‌ଏସ୍‌) : ୭୮ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଓଡିଶା ସରକାରଙ୍କ ନିର୍ଦ୍ଦେଶ କ୍ରମେ ସମଗ୍ର ରାଜ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇଛି । ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ଆରମ୍ଭ ହୋଇଥିବା ଏହି ଅଭିଯାନରେ ସମଗ୍ର ଭାରତର ନାଗରିକଙ୍କୁ ସାମିଲ କରି
Read More...

କଳାକାର ଗୋପାଳ ସାହୁଙ୍କ ବିୟୋଗରେ ଶୋକସଭା

ବଲାଙ୍ଗିର, (କେପିଏନ୍‌ଏସ୍‌) : ପଶ୍ଚିମ ଓଡିଶା ଜଣେ ବିଶିଷ୍ଟ କଳାକାର ଗୋପାଳ ସାହୁ (ଏଲି)ଙ୍କ ଆଜି ଶୋକସଭା ହୋଇଯାଇଛି । ତାଙ୍କର ବିୟୋଗରେ ଆଜିଭ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ପୃଥ୍ୱୀରାଜ ହାଇସ୍କୁଲ୍ର ୧୯୭୨ ମାଟ୍ରିକ୍ ବ୍ୟାଚ ପୁରାତନ ଛାତ୍ର ମାନଙ୍କ ଏକ ଶୋକସଭା ସହପାଠୀ ତଥା
Read More...

ବଙ୍ଗୋମୁଣ୍ଡା ବାଳିକା ହାଇସ୍କୁଲରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା : ସାମିଲ ହେଲେ କଣ୍ଟାବାଞ୍ଜି ବିଧାୟକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ବଙ୍ଗୋମୁଣ୍ଡା ବ୍ଲକ ସଦର ସ୍ଥିତ ସରକାରୀ ବାଳିକା ହାଇସ୍କୁଲ ପରିସରରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ କଣ୍ଟାବାଞ୍ଜି
Read More...

ବିଜେପିର ବିଜୟ ପରିପ୍ରେକ୍ଷୀରେ ଯୁବମୋର୍ଚା ପକ୍ଷରୁ ସିନ୍ଧେକେଲାରେ ରକ୍ତଦାନ ଶିବିର

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ପ୍ରଥମ ଥର ଭାରତୀୟ ଜନତା ପାର୍ଟିର ବିଜୟ ପରିପ୍ରେକ୍ଷୀରେ ବିଜେପି ଯୁବମୋର୍ଚା ସିନ୍ଧେକେଲା ମଣ୍ଡଳ ପକ୍ଷରୁ ସ୍ଥାନୀୟ ସାହୁ ଭବନ ଠାରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।
Read More...